Posted inଜାତୀୟ

ମହାରାଷ୍ଟ୍ରରେ ୫ ଟଙ୍କା କମିଲା ପେଟ୍ରୋଲ ଦାମ…

ମୁମ୍ବାଇ,୧୪।୭ : ମୁଖ୍ୟମନ୍ତ୍ରୀ ହେବାର କିଛି ଦିନ ମଧ୍ୟରେ ଏକନାଥ ଶିନ୍ଦେ ମହାରାଷ୍ଟ୍ରର ଜନସାଧାରଣଙ୍କୁ ଉପହାର ଦେଇଛନ୍ତି। ରାଜ୍ୟରେ ପେଟ୍ରୋଲ ଦାମକୁ ଲିଟରପିଛା ୫ ଟଙ୍କା କମାଇଛନ୍ତି। ଗୁରୁବାର ମୁମ୍ବାଇରେ ଶିନ୍ଦେ ଏନେଇ ଘୋଷଣା କରିଛନ୍ତି। ସେହିପରି ଡିଜେଲ ଦାମ୍‌ ଲିଟର ପିଛା ୩ ଟଙ୍କା କମିଥିବା ସେ ସୂଚନା ପ୍ରଦାନ କରିଛନ୍ତି।

ଶିନ୍ଦେ ରାଜ୍ୟରେ ଦରଦାମ ବୃଦ୍ଧି ହ୍ରାସ କରିବା ଲାଗି ଖୁବ୍‌ ଶୀଘ୍ର ପଦକ୍ଷେପ ଗ୍ରହଣ କରିବେ ବୋଲି କୁହାଯାଉଛି।

ମୁଖ୍ୟମନ୍ତ୍ରୀ ହେବା ପରେ ସେ ପେଟ୍ରୋଲ ଏବଂ ଡିଜେଲ ଉପରେ ବେଟ୍‌ କମ୍‌ କରିବାକୁ ଘୋଷଣା କରିଥିଲେ। ଗୁରୁବାର ଅନୁଷ୍ଠିତ କ୍ୟାବିନେଟ ବୈଠକ ପରେ ଶିନ୍ଦେ ଉପମୁଖ୍ୟମନ୍ତ୍ରୀ ଦେବ୍ରେନ୍ଦ ଫଡ଼ନଭୀସଙ୍କ ସହିତ ଏକ ଗଣମାଧ୍ୟମ ସମ୍ମିଳନୀରେ ଯୋଗଦେଇ ଏହା ଘୋଷଣା କରିଛନ୍ତି।

ସୂଚନାଯୋଗ୍ୟ, ଶିବସେନାର ବିଦ୍ରୋହୀ ନେତା ଶିନ୍ଦେଙ୍କ ସମର୍ଥନରେ ଦଳର ୫୫ ଜଣ ବିଧାୟକ ରହିଥିବାବେଳେ ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ସହିତ ୧୫ ଜଣ ବିଧାୟକ ରହିଛନ୍ତି। ଏବେ ଦଳର ୧୯ ଜଣ ଏମ୍‌ପିଙ୍କ ମଧ୍ୟରୁ ୧୫ ଜଣ ଶିନ୍ଦେଙ୍କ ସମର୍ଥନରେ ଆସିବେ ବୋଲି ରାଜ୍ୟ ରାଜନୀତିରେ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

ପାଇଲଟ ସ୍ମିତ୍‌ ମଚ୍ଛର ଆକ୍ରମଣର ତଦନ୍ତ କରିବ ଏନ୍‌ଆଇଏ

ନୂଆଦିଲ୍ଲୀ, ୧୦ା୧୦ : ସେପ୍ଟେମ୍ବର ୩୦ରେ ଫ୍ଲାଇଦୁବାଇ ବିମାନର କକ୍‌ପିଟ ଭିତରେ ଭାରତୀୟ ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛରଙ୍କୁ ହୋଇଥିବା ଆକ୍ରମଣର ତଦନ୍ତ ପାଇଁ ଜାତୀୟ ତଦନ୍ତକାରୀ…

ମୁମ୍ବାଇରେ ବଲିଉଡ ଅଭିନେତା ଇମ୍ରାନ ଖାନ୍‌ ଅଟକ

ମୁମ୍ବାଇ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ମୁମ୍ବାଇରେ ଆନ୍ଦୋଳନ ବେଳେ ଶନିବାର ବଲିଉଡ ଅଭିନେତା ଇମ୍ରାନ ଖାନ୍‌ଙ୍କୁ ପୋଲିସ ଅଟକ ରଖିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?