Posted inଜାତୀୟ

ବିପିଏଲ କାର୍ଡଧାରୀଙ୍କ ପାଇଁ ଶସ୍ତା ହେବ ପେଟ୍ରୋଲ

ରାଞ୍ଚି,୨୯।୧୨: ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ବୁଧବାର ରାଜ୍ୟର ବିପିଏଲ କାର୍ଡଧାରୀମାନଙ୍କୁ ଏକ ବଡ଼ ଉପହାର ଦେଇଛନ୍ତି। ବିପିଏଲ କାର୍ଡଧାରୀଙ୍କ ପାଇଁ ପେଟ୍ରୋଲ ଦର ହ୍ରାସ କରିବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ନୂତନ ନିଷ୍ପତ୍ତି ଅନୁଯାୟୀ ଏହାର ମୂଲ୍ୟ ୨୫ ଟଙ୍କା ହ୍ରାସ ପାଇବ। ଏହି ଆଦେଶ ଜାନୁଆରୀ ୨୬ରୁ କାର୍ଯ୍ୟକାରୀ ହେବ।
ଝାଡଖଣ୍ଡର ହେମନ୍ତ ସରକାର ଆଜି ଦୁଇ ବର୍ଷ ପୂରଣ କରୁଛନ୍ତି।ଏହି ଅବସରରେ ରାଞ୍ଚିର ମୋର୍ହବାଡି ଗ୍ରାଉଣ୍ଡରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏହି ସମୟ ମଧ୍ୟରେ ଝାଡ଼ଖଣ୍ଡ ସରକାର ମୋଟରସାଇକେଲ ଏବଂ ସ୍କୁଟର ଚାଳକଙ୍କ ପାଇଁ ପେଟ୍ରୋଲ ମୂଲ୍ୟରେ ଲିଟର ପିଛା ୨୫ ଟଙ୍କା ରିହାତି ପାଇଁ ଘୋଷଣା କରିଥିଲେ। ପ୍ରାଥମିକ ସୂଚନା ଅନୁଯାୟୀ, ରାଜ୍ୟର ବିପିଏଲ କାର୍ଡଧାରୀମାନେ ଏହାର ଫାଇଦା ଉଠାଇ ପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ସୀମାନ୍ତ ଗାଁରେ ନେପାଳ ରେଡିଓ ଶୁଭୁଛି

ଡେରାଡୁନ/ପିଥୋରାଗଡ଼,୨୨ା୬: ଭାରତର ସୀମାନ୍ତ ଅଞ୍ଚଳ କାଲାପାନି, ଲିପୁଲେଖ ଓ ଲିମ୍ପିୟାଧୁରାକୁ ନେପାଳ ନୂଆ ମାନଚିତ୍ରରେ ନିଜର ବୋଲି ଦାବି କରିବା ସହ ଆଉ କେତେକ ବଦମାସି...

ଭାରତ ପହଞ୍ଚିଲେ ଡେନମାର୍କ ପ୍ରଧାନମନ୍ତ୍ରୀ: ମୋଦିଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା, ରାଷ୍ଟ୍ରପତିଙ୍କ ସହ ସାକ୍ଷାତ୍‌କାର

ନୂଆଦିଲ୍ଲୀ,୯ ।୧୦: ଡେନମାର୍କ ପ୍ରଧାନମନ୍ତ୍ରୀ ମେଟେ ଫ୍ରେଡରିକ୍ସନ ଶୁକ୍ରବାର ରାତିରେ ତାଙ୍କ ୩ ଦିନିଆ ଭାରତ ଗସ୍ତରେ ଆସି ଦିଲ୍ଲୀରେ ପହଞ୍ଚିଛନ୍ତି । ରାତି ପ୍ରାୟ...

ମିଳିତ ସୁରକ୍ଷାକର୍ମୀଙ୍କୁ ସଫଳତା, ୨ ଆତଙ୍କବାଦୀ ନିହତ, ୪ ଗିରଫ…

ଶ୍ରୀନଗର, ୧୦।୫ : ଜମ୍ମୁ-କଶ୍ମୀରରେ ମିଳିତ ସୁରକ୍ଷାକର୍ମୀଙ୍କୁ ଆତଙ୍କବାଦ ବିରୋଧୀ ଅପରେଶନ୍‌ରେ ବଡ଼ ସଫଳତା ମିଳିଛି। ମଙ୍ଗଳବାର ଶ୍ରୀନଗରର ବେମିନା ଅଞ୍ଚଳରେ ଅପରେଶନ୍‌ ସମୟରେ ୪...

ଡେଙ୍ଗୁ ବିରୋଧରେ ଲଢ଼େଇ, ସରକାର ଜାରି କଲେ ୧୦ ସପ୍ତାହ-୧୦ଟା-୧୦ମିନିଟ ଅଭିଯାନ…

ନୂଆଦିଲ୍ଲୀ,୨୨।୯: ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ସରକାରଙ୍କର ଚିନ୍ତା ବଢ଼ିବାରେ ଲାଗିଛି। ସରକାରଙ୍କ ପକ୍ଷରୁ ଡେଙ୍ଗୁ ବିରୋଧୀ ଲଢେଇକୁ...

ମୃତଦେହ ସତ୍କାର ପାଇଁ ୭ ଶ୍ମଶାନ କମ୍‌ ପଡ଼ିଲା, ଶେଷରେ ଖଣିରେ ହେଉଛି ଦାହ

ବେଙ୍ଗାଲୁରୁ,୧୦।୫: ସମଗ୍ର ଦେଶରେ ଏବେ କରୋନା ମହାମାରୀ ତା’ର କାୟା ବିସ୍ତାର କରିଛି। ଏପରିକି ଦେଶର କିଛି ରାଜ୍ୟରେ ମୃତଦେହ ସତ୍କାର କରିବାରୁ ଶ୍ମଶାନରେ ଜାଗା...

ପ୍ରଥମ ଥର ପାଇଁ ବିଧାନସଭା ନିର୍ବାଚନରେ ୩୨,୦୦ ମିଟର ଉଚ୍ଚତାରେ ମତଦାନ କେନ୍ଦ୍ର, ସାଧୁ-ସନ୍ଥ ଦେବେ ଭୋଟ୍‌…

ଉତ୍ତରକାଶୀ, ୧୫।୧ : ଉତ୍ତରାଖଣ୍ଡରେ ଆଗକୁ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଚଳିତ ଥର ପ୍ରଥମ ଥର ପାଇଁ ସମୁଦ୍ର ପତ୍ତନ ଠାରୁ୩୨,୦୦ ମିଟର ଉଚ୍ଚତାରେ...

କାନ୍ଥ ନୁହେଁ ସମ୍ପର୍କର ସେତୁ ସ୍ଥାପନ କରନ୍ତୁ ସରକାର: ରାହୁଲ

ନୂଆଦିଲ୍ଲୀ, ୨।୨: କୃଷି ଆଇନ ନେଇ ଚାଷୀ ସଂଗଠନ ଗୁଡ଼ିକ ପକ୍ଷରୁ ଆନ୍ଦୋଳନ ଜାରି ରହିଛି। ଆନ୍ଦୋଳନକାରୀ ଯେଭଳି ଦିଲ୍ଲୀରେ ପ୍ରବେଶ ନ କରିପାରିବେ ସେଥି...

ମେଲାନିଆଙ୍କ ଜୀବନଶୈଳୀ : ୩ ଲକ୍ଷ ଟଙ୍କାର ମେକ୍‌ ଅପ୍‌; ଦେଢ଼କୋଟିର ଡ୍ରେସ୍‌

ନୂଆଦିଲ୍ଲୀ,୨୫।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସ୍ତ୍ରୀ ମେଲାନିଆଙ୍କ ଜୀବନଶୈଳୀ ଅତି ବିଳାସପୂର୍ଣ୍ଣ। ପ୍ରତିଦିନ ତାଙ୍କର ମେକ୍‌ଅପ୍‌ରେ ୩ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଥାଏ। ଏଥିପାଇଁ...

Advertisement
Archives

Model This Week