ପେଟ୍ରୋଲ ଦର ପୁଣି ହେବ ମହଙ୍ଗା,ଲୋହିତ ସାଗର ଦେଇ ପରିବହନ ସାମଗ୍ରୀର ବୀମା ମୂଲ୍ୟ ବୃଦ୍ଧି…

ନୂଆଦିଲ୍ଲୀ,୧୯।୧୨: ହୁତି ବିଦ୍ରୋହୀମାନେ ଲୋହିତ ସାଗରରେ ମାଲବାହୀ ଜାହାଜ ଡ୍ରୋନ ଆକ୍ରମଣ ଜାରି ରଖିଛନ୍ତି। ଫଳରେ ଅନ୍ତର୍ଜାତୀୟ ସାମୁଦ୍ରିକ ବାଣିଜ୍ୟରେ ବାଧା ସୃଷ୍ଟି ହୋଇଛି। କାର୍ଗୋ କମ୍ପାନୀଗୁଡିକ ଏହି ଅଞ୍ଚଳ ଦେଇ କାରବାର କରିବାକୁ ପଛ ଘୁଞ୍ଚା ଦେବାରେ ଲାଗିଛନ୍ତି। ବର୍ତ୍ତମାନ ଏହି ଆକ୍ରମଣ ଯୋଗୁ ତୈଳ, ଶସ୍ୟ ଏବଂ ଅନ୍ୟାନ୍ୟ ସାମଗ୍ରୀ ପରିବହନକୁ ନେଇ ଚିନ୍ତା ଦେଖାଦେଇଛି। ଆକ୍ରମଣ ଯୋଗୁ ପରିବହନ ସାମଗ୍ରୀର ବୀମା ମୂଲ୍ୟ ବୃଦ୍ଧି ହେବାରେ ଲାଗିଛି। ଫଳରେ ଲୋହିତ ସାଗର ଦେଇ ସାମଗ୍ରୀ ପଠାଇବା ଏଣିକି ମହଙ୍ଗା ହୋଇଛି।

ଜାହାଜ ପରିବହନ ବୀମା ଖର୍ଚ୍ଚ ଦିନକୁ ହଜାରେ ଡଲାର ବୃଦ୍ଧି ପାଇବା ଦ୍ୱାରା ତୈଳ ମୂଲ୍ୟ ବୃଦ୍ଧି ପାଇଛି। ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ଯୋଗୁ ପେଟ୍ରୋଲ ଡିଜେଲ ଦର ବଢ଼ିବାର ଆଶଙ୍କା ଦେଖାଦେଇଛି। ଏହାର ପ୍ରଭାବ ଭାରତୀୟ ତୈଳ ବଜାର ଉପରେ ପଡିବାର ଯଥେଷ୍ଟ ଆଶଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମଲିଙ୍ଗି ସମ୍ପର୍କ ରଖିବା ହେବ ଅପରାଧ, ହୋଇପାରେ ୧୫ ବର୍ଷ ଜେଲ, ପ୍ରତିକ୍ରିୟା ରଖିଲା ଆମେରିକା

ଓ୍ବାଶିଂଟନ,୨୮।୪: ସମଲିଙ୍ଗୀ ସମ୍ପର୍କ ସମ୍ପର୍କରେ ଏକ ଆଇନ ଶନିବାର ଇରାକ ସଂସଦରେ ପାରିତ ହୋଇଛି। ଇରାକର ସଂସଦ ସମଲିଙ୍ଗୀ ସମ୍ପର୍କକୁ ଅପରାଧ ବୋଲି କହିଛି। ଏଥି...

ଭାରତ ଯାତ୍ରା ସ୍ଥଗିତ ରଖି କାହିଁକି ଚାଇନା ପହଞ୍ଚିଲେ ମସ୍କ

ସାଂଘାଇ,୨୮।୪: ଟେସଲା ସିଇଓ ଏଲୋନ ମସ୍କ ରବିବାର ଦିନ ହଠାତ୍‌ ଚାଇନା ଗସ୍ତ କରିଛନ୍ତି। ବୈଦ୍ୟୁତିକ ଯାନ ମାମଲାରେ ଚାଇନା ଦ୍ୱିତୀୟ ବୃହତ୍ତମ ବଜାର ।...

ପିପିଏଲ୍‌କୁ ‘ବେଷ୍ଟ ଆନୁଆଲ ରିପୋର୍ଟ ଆଓ୍ବାର୍ଡ’

ଭୁବନେଶ୍ୱର ,୨୮।୪ (ଅଭୟ ଦାଶ): ପାରାଦୀପ ଫସ୍‌ଫେଟ ଲିମିଟେଡ୍‌ (ପିପିଏଲ୍‌)କୁ ନିକଟରେ ସମ୍ମାନଜନକ ‘ବେଷ୍ଟ ଆନୁଆଲ ରିପୋର୍ଟ ଆଓ୍ବାର୍ଡ’ ପ୍ରଦାନ କରାଯାଇଛି। ବିଶେଷକରି କର୍ପୋରେଟ ଗଭର୍ନାନ୍ସ...

ସଫେଇ ଦେଲା ଏମଡିଏଚ

ନୂଆଦିଲ୍ଲୀ,୨୮।୪: ମସଲାରେ କ୍ୟାନସର ଭଳି ମାରାତ୍ମକ ରୋଗ ସୃଷ୍ଟି କାରୀ କୀଟନାଶକ ଔଷଧ ମିଳିବା ଖବର ଜଣାପଡିବା ପରେ ବିବାଦ ଦେଖାଦେଇଛି। ଚାଲିଥିବା ବିବାଦ ମଧ୍ୟରେ...

ଅଙ୍କୁରା ହସ୍ପିଟାଲରେ ବିରଳ ଅସ୍ତ୍ରୋପଚାର, ନୂଆ ଜୀବନ ପାଇଲେ ବାଲୁଗାଁର ଯାଆଁଳା ଶିଶୁ

ଭୁବନେଶ୍ୱର ,୨୮।୪: ରାଜ୍ୟର ଅଗ୍ରଣୀ ଘରୋଇ ଚିକିତ୍ସାଳୟ ତଥା ମେଡିକାଲ ଚେନ୍‌ ଅଙ୍କୁରାର ଭୁବନେଶ୍ୱର ଶାଖା (ଅଙ୍କୁରା ହସ୍ପିଟାଲ)ରେ ଏକ ବିରଳ ଅସ୍ତ୍ରୋପଚାର ସଫଳତାର ସହ...

୬ ଦେଶକୁ ରପ୍ତାନି ହେବ ପିଆଜ

ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା): ପିଆଜ ରପ୍ତାନି ଉପରେ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ରପ୍ତାନି ଉପରେ ନିଷେଧାଦେଶ ସତ୍ତ୍ୱେ ୬ ଦେଶକୁ ୯୯,୧୫୦ ମେଟ୍ରିକ୍‌...

ଭାରତ ଆସୁଥିବା ଜାହାଜରେ କ୍ଷେପଣାସ୍ତ୍ର ମାଡ଼

ନୂଆଦିଲ୍ଲୀ,୨୭ା୪: ଲୋହିତ ସାଗର ଦେଇ ରୁଷିଆରୁ ତେଲ ଆଣି ଭାରତ ଆସୁଥିବା ଏକ ଜାହାଜ ଉପରେ କ୍ଷେପଣାସ୍ତ୍ର ଆକ୍ରମଣ ହୋଇଛି। ୟେମେନ୍‌ର ହୁଟି ଆତଙ୍କବାଦୀ ଏହି...

୨୦ ଫୁଟ ଉପରକୁ ଉଠି ଗଛରେ ପିଟିହେଲା କାର୍‌, ଆମେରିକାରେ ୩ ଭାରତୀୟ ମହିଳାଙ୍କ ଜୀବନ ଗଲା

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୭ା୪: ଆମେରିକାର ଦକ୍ଷିଣ କାରୋଲିନା ରାଜ୍ୟରେ ଏକ ସଡ଼କ ଦୁର୍ଘଟଣାରେ ୩ ଭାରତୀୟ ମହିଳାଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ତିନି ମହିଳା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri