ନିର୍ବାଚନ ପରେ ପେଟ୍ରୋଲ-ଡିଜେଲ ଦାମ୍‌ ୧୫ ଟଙ୍କା ବଢ଼ିବା ଆଶଙ୍କା, ୮ ବର୍ଷର ରେକର୍ଡ ଭାଙ୍ଗିଲା ଆଶୋଧିତ ତୈଳ…

ନୂଆଦିଲ୍ଲୀ, ୧୫।୨ : ସମ୍ପ୍ରତି ଦେଶର ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ମଣିପୁର ଏବଂ ଗୋଆ ଆଦି ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ଜାରି ରହିଛି। ଏହାପରେ ପେଟ୍ରୋଲ-ଡିଜେଲ ଦାମ୍‌ ୧୫ ଟଙ୍କା ବଢ଼ିବା ଆଶଙ୍କା ସୃଷ୍ଟି ହୋଇଛି। ଅନ୍ତର୍ଜାତୀୟ ବଜାରରେ ଆଶୋଧିତ ତୈଳ ଦାମ୍‌ ୮ ବର୍ଷର ରେକର୍ଡ ଭାଙ୍ଗି କ୍ରମାଗତ ବୃଦ୍ଧି ପାଇବାରେ ଲାଗିଥିବାରୁ ଏଭଳି ସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି।

ଏବେ ଅନ୍ତର୍ଜାତୀୟ ବଜାରରେ ଆଶୋଧିତ ତୈଳ ଦାମ୍‌ ବ୍ୟାରେଲ୍‌ ପିଛା ୯୫ ଡଲାର ଛୁଇଁଛି। କିଛି ଦିନ ମଧ୍ୟରେ ଏହା ୧୦୦ ଡଲାରରେ ପହଞ୍ଚିବ ବୋଲି ଅର୍ଥନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି। ଏହା ପୂର୍ବରୁ ୮ ବର୍ଷ ତଳେ ୨୦୧୪ରେ ଅଶୋଧିତ ତୈଳ ଦାମ୍‌ ବ୍ୟାରେଲ୍‌ ପିଛା ୯୫ ଡଲାରରେ ପହଞ୍ଚିଥିଲା।

୨୦୨୧ରେ ଅଶୋଧିତ ତୈଳ ଦାମ୍‌ ବ୍ୟାରେଲ ପିଛା ୬୯ ଡଲାର ଥିଲା। ଏବେ ଏହା ୩୭ ପ୍ରତିଶତ ବୃଦ୍ଧି ପାଇଛି। ୟୁକ୍ରେନ୍‌ ଉପରେ ରୁଷିଆ ଆକ୍ରମଣ କଲେ ଆଗାମୀ ଦିନରେ ଏହା ୧୨୦ ଡଲାରରେ ପହଞ୍ଚିବାର ଆଶଙ୍କା ରହିଛି। ବଜାର ଚାହିଦା ଅନୁସାରେ ଉତ୍ପାଦନ କମ୍‌ ହେଉଥିବାରୁ ଅଶୋଧିତ ତୈଳ ଦାମ୍‌ରେ ବୃଦ୍ଧି ଘଟିବ ବୋଲି ଆକଳନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍‌ଲାଇନ କେବେ…

ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା…

ପରିବାର ଲୋକଙ୍କ ନାଁରେ ଲକ୍ଷ ଲକ୍ଷ ଟଙ୍କା ଋଣ ନେଇଗଲେ ସମ୍ପାଦକ: ଚାଷୀଙ୍କ ଆନ୍ଦୋଳନ ଚେତାବନୀ

ପୁରୁଷୋତ୍ତମପୁର,୧୧।୮(ସବିତା ମିଶ୍ର):ସରକାର କୃଷକଙ୍କୁ ସଶକ୍ତିକରଣ କରି କୃଷି ଓ କୃଷକଙ୍କ ବିକାଶ ଲାଗି ଯୋଜନା ପରେ ଯୋଜନା କରିବା ସହ ବିଭିନ୍ନ ଫସଲ ଚାଷ କରି ଲାଭବାନ…

ପୂର୍ବତନ ରାଷ୍ଟ୍ରପତିଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ: ଆସିଥିଲା ସାଂଘାତିକ ଅଭିଯୋଗ

ଡାମସକସ୍‌,୧୧।୮: ସିରିଆର ଏକ କୋର୍ଟ ମଙ୍ଗଳବାର ଦେଶର ପୂର୍ବତନ ରାଷ୍ଟ୍ରପତି ବଶର ଅଲ-ଆସାଦ ଏବଂ ତାଙ୍କ ସାନ ଭାଇ ମାହେର ଅଲ-ଆସାଦଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri