୭ ମାସରେ ୬୩ ଥର ବଢ଼ିଛି ପେଟ୍ରୋଲ-ଡିଜେଲ ଦାମ, ୩.୩୪ ଲକ୍ଷ କୋଟି ରାଜସ୍ବ ସଂଗ୍ରହ କରିଛନ୍ତି ସରକାର…

ନୂଆଦିଲ୍ଲୀ,୨୦।୭: ଦେଶରେ ୨୦୨୧ ଜାନୁୟାରୀ ୧ଠାରୁ ଜୁଲାଇ ୯ ମଧ୍ୟରେ ଗତ ୭ ମାସରେ ପେଟ୍ରୋଲ-ଡିଜେଲ ଦାମ୍‌ ୬୩ ଥର ବଢ଼ିଛି। ଏହା ଦ୍ୱାରା ଏକ୍ସସାଇଜ୍‌ ଟ୍ୟାକ୍ସ୍‌ ବାବଦରେ ସରକାର ୩.୩୪ ଲକ୍ଷ କୋଟି ଟଙ୍କାର ରାଜସ୍ବ ସଂଗ୍ରହ କରିଛନ୍ତି। ଏସମ୍ପର୍କରେ ସରକାରଙ୍କ ପକ୍ଷରୁ ସଂସଦରେ ସୂଚନା ଦିଆଯାଇଛି। ଏହି ସମୟ ମଧ୍ୟରେ ୪ ଥର ଦାମ୍‌ କମିଥିବା ସରକାର କହିଛନ୍ତି। ୨୦୧୮-୧୯ରେ ପେଟ୍ରୋଲ ଦାମ୍‌ ୧୪୮ ଥର ବଢ଼ିଥିଲା। ସେହିପରି ୨୦୧୯-୨୦ରେ ଏହା ୮୯ ଥର ଥିବାବେଳେ ୨୦୨୦-୨୧ରେ ୭୬ ଥର ଛୁଇଁଛି। ଅପରପକ୍ଷରେ ଡିଜେଲ୍‌ ଦାମ୍‌ ୨୦୧୮-୧୯ରେ ୧୪୦ ଥର ବଢ଼ିଥିବାବେଳେ ୨୦୧୯-୨୦ରେ ୭୯ ଏବଂ ୨୦୨୦-୨୧ରେ ୭୩ ଥର ବଢ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

ସେପ୍ଟେମ୍ବର ୨୩ରେ ଘଟିବ ବିରଳ ଘଟଣା; ଦିନ-ରାତି ୧୨-୧୨ ଘଣ୍ଟା….

ନୂଆଦିଲ୍ଲୀ,୨୧।୯: ଆସନ୍ତା ୨୩ ସେପ୍ଟେମ୍ବରରେ ଆକାଶରେ ଦେଖିବାକୁ ମିଳିବ ଏକ ବିଶେଷ ଭୌଗଳିକ ଘଟଣା । ଏହି ତାରିଖରେ ଦିନ ଓ ରାତିର ସମୟ ପ୍ରାୟ ସମାନ…

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

ବଡ଼ ଭୁଲ୍‌ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?