Posted inଜାତୀୟ

ସରକାରଙ୍କ ବଡ଼ ଘୋଷଣା, ବଢ଼ିବ ପେଟ୍ରୋଲ-ଡିଜେଲ ଦାମ୍‌

ନୂଆଦିଲ୍ଲୀ, ୨୧।୬: କର୍ଣ୍ଣାଟକ ପରେ ଏବେ ଗୋଆ ସରକାର ପେଟ୍ରୋଲ-ଡିଜେଲ୍‌ ଦାମ୍‌ରେ ବୃଦ୍ଧି କରିଛନ୍ତି । ସରକାର ପେଟ୍ରୋଲ୍‌ ଦାମ୍‌ରେ ୧ଟଙ୍କା ବୃଦ୍ଧି କରିଥିବା ବେଳେ ଡିଜେଲ୍‌ ଦାମ୍‌ରେ ୩୬ ପଇସା ବୃଦ୍ଧି କରିଛନ୍ତି । ଭାଲ୍ୟୁ ଆଡେଡ୍‌ ଟ୍ୟାକ୍ସ ବା ଭାଟ୍‌ ବୃଦ୍ଧି ହେବା ଫଳରେ ଏହି ଦାମ୍‌ରେ ପରିବର୍ତ୍ତନ ହୋଇଛି । ନୂଆଦର ଶନିବାର ଅର୍ଥାତ ୨୨ ଜୁନ୍‌ରୁ ରାଜ୍ୟରେ ଲାଗୁ ହେବ ।

ଗୋଆ ସରକାରଙ୍କ ଅର୍ଥ ବିଭାଗ ୨୨ ଜୁନ୍‌ରୁ ନୂଆ ସଦର ଲାଗୁ ହେବା ନେଇ ଏକ ବିଜ୍ଞପ୍ତି ଜାରି କରିଛି । ଅର୍ଥ ସଚିବ ପ୍ରଣବ ଜି ଭଟ୍ଟ ଏନେଇ କହିଛନ୍ତି ଯେ, ପେଟ୍ରୋଲ ୧ଟଙ୍କା ଏବଂ ଡିଜେଲ୍‌ ୩୬ ପଇସା ମହଙ୍ଗା ହେବ । ଗୋଆରେ ବର୍ତ୍ତମାନ ପୋଟ୍ରେଲ ଲିଟର ପ୍ରତି ୯୫.୪୦ ଟଙ୍କା ରହିଥିବା ବେଳେ ଡିଜେଲ ୮୭.୯୦ ଟଙ୍କା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...

ସରକାରଙ୍କ ବଡ଼ ଘୋଷଣା, ଅନ୍‌ଲାଇନରେ ହେବନି…

କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍‌ଲାଇନରେ ଗ୍ରହଣ କରାଯିବ।...

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

ଗୁଲୁଆ-ବର୍ଷା: ଶ୍ୱଶୁରଙ୍କୁ କାନ୍ଦି କାନ୍ଦି ନେହୁରା ହେଉଛନ୍ତି ବର୍ଷା, ଭାଇରାଲ ହେଉଛି ଅଡିଓ…

ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...

ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ, କାରଣ ଜାଣିଲେ…

ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍‌ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri