କମିବ ପେଟ୍ରୋଲ-ଡିଜେଲ ଦାମ !

ନୂଆଦିଲ୍ଲୀ,୨।୩: ଦେଶରେ ପେଟ୍ରୋଲ-ଡିଜେଲ ଦାମ ଦିନକୁ ଦିନ ବୃଦ୍ଧି ପାଉଥିବାର ଅନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ଉପରେ ଏହାର ପ୍ରଭାବ ପଡ଼ିଛି। ବିଭିନ୍ନ ସମାଗ୍ରୀର ମୂଲ ବୃଦ୍ଧି ଯୋଗୁ ଖାଉଟି ହନ୍ତସନ୍ତ ହେଉଛନ୍ତି। ଏପରିସ୍ଥଳେ କେନ୍ଦ୍ର ସରକାର ପେଟ୍ରୋଲ-ଡିଜେଲ ଦାମ କମାଇବା ପାଇଁ ବିଚାର ବିମର୍ଷ ଆରମ୍ଭ କରିଛନ୍ତି। ଅର୍ଥମନ୍ତ୍ରଣାଳୟ ପକ୍ଷରୁ ପେଟ୍ରୋଲ-ଡିଜେଲର ଦର କମାଇବା ପାଇଁ ରାଜ୍ୟ ସରକାର, ତୈଲ କମ୍ପାନୀ ଏବଂ ପେଟ୍ରୋଲିୟମ୍‌ ମନ୍ତ୍ରଣାଳୟ ସହିତ ଆଲୋଚନା କରାଯାଉଛି। ଖୁବ୍‌ ଶୀଘ୍ର କେତେକ ଟିକସ କମାଯିବାର ସମ୍ଭାବନା ରହିଛି। ସମ୍ପ୍ରତି ପେଟ୍ରୋଲ ଦାମରେ ୬୦ ପ୍ରତିଶତ ଅଂଶ କେବଳ ଟିକସ ରହିଛି। ୩୬ ଟଙ୍କାର ପେଟ୍ରୋଲ ଦିଲ୍ଲୀରେ ୯୧ ଟଙ୍କାରେ ବିକ୍ରି ହେଉଛି। ଏହା ଉପରେ ୫୫ ଟଙ୍କାର କେବଳ ଟିକସ ଲଗାଯାଉଛି। ମାର୍ଚ୍ଚ ମଧ୍ୟ ଭାଗ ସୁଦ୍ଧା ସରକାର ପେଟ୍ରୋଲ-ଡିଜେଲ ଦାମ କମାଇବା ଉପରେ ନିଷ୍ପତି ଗ୍ରହଣ କରିବାର ଆଶା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ କାର୍ଯ୍ୟକ୍ରମ ସ୍ଥଳରୁ ବନ୍ଧୁକ ସହ ଧରାପଡିଲେ ୨ ସନ୍ଦିଗ୍ଧ

ମୁମ୍ବାଇ,୮।୯: ମୁମ୍ବାଇର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଛନ୍ତି ସେହି ସ୍ଥାନ ନିକଟରୁ ଦୁଇଜଣଙ୍କୁ ଅଟକ ରଖାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କଠାରୁ ଏକ…

ବର୍ଷକୁ ବ୍ୟାଙ୍କରେ କେତେ କ୍ୟାଶ୍‌ ଜମା କରିପାରିବେ? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୮।୯: ସଞ୍ଚୟ ଖାତାରେ (Savings Account) ନଗଦ ଟଙ୍କା ଜମା କରିବା ଏକ ସାଧାରଣ ପ୍ରକ୍ରିୟା, କିନ୍ତୁ ଆପଣ ଜାଣନ୍ତି କି ଏକ ନିର୍ଦ୍ଦିଷ୍ଟ ସୀମାରୁ ଅଧିକ…

ସରିଗଲା ଡେଡ୍‌ଲାଇନ୍‌; ଏବେ ଆଉ ମିଳିବନି ସିଲିଣ୍ଡର? ଶୀଘ୍ର କରନ୍ତୁ ଏହି କାମ…

ନୂଆଦିଲ୍‌ଲୀ,୮।୯: LPG ଗ୍ୟାସ ସିଲିଣ୍ଡରର ନୂଆ କନେକସନ ଉପରେ ଏବେ ମଧ୍ୟ ରୋକ ଲାଗି ରହିଛି। ଅନ୍ୟପଟେ ନିକଟରେ ସରକାରଙ୍କ ପକ୍ଷରୁ କୁହାଯାଇଥିଲା ଯେ ନକଲି କନେକସନକୁ…

Ration Card Big Update: ଅକ୍ଟୋବର ୧ରୁ ଏମାନଙ୍କର କଟିଯିବ ରାସନ କାର୍ଡ! ସେପ୍ଟେମ୍ୱର ୨୧ ସୁଦ୍ଧା ସାରନ୍ତୁ ଏହି କାମ

ନୂଆଦିଲ୍ଲୀ,୮।୯: ଯଦି ଆପଣଙ୍କ ପାଖରେ ମଧ୍ୟ ରାସନ କାର୍ଡ ଅଛି ଏବଂ ଆପଣ ଅନେକ ମାସ ଧରି ସାଧାରଣ ବଣ୍ଟନ ବ୍ୟବସ୍ଥା (PDS) ଦୋକାନରୁ ରାସନ ସାମଗ୍ରୀ…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

‘କାଜି କ୍ୟାମ୍ପ ଉପରେ କ୍ଷେପଣାସ୍ତ୍ର ପକାଅ’: ଭୋପାଳ ଭାଜପା ବିଧାୟକଙ୍କ ବୟାନକୁ ନେଇ ରାଜନୈତିକ ମହଲରେ ହଇଚଇ

ଭୋପାଳ,୮।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ରାମେଶ୍ୱର ଶର୍ମାଙ୍କ ଏକ ବୟାନ ରାଜନୈତିକ ବିବାଦ ସୃଷ୍ଟି କରିଛି। ହୁଜୁର ବିଧାନସଭା ନିର୍ବାଚନମଣ୍ଡଳୀର…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri