Advertisement

ଆକାଶଛୁଆଁ ତୈଳଦର; ଆଜି ପୁଣି ବଢ଼ିଲା…

ନୂଆଦିଲ୍ଲୀ,୨୨।୧୦: ତୈଳଦର ବୃଦ୍ଧିରେ ଲାଗୁନି ଲଗାମ। ଶୁକ୍ରବାର ପୁଣି ୩୫ ପଇସା ବଢ଼ିଛି ପେଟ୍ରୋଲ-ଡିଜେଲ ଦର। ଏହାପରେ ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୧୦୬.୮୯ ଟଙ୍କା, ମୁମ୍ବାଇରେ ୧୧୨.୭୮ ଟଙ୍କାରେ ପହଞ୍ଚିଛି। ସେହିଭଳି ଦିଲ୍ଲୀରେ ଡିଜେଲ ଲିଟର ପିଛା ୯୫.୬୨ ଟଙ୍କା ଏବଂ ମୁମ୍ବାଇରେ ୧୦୩.୬୩ ଟଙ୍କାରେ ପହଞ୍ଚିଛି।

ପ୍ରକାଶ ଯେ, ସେପ୍ଟେମ୍ବର ୨୮ ପରଠାରୁ ସରକାର ୧୯ ଥର ପେଟ୍ରୋଲ-ଡିଜେଲ ଦର ବୃଦ୍ଧି କଲେଣି। ଅକ୍ଟୋବରକୁ ଦେଖିଲେ ଏବେସୁଦ୍ଧା ୧୭ରୁ ଅଧିକ ଥର ତୈଳ ଦର ବୃଦ୍ଧି ପାଇଲାଣି। ଚଳିତ ମାସରେ ପେଟ୍ରୋଲ ୫.୧୫ ଟଙ୍କା ମହଙ୍ଗା ହୋଇଛି। ତୈଳ ଦର ବୃଦ୍ଧି ପାଉଥିବାରୁ ବିଭିନ୍ନ ଖାଉଟି ସାମଗ୍ରୀ ଦାମ ମଧ୍ୟ ବୃଦ୍ଧି ପାଇବା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଦ୍ରାନୀତି ବୈଠକ ପୂର୍ବରୁ ସୀତାରାମନ୍‌ଙ୍କୁ ଭେଟିଲେ ଗଭର୍ନର

ନୂଆଦିଲ୍ଲୀ,୨୫-୯: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)ର ଆସନ୍ତା ମୁଦ୍ରାନୀତି ସମୀକ୍ଷା ପୂର୍ବରୁ ଗଭର୍ନର ଶକ୍ତିକାନ୍ତ ଦାସ ମଙ୍ଗଳବାର ଏଠାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ଙ୍କୁ ଭେଟିଛନ୍ତି। ସରକାରଙ୍କ ଆର୍ଥିକ...

ଖସିଲା ପାଇକାରୀ ମୁଦ୍ରାସ୍ଫୀତି

ନୂଆଦିଲ୍ଲୀ,୧୫।୯: ଅନ୍ତଃରାଷ୍ଟ୍ରୀୟ ସ୍ତରରେ ଅସ୍ଥିରତା ସାଙ୍ଗକୁ ଭାରତରେ ଅତ୍ୟାବଶ୍ୟକ ସାମଗ୍ରୀର ଦର ବୃଦ୍ଧି ଜାରି ରହିଛି। ଏପରି କି ୨୦୨୨ ଅଗଷ୍ଟରେ ପାଇକାରୀ ମୁଦ୍ରାସ୍ଫୀତି ବା...

୧୨୦୦ ଟଙ୍କାରେ ବିକ୍ରି ହେଉଛି ଗୋଟିଏ ଆମ୍ବ

ନୂଆଦିଲ୍ଲୀ,୨୪ା୬:ଗୋଟିଏ ଆମ୍ବର ଦାମ ୧୨୦୦ ଟଙ୍କା, ଏହା କେହି କେବେ କଳ୍ପନା ମଧ୍ୟ କରି ନ ଥିବେ। କିନ୍ତୁ ଏହା ନିରାଟ ସତ। ଆମ୍ବର ମହାରାଣୀ...

ଆହୁରି ଜଟିଳ ହେବ ମାନ୍ଦାବସ୍ଥା

  ନୂଆଦିଲ୍ଲୀ,୧୯।୫: ଦେଶର ଜିଡିପି ଗତ କିଛି ତ୍ରୈମାସ ହେବ ଲଗାତର ଭାବେ ଖସି ଚାଲିଥିବା ବେଳେ ଚଳିତ ବର୍ଷ ଏହା ପ୍ରାୟ ୧.୯% ରହିବ...

ବାଣିଜ୍ୟ କର ତଥା ଜିଏସ୍‌ଟି କମିଶନର ଭାବେ ସଞ୍ଜୟ ସିଂହଙ୍କ ଦାୟିତ୍ୱ ଗ୍ରହଣ

ଭୁବନେଶ୍ୱର,୩୧ା୮: ରାଜ୍ୟ ସରକାରଙ୍କ ବରିଷ୍ଠ ପ୍ରଶାସକ ତଥା ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ ମଙ୍ଗଳବାର ଅପରାହ୍ନରେ କଟକସ୍ଥିତ ବିଭାଗୀୟ...

ଅର୍ଥନୀତିକୁ ପ୍ରୋତ୍ସାହନ;ପ୍ରଧାନମନ୍ତ୍ରୀ-ସୀତାରାମନ୍‌ ଆଲୋଚନା

ନୂଆଦିଲ୍ଲୀ,୧୭-୮: ଅର୍ଥନୀତିରେ ମାନ୍ଦାବସ୍ଥା ମାଡି ଆସୁଥିବା ବେଳେ ଏହାକୁ ରୋକିବା ଲାଗି ଉପାୟ ସ୍ଥିର କରିବା ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର କେନ୍ଦ୍ର ଅର୍ଥମନ୍ତ୍ରୀ...

୩ଦିନରେ ନିବେଶକ ହରାଇଲେ ୪ ଲକ୍ଷ କୋଟି

ମୁମ୍ବାଇ,୨୩-୭: ବିଶ୍ୱ ଶେୟାର ବଜାରରେ ନିବେଶକଙ୍କ ନକରାମତ୍କ ମନୋଭାବର ପ୍ରତିଫଳନ ଘରୋଇ ଷ୍ଟକ୍‌ ବଜାର ଉପରେ ପଡିଛି। କ୍ରମାଗତ ତିନି ଦିନ ଧରି ସେନ୍‌ସେକ୍ସ ଓ...

ଏମ୍‌ଏସ୍‌ଏମ୍‌ଇ ପାଇଁ ଆସିପାରେ ଷ୍ଟ୍ରେସ୍‌ ଆସେଟ୍‌ ଫଣ୍ଡ

ନୂଆଦିଲ୍ଲୀ,୨୫-୧୨: ଦେଶର ଏମ୍‌ଏସ୍‌ଏମ୍‌ଇଗୁଡିକୁ ସହାୟତା କରିବା ଲାଗି ଏକ ଷ୍ଟ୍ରେସ ଆସେଟ୍‌ ଫଣ୍ଡ ସରକାର ଗଠନ କରିପାରନ୍ତି। ଏହାକୁ ୫୦୦୦ କୋଟି ଟଙ୍କା ପୁଞ୍ଜି ସହାୟତାରେ...

Advertisement
Archives

Model This Week