ପୁଣି ବଢିଲା ପେଟ୍ରୋଲ,ଡିଜେଲ

ନୂଆଦିଲ୍ଲୀ,୨।୪: ଲଗାତର ଭାବେ ବଢିଚାଲିଛି ତେଲଦର । ଗୋଟିଏ ଦିନର ବ୍ୟବଧାନ ପରେ ପୁଣି ଶନିବାର ପେଟ୍ରୋଲ ଓ ଡିଜେଲ ୮୦ ପଇସା ବଢ଼ିଛି। ଓଡିଶାରେ ପେଟ୍ରୋଲ ଦର ୧୦୯ ଟଙ୍କା ୫୦ପଇସା ଥିବା ବେଳେ ଡିଜେଲ ୯୯ ଟଙ୍କା ୨୭ ପଇସା ରହିଛି । ସେହିପରି ଦିଲ୍ଲୀରେ ଲିଟର ପିଛା ପେଟ୍ରୋଲ ଦର ଶନିବାର ୧୦୨ଟଙ୍କା ୬୧ ପଇସା ଦରରେ ବିକ୍ରି ହେଉଥିବା ବେଳେ ଡିଜେଲ ଲିଟର ପିଛା ୯୩ଟଙ୍କା ୮୭ ପଇସା ଦରରେ ବିକ୍ରି ହେଉଛି। ସେପଟେ ମୁମ୍ବାଇରେ ପେଟ୍ରୋଲ ଲିଟରପିଛା ଦର ୧୧୭ଟଙ୍କା ୫୭ ପଇସାକୁ ପହଞ୍ଚିଥିବା ବେଳେ ଡିଜେଲ ୧୦୧ ଟଙ୍କା ୭୯ ପଇସା । କୋଲକାତାରେ ପେଟ୍ରୋଲ ଲିଟର ପିଛା ୧୧୨ଟଙ୍କା ୧୯ ପଇସା ମୂଲ୍ୟରେ ବିକ୍ରି ହେଉଥିବା ବେଳେ ଡିଜେଲ ୯୭. ୦୨ ପଇସା ଦରରେ ବିକ୍ରି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେବ ଅଭିବୃଦ୍ଧି ହାର

ନୂଆଦିଲ୍ଲୀ,୧୩।୪ : ସାରା ବିଶ୍ୱରେ ମହାମାରୀ କରୋନା ଆତଙ୍କ ଖେଳାଇଛି। ଏହି ଭୂତାଣୁ ଦ୍ୱାରା ସଂକ୍ରମିତ ହୋଇ ଲକ୍ଷାଧିକ ଲୋକଙ୍କ ଜୀବନ ଗଲାଣି। ଏହାର ପ୍ରଭାବ...

ମୃତ ଭାଜପା କର୍ମକର୍ତ୍ତାଙ୍କ ପରିବାରଙ୍କୁ ସହାୟତା ରାଶି ଘୋଷଣା କଲେ ଯୋଗୀ ସରକାର

ଲକ୍ଷ୍ନୌ,୨୮।୩: ଉତ୍ତରପ୍ରଦେଶ କୁଶୀନଗରରେ ଭାଜପାର ବିଜୟ ଉତ୍ସବ ପାଳନ ସମୟରେ ଜଣେ ମୁସଲମାନ ଯୁବକ ବାବରଙ୍କ ମୃତ୍ୟୁ ଘଟଣାରେ ତାଙ୍କ ପରିବାରବର୍ଗଙ୍କୁ ଯୋଗୀ ସରକାର କ୍ଷତିପୂରଣ...

ଆଟେନ୍‌ବରୋଙ୍କୁ ଇନ୍ଦିରା ଗାନ୍ଧୀ ଶାନ୍ତି ପୁରସ୍କାର

ନୂଆଦିଲ୍ଲୀ, ୨୦ା୧୧(ପି.ଟି.) : ବିଶିଷ୍ଟ ପ୍ରକୃତିବାଦୀ ତଥା ପ୍ରସାରକ ଭାବେ ଜଣାଶୁଣା ସାର୍‌ ଡେଭିଡ୍‌ ଆଟେନ୍‌ବରୋଙ୍କୁ ୨୦୧୯ ବର୍ଷର ଇନ୍ଦିରା ଗାନ୍ଧୀ ଶାନ୍ତି, ନିରସ୍ତ୍ରୀକରଣ ଓ...

ଅକ୍ଟୋବର ୪ରେ ସିଭିଲ ସର୍ଭିସ ପ୍ରିଲିମ୍‌

ନୂଆଦିଲ୍ଲୀ,୫ା୬(ପି.ଟି.)-ଚଳିତ ବର୍ଷର ସିଭିଲ୍‌ ସର୍ଭିସ୍‌ ପ୍ରାରମ୍ଭିକ ପରୀକ୍ଷା (ପ୍ରିଲିମ୍‌) ଅକ୍ଟୋବର ୪ରେ ଅନୁଷ୍ଠିତ ହେବ। କେନ୍ଦ୍ର ଜନସେବା ଆୟୋଗ (ୟୁପିଏସ୍‌ସି) ପକ୍ଷରୁ ଶୁକ୍ରବାର ଏହା ଘୋଷଣା...

ସିଲାବସ୍‌-ପାଠପଢ଼ା ସମୟ କମ୍‌ କରାଯିବା ପ୍ରସ୍ତାବ: ମାନବ ସମ୍ବଳ ବିଭାଗ ଖୁବ୍‌ ଶୀଘ୍ର ନେଇପାରେ ନିଷ୍ପତ୍ତି

ନୂଆଦିଲ୍ଲୀ,୯।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ଲକ୍‌ଡାଉନ୍‌ ଜାରି ରହିଛି। ଫଳରେ ସ୍କୁଲ, କଲେଜ ବନ୍ଦ ରହିଛି। ଏହାକୁ ଦୃଷ୍ଟିରେ ରଖି ସ୍କୁଲ, କଲେଜରେ ସିଲାବସ୍‌...

ପିଲାମାନଙ୍କ କଥା ଶୁଣି ପୁରା ସ୍କୁଲର ଟାଇମ୍‌ଟେବୁଲ ବଦଳାଇ ଦେଇଥିଲେ ନୀତା ଅମ୍ବାନୀ

ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ର ଚେୟାରମ୍ୟାନ ତଥା ପରିଚାଳନା ନିର୍ଦ୍ଦେଶକ ମୁକେଶ ଅମ୍ବାନୀ ଏବଂ ତାଙ୍କ ସ୍ତ୍ରୀ ନୀତା ଅମ୍ବାନୀ ବ୍ୟବସାୟରେ ଦୂରଦର୍ଶିତା ପାଇଁ ବେଶ୍‌ ଜଣାଶୁଣା।...

ଉଦ୍ଧବଙ୍କ ପାଇଁ ଅଗ୍ନି ପରୀକ୍ଷା, ଗୁରୁବାର ହୋଇପାରେ ଫ୍ଲୋର ଟେଷ୍ଟ୍‌…

ମୁମ୍ବାଇ, ୨୯।୬ : ମହାରାଷ୍ଟ୍ରର ରାଜନୈତିକ ଅସ୍ଥିରତା ଏକ ନୂଆ ମୋଡ଼ ଆଡକୁ ଗତି କରୁଛି । ଗୋଟିଏ ପଟେ ସରକାର ଗଠନ ପାଇଁ ଭାଜପାର...

ପଶୁଙ୍କ ଉପରେ ଅତ୍ୟାଚାର କରିବାରୁ ଥାନାରେ ଏତଲା ଦେଲେ ମାଲିକ

ପାଟନା,୩୦।୬: ଅସାମାଜିକ କାର୍ଯ୍ୟକଳାପକୁ ନେଇ ଚର୍ଚ୍ଚାରେ ଥିବା ବିହାର ଏଥର କିନ୍ତୁ ଭିନ୍ନ ଏକ ଆପରାଧିକ ମାମଲା ପାଇଁ ଆସିଛି ଚର୍ଚ୍ଚାକୁ। ହେରୁଦିୟାରାରେ ରହୁଥିବା ଜୟରାମ...

Advertisement
Archives

Model This Week