ମହଙ୍ଗା ହେଲା ପେଟ୍ରୋଲ, ଡିଜେଲ ଦର

ଇସଲାମାବାଦ,୧ା୯: ମୁଦ୍ରାସ୍ଫୀତିର ସମ୍ମୁଖୀନ ହେଉଥିବା ପାକିସ୍ତାନ ପୁଣି ଥରେ ଆର୍ଥିକ ସମସ୍ୟାରେ ପଡ଼ିଛି। ଏକ ରିପୋର୍ଟ ଅନୁଯାୟୀ, ପାକିସ୍ତାନର କାମଚଳା ସରକାର ପେଟ୍ରୋଲର ମୂଲ୍ୟ ଲିଟର ପିଛା ୧୪.୯୧ ଟଙ୍କା ଏବଂ ହାଇ ସ୍ପିଡ୍‌ ଡିଜେଲ (HSD) ଲିଟର ପିଛା ୧୮.୪୪ ଟଙ୍କା ବୃଦ୍ଧି କରିଛନ୍ତି।

ପାକିସ୍ତାନ ଅର୍ଥ ମନ୍ତ୍ରଣାଳୟ ଏକ ଟୁଇଟ୍‌ କରି କହିଛି, ପେଟ୍ରୋଲର ମୂଲ୍ୟ ବର୍ତ୍ତମାନ ଲିଟର ପିଛା ୩୦୫.୩୬ ଟଙ୍କା ଏବଂ ଡିଜେଲ ମୂଲ୍ୟ ୩୧୧.୮୪ ଟଙ୍କା ରହିଛି। କିରୋସିନି ମୂଲ୍ୟରେ କୌଣସି ପରିବର୍ତ୍ତନ କରାଯାଇନାହିଁ।

ରିପୋର୍ଟ ଅନୁଯାୟୀ, ପାକିସ୍ତାନରେ ପେଟ୍ରୋଲର ମୂଲ୍ୟ ୨୯୦.୪୫ରୁ ଲିଟର ୩୦୫.୩୬ ଟଙ୍କାକୁ ବୃଦ୍ଧି ପାଇଛି। ଏହା ବ୍ୟତୀତ ଲିଟର ପିଛା ୨୯୩.୪୦ ଟଙ୍କାରେ ବିକ୍ରି ହେଉଥିବା ଡିଜେଲକୁ ଲିଟର ପିଛା ୧୮.୪୪ ଟଙ୍କା ବୃଦ୍ଧି କରି ୩୧୧.୮୪ ଟଙ୍କାକୁ ବୃଦ୍ଧି କରାଯାଇଛି।

ସୂଚନାଯୋଗ୍ୟ, ପ୍ରଥମ ଥର ପାଇଁ ପାକିସ୍ତାନରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ୩୦୦ ଟଙ୍କା ପାର୍‌ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଲି ଚୋରା ଚାଲାଣବେଳେ ମାଡ଼ିବସିଲେ ତହସିଲଦାର: ଆଉ ତା’ପରେ…

ଦିଗପହଣ୍ଡି,୧୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବାହୁଦା ନଦୀରୁ ବେଆଇନ ଭାବେ ବାଲି ଚୋରା ଚାଲାଣ ଅଭିଯୋଗ ହୋଇଆସୁଛି। ସୋମବାର ପୂର୍ବାହ୍ନରେ ଦିଗପହଣ୍ଡି ତହସିଲଦାର ତଥା ଏକଜିକ୍ୟୁଟିଭ…

ରାଜକିଶୋରଙ୍କ ପରିବାରକୁ ସହାୟତାର ହାତ ବଢାଇଲା ଗଣଶିକ୍ଷକ ସଂଘ

ଦାରିଙ୍ଗବାଡି,୧୧।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗଣଶିକ୍ଷକ ସଂଘ ପକ୍ଷରୁ ସାଥି ଶିକ୍ଷକଙ୍କ ଦେହାନ୍ତ ପରେ ସହାୟତାର ହାତ ବଢ଼ାଇଲା ସାଙ୍ଗ ଏଭଳି ଘଟଣାକୁ ନେଇ…

ଟାଟା ପାୱାରର ଛଟେଇ ବିରୋଧରେ ତେଜିଲା ଶ୍ରମିକ ଆନ୍ଦୋଳନ: ଜୋରଦାର ପ୍ରତିବାଦ

କେନ୍ଦୁଝର,୧୧।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): ଟାଟା ପାୱାରର କେନ୍ଦୁଝର ନିର୍ବାହୀ ଯନ୍ତ୍ରୀ ଓ ଅଧିକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶ୍ରମିକମାନଙ୍କ ଛଟେଇ ବିରୋଧରେ ତେଜିଲା ଆନ୍ଦୋଳନ I…

୧ କୋଟି ଟଙ୍କିଆ ବାଇକ୍‌ ଭାରତରେ ଲଞ୍ଚ୍‌: ସାଙ୍ଗେ ସାଙ୍ଗେ Sold Out

ନୂଆଦିଲ୍ଲୀ,୧୧।୫: ଇଟାଲୀର ପ୍ରସିଦ୍ଧ ମୋଟରସାଇକେଲ ନିର୍ମାତା Ducati ଭାରତରେ ଏହାର ଅତ୍ୟନ୍ତ ସ୍ବତନ୍ତ୍ର ଏବଂ ସୀମିତ ସଂସ୍କରଣ ସୁପରବାଇକ – Ducati Panigale V4 Lamborghini –…

କେଉଁ ସେଲିବ୍ରିଟିଙ୍କ ପାଖରେ ଅଉଛି ସବୁଠୁ ଅଧିକ ସୁନା: ନାଁ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ରାଲି ସମୟରେ ଦେଶର ନାଗରିକମାନଙ୍କୁ ଆଗାମୀ ବର୍ଷ ପାଇଁ ସୁନା କିଣିବାରୁ ନିବୃତ୍ତ ରହିବାକୁ ଅନୁରୋଧ କରିଛନ୍ତି। କାରଣ ଏହି…

ଶପଥ ନେବାର ଗୋଟିଏ ଦିନ ପରେ ହଠାତ୍‌ ଷ୍ଟାଲିନଙ୍କ ଘରେ ପହଞ୍ଚିଲେ ବିଜୟ: ରାନୀତିରେ ହଲଚଲ

ଚେନ୍ନାଇ,୧୧।୫: ତାମିଲନାଡୁରେ ଐତିହାସିକ ନିର୍ବାଚନ ବିଜୟ ପରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ଶପଥ ନେବାର ମାତ୍ର ଗୋଟିଏ ଦିନ ପରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଡିଏମକେ…

ଆକ୍ସନ ମୋଡ୍‌ରେ ଶୁଭେନ୍ଦୁ ସରକାର: କଲେ ବଡ ଘୋଷଣା

କୋଲକାତା,୧୧।୫: ଶୁଭେନ୍ଦୁ ଅଧିକାରୀଙ୍କ ନେତୃତ୍ୱରେ ପଶ୍ଚିମବଙ୍ଗରେ ଭାରତୀୟ ଜନତା ପାର୍ଟି ସରକାରକୁ ଆସିବା ପରେ ଆକ୍ସନ ମୋଡ୍‌ରେ ଅଛି। କ୍ଷମତା ଗ୍ରହଣ କରିବା ମାତ୍ରେ ଶୁଭେନ୍ଦୁ ପ୍ରଶାସନ…

RCBକୁ ଜିତାଇବା ପରେ ମଧ୍ୟ କାନ୍ଦିଲେ କ୍ରୁନାଲ ପାଣ୍ଡ୍ୟା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୧।୫: IPL ୨୦୨୬ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ଭାବପ୍ରବଣତା, ଉତ୍ସାହ ଏବଂ ଅବିସ୍ମରଣୀୟ ମୁହୂର୍ତ୍ତରେ ପରିପୂର୍ଣ୍ଣ ଥିଲା। ଶେଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri