ଆଜି ପୁଣି ବଢ଼ିଲା ପେଟ୍ରୋଲ-ଡିଜେଲ ଦର; ୧୩ ଦିନରେ ୮ ଟଙ୍କା ମହଙ୍ଗା

ନୂଆଦିଲ୍ଲୀ,୩।୪: ଜାତୀୟ ବଜାରରେ ପେଟ୍ରୋଲ ଏବଂ ଡିଜେଲ ଦର କ୍ରମାଗତ ଭାବେ ବୃଦ୍ଧି ପାଉଛି। ୨୨ ମାର୍ଚ୍ଚରୁ ଏଯାବତ ଅର୍ଥାତ ୧୩ ଦିନ ମଧ୍ୟରେ ପେଟ୍ରୋଲ ଲିଟର ପିଛା ୮ଟଙ୍କା ବଢ଼ିସାରିଛି। ରବିବାର ମଧ୍ୟ ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଲିଟର ପିଛା ୮୦ ପଇସା ବୃଦ୍ଧି ପାଇଛି।

ଆଇଓସିଏଲ୍‌ ମୁତାବକ, ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୧୮ଟଙ୍କାରେ ବିକ୍ରି ହେଉଥିବା ବେଳେ ଡିଜେଲ ୧୦୨ ଟଙ୍କାରେ ବିକ୍ରି ହେଉଛି। ଦିଲ୍ଲୀରେ ଏକ ଲିଟର ପେଟ୍ରୋଲ ୧୦୩.୪୧ ଟଙ୍କାରେ ପହଞ୍ଚିଛି। ସେହିଭଳି ଡିଜେଲ ଲିଟର ପିଛା ୯୪.୬୭ ଟଙ୍କାରେ ବିକ୍ରି ହେଉଛି। କୋଲକାତାରେ ପେଟ୍ରୋଲ ଲିଟର ପିଛା ୧୧୩.୦୩ ଟଙ୍କା ଏବଂ ଡିଜେଲ ୯୭.୮୨ ଟଙ୍କାରେ ବିକ୍ରି ହେଉଛି।

ପ୍ରକାଶ ଯେ, ମାର୍ଚ୍ଚ ୨୨ରୁ ୩ ଏପ୍ରିଲ ଯାଏ ୧୩ ଦିନ ମଧ୍ୟରେ ୧୧ ଥର ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ପାଇଛି। କେବଳ ମାର୍ଚ୍ଚ ୨୪ ଏବଂ ଏପ୍ରିଲ ୧ରେ ଦର ବୃଦ୍ଧି କରାଯାଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଲାଲ ସାଗରରେ ତାଣ୍ଡବ କଲେ ହୁତି ବିଦ୍ରୋହୀ! ଭାରତ ଆସୁଥିବା ତେଲ ଟ୍ୟାଙ୍କର ଉପରକୁ ମିଶାଇଲ ମାଡ

ନୂଆଦିଲ୍ଲୀ,୨୭।୪: ହୁତି ବିଦ୍ରୋହୀମାନେ ପୁଣି ଥରେ ଲୋହିତ ସାଗରରେ ଏକ ତାଣ୍ଡବ ସୃଷ୍ଟି କରିଛନ୍ତି। ୟେମେନର ହୁତି ବିଦ୍ରୋହୀ ସଂଗଠନ ଶନିବାର କହିଛି ଯେ ସେମାନଙ୍କର...

ଶୋଇଥିବା ବେଳେ ଫୁଟିଲା ଗୁଳି, ୨ ଯବାନ ଶହୀଦ

ଇମ୍ଫାଲ,୨୭।୪: ମଣିପୁରରେ ପୁଣି ହିଂସା। କେନ୍ଦ୍ରୀୟ ରିଜର୍ଭ ଫୋର୍ସର ଯବାନମାନେ ଶୋଇଥିବା ବେଳେ ସେମାନଙ୍କ ଉପରକୁ ଆକ୍ରମଣ କରିଛନ୍ତି ଉଗ୍ରବାଦୀ । ଏଥିରେ ଦୁଇ ଯବାନ...

ଖଣ୍ଡଗିରିରେ ‘ସଲିଟେୟାର’ ପ୍ରକଳ୍ପର ଅନାବରଣ

ଭୁବନେଶ୍ୱର,୨୭।୪: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ତଥା ହର୍ଷପ୍ରିୟା ଗ୍ରୁପ୍‌ ଏବଂ ନୀଳାଚଳ ହୋମ୍ସର ମିଳିତ ସହଯୋଗରେ ଗଠିତ ଯୌଥ ଉଦ୍ୟୋଗ ହର୍ଷପ୍ରିୟା ନୀଳାଚଳ ଗ୍ରୁପ୍‌ର...

ହିନ୍ଦୀର ବ୍ୟବହାର ଉପରେ ଗୁରୁତ୍ୱାରୋପ

ଭୁବନେଶ୍ୱର,୨୭।୪: ନାଲ୍‌କୋ ଅଧ୍ୟକ୍ଷତାରେ ଆୟୋଜିତ ଭୁବନେଶ୍ୱର ନଗର ରାଜଭାଷା କାର୍ଯ୍ୟାନ୍ବୟନ ସମିତି ବା ନରାକାସ୍‌ (ଉପକ୍ରମ)ର ୧୯ତମ ଷାଣ୍ମାସିକ ବୈଠକ ନାଲ୍‌କୋ କର୍ପୋରେଟ କାର୍ଯ୍ୟାଳୟଠାରେ ଶୁକ୍ରବାର...

ଦିନିକିଆ କେୟାର କନେକ୍ଟ କର୍ମଶାଳା

ଭୁବନେଶ୍ୱର,୨୭।୪: କେୟାର ହସ୍ପିଟାଲ ଭୁବନେଶ୍ୱର ପକ୍ଷରୁ ଶୁକ୍ରବାର ସ୍ନାୟୁରୋଗ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ପାଇଁ ଦିନିକିଆ କେୟାର କନେକ୍ଟ କର୍ମଶାଳାର ଆୟୋଜନ କରାଯାଇଥିଲା। ଏପରିକି...

ଚାନ୍ଦି ଭଣ୍ଡାରରେ ଅକ୍ଷୟତୃତୀୟା ମହୋତ୍ସବ

ଭୁବନେଶ୍ୱର,୨୭ା୪: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଚାନ୍ଦି ଭଣ୍ଡାର ପକ୍ଷରୁ ଅକ୍ଷୟ ତୃତୀୟା ମହୋତ୍ସବ ପାଳନ କରାଯାଉଛି। ଚାନ୍ଦି ଭଣ୍ଡାରର ଏକ୍ସକ୍ଲୁସିଭ ଆଉଟ୍‌ଲେଟ ଶହୀଦନଗରଠାରେ...

ଉତ୍କଳରେ ନ୍ୟୁକ୍ଲିୟର୍‌ ମେଡିସିନ୍‌ ଅପଡେଟ୍‌ ସମ୍ମିଳନୀ

ଭୁବନେଶ୍ୱର,୨୭।୪(ଅନୁରାଧା ମହାରଣା): ଭୁବନେଶ୍ବର ନୀଳାଦ୍ରିବିହାରସ୍ଥିତ ସୁପର ମଲ୍ଟିସ୍ପେଶାଲିଟି ଉତ୍କଳ ହସ୍ପିଟାଲର ପରିସରରେ ‘ଉତ୍କଳ ନ୍ୟୁକ୍ଲିୟର୍‌ ମେଡିସିନ୍‌ ଅପଡେଟ୍‌-୨୦୨୪’ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳାରେ ପ୍ରାରମ୍ଭିକ ଉଦବୋଧନ...

ଜେଇଇ ମେନ୍‌ରେ ବେଦାନ୍ତୁର ବାଜିମାତ୍‌

ଭୁବନେଶ୍ୱର,୨୭।୪: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବେଦାନ୍ତୁ ଯୁଗ୍ମ ପ୍ରବେଶିକା ପରୀକ୍ଷା ବା ଜେଇଇ (ମେନ୍‌)-୨୦୨୪ ଫଳାଫଳରେ ବାଜିମାତ୍‌ କରିଛି। ଏପରିକି ଏହାର ୧୬୯୮ଜଣ ଛାତ୍ରୀଛାତ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri