Posted inଜାତୀୟ

ସରକାରଙ୍କ ବଡ଼ ଘୋଷଣା, ବଢ଼ିବ ପେଟ୍ରୋଲ-ଡିଜେଲ ଦାମ୍‌

ନୂଆଦିଲ୍ଲୀ, ୨୧।୬: କର୍ଣ୍ଣାଟକ ପରେ ଏବେ ଗୋଆ ସରକାର ପେଟ୍ରୋଲ-ଡିଜେଲ୍‌ ଦାମ୍‌ରେ ବୃଦ୍ଧି କରିଛନ୍ତି । ସରକାର ପେଟ୍ରୋଲ୍‌ ଦାମ୍‌ରେ ୧ଟଙ୍କା ବୃଦ୍ଧି କରିଥିବା ବେଳେ ଡିଜେଲ୍‌ ଦାମ୍‌ରେ ୩୬ ପଇସା ବୃଦ୍ଧି କରିଛନ୍ତି । ଭାଲ୍ୟୁ ଆଡେଡ୍‌ ଟ୍ୟାକ୍ସ ବା ଭାଟ୍‌ ବୃଦ୍ଧି ହେବା ଫଳରେ ଏହି ଦାମ୍‌ରେ ପରିବର୍ତ୍ତନ ହୋଇଛି । ନୂଆଦର ଶନିବାର ଅର୍ଥାତ ୨୨ ଜୁନ୍‌ରୁ ରାଜ୍ୟରେ ଲାଗୁ ହେବ ।

ଗୋଆ ସରକାରଙ୍କ ଅର୍ଥ ବିଭାଗ ୨୨ ଜୁନ୍‌ରୁ ନୂଆ ସଦର ଲାଗୁ ହେବା ନେଇ ଏକ ବିଜ୍ଞପ୍ତି ଜାରି କରିଛି । ଅର୍ଥ ସଚିବ ପ୍ରଣବ ଜି ଭଟ୍ଟ ଏନେଇ କହିଛନ୍ତି ଯେ, ପେଟ୍ରୋଲ ୧ଟଙ୍କା ଏବଂ ଡିଜେଲ୍‌ ୩୬ ପଇସା ମହଙ୍ଗା ହେବ । ଗୋଆରେ ବର୍ତ୍ତମାନ ପୋଟ୍ରେଲ ଲିଟର ପ୍ରତି ୯୫.୪୦ ଟଙ୍କା ରହିଥିବା ବେଳେ ଡିଜେଲ ୮୭.୯୦ ଟଙ୍କା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅଜଣା ଗାଡ଼ି ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ : ପୋଲିସର ତଦନ୍ତ ଜାରି

ଛତ୍ରପୁର,୨୭।୬ ଦିଲ୍ଲୀପ ସାମଲ : ଚମାଖଣ୍ଡି ଥାନା ଅଧୀନ କାଳିଆବାଲି ଛକ ନିକଟସ୍ଥ ରାସ୍ତାରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ…

ହର୍ମୁଜ ଦେଇ ଯାଉଥିବା ଜାହାଜଗୁଡ଼ିକୁ ଦେବାକୁ ପଡ଼ିବ ଟ୍ୟାକ୍ସ! ଇରାନ-ଆମେରିକା କଥାବାର୍ତ୍ତା ମଧ୍ୟରେ ଓମାନ କହିଲା…

ମସ୍କାଟ,୨୭ା୬: ଇରାନ-ଆମେରିକା କଥାବାର୍ତ୍ତା ମଧ୍ୟରେ ଓମାନ ହର୍ମୁଜ ପ୍ରଣାଳୀ ଆଉ ପୂର୍ବ ପରି ଚାଲିପାରିବ ନାହିଁ। ରଣନୈତିକ ସମୁଦ୍ର ପଥରେ ପରିବହନ କରୁଥିବା ଜାହାଜଗୁଡ଼ିକୁ ଭବିଷ୍ୟତରେ କୌଣସି…

ଦେଶରେ ହାଇ ଆଲର୍ଟ: ମାଡ଼ିଆସୁଛି ୨ଟି ଭୟଙ୍କର ବାତ୍ୟା; ୩ ଦେଶକୁ କରିବ ଛାରଖାର!

ନୂଆଦିଲ୍ଲୀ,୨୭।୬: ପ୍ରଶାନ୍ତ ମହାସାଗରର ଉତ୍ତର-ପଶ୍ଚିମ ଭାଗରେ ସୃଷ୍ଟି ହୋଇଥିବା ଶକ୍ତିଶାଳୀ କ୍ରାନ୍ତୀୟ ବାତ୍ୟା (ଟାଇଫୁନ୍) ‘ମେଖଲା’ ଜାପାନ ଏବଂ ଏହାର ଆଖପାଖ ଦ୍ୱୀପପୁଞ୍ଜ ଆଡ଼କୁ ମାଡ଼ି ଚାଲିଛି।…

ଆଧାର କାର୍ଡ଼ ଦେଖାଇଲେ ମିଳିବ କି ଫ୍ରି ଏସି? ଜାଣନ୍ତୁ ସତ…

ନୂଆଦିଲ୍ଲୀ,୨୭।୬: ଆଜିକାଲି ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାଗରିକଙ୍କ ପାଇଁ “ମାଗଣା ଏସି ଯୋଜନା”…

ଶିଶୁ ଜନ୍ମ ହେଲେ ମୁଖ୍ୟମନ୍ତ୍ରୀ ଦେବେ ୧ ଗ୍ରାମର ସୁନା ମୁଦି, ରାଜ୍ୟ ସରକାରଙ୍କ ଖାସ୍ ସ୍କିମ୍…

ଚେନ୍ନାଇ,୨୭ା୬: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟ ନିଜର ଏକ ପ୍ରମୁଖ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବାକୁ ଯାଉଛନ୍ତି। ଏଣିକି ରାଜ୍ୟର ସମସ୍ତ ସରକାରୀ ମାତୃତ୍ୱ କେନ୍ଦ୍ର ଓ…

ଦିନକ ପରେ ସ୍ନାନଯାତ୍ରା: ପୁରୀ ଆସିବାର ଥିଲେ ଜାଣି ନିଅନ୍ତୁ ଟ୍ରାଫିକ କଟକଣା, କେଉଁ ବାଟରେ ଯାଇ କରିବେ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୨୭।୬: ଶ୍ରୀଜଗନ୍ନାଥଙ୍କ ପବିତ୍ର ସ୍ନାନଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇଁ ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ…

ବାଲେଶ୍ୱରରେ ଗୋଷ୍ଠୀ ସଂଘର୍ଷ: ଶୋଭାଯାତ୍ରାବେଳେ ଟେକାପଥର ମାଡ଼

ବାଲେଶ୍ୱର, ୨୭।୬( ବାଞ୍ଛାନିଧି ଦେ): ବାଲେଶ୍ୱର ସହରର ଦରଘା ମଇଦାନରେ ଗୋଷ୍ଠୀ ସଂଘର୍ଷ ଘଟିଛି l ଏହି ସଂଘର୍ଷରେ ୨୦ରୁ ଅଧିକ ଆହତ ହୋଇଥିବା ସୂଚନା ମିଳିଛି…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୨୯,୫୦୦ ଯୁବତୀଯୁବକଙ୍କୁ ମିଳିବ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର,୨୭ା୬(ସୁନିତ୍‌ ମିଶ୍ର):ପୂର୍ବ ଭାରତରେ ଶିଳ୍ପାୟନର ବିକାଶକୁ ଆହୁରି ତ୍ୱରାନ୍ବିତ କରିବା ଏବଂ ଆଞ୍ଚଳିକ ସହଯୋଗ ମାଧ୍ୟମରେ ସନ୍ତୁଳିତ ଅଭିବୃଦ୍ଧି ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri