ପେଟ୍ରୋଲ ଅଭାବ ଭିତରେ ଭୁବନେଶ୍ୱରରେ ବଦଳିଲା ତେଲଦର! ଜାଣନ୍ତୁ କ’ଣ ହୋଇଛି ପରିବର୍ତ୍ତନ

ନୂଆଦିଲ୍ଲୀ,୧୪।୫: ଦେଶରେ ପେଟ୍ରୋଲ ଓ ଡିଜେଲର ନୂଆ ମୂଲ୍ୟ ଜାରି କରାଯାଇଛି । ପ୍ରମୁଖ ସହର ଗୁଡିକରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ପରିବର୍ତ୍ତନ ହୋଇଛି । କିଛି ସହରରେ ଦାମ ଅପରିବର୍ତ୍ତିତ ରହିଛି । ପ୍ରତିଦିନ ତେଲର ନୂଆ ଦର ନିର୍ଦ୍ଧାରଣ କରାଯାଇଥାଏ । ଆଉ ସେହି ଅନୁଯାୟୀ ଦେଶ ତଥା ରାଜ୍ୟମାନଙ୍କରେ ତୈଳ ଦର ନିର୍ଦ୍ଧାରଣ କରାଯାଇଥାଏ । ଆଜି ଭୁବନେଶ୍ବରରେ ପେଟ୍ରୋଲ ଓ ଡିଜେଲ ଦାମ ପରିବର୍ତ୍ତନ ହୋଇଛି । ନୂଆ ତେଲ ଦର ନିର୍ଦ୍ଧାରଣ କରିଛନ୍ତି ତୈଳ କମ୍ପାନୀ ।

ଭୁବନେଶ୍ବରରେ ପେଟ୍ରୋଲ ଓ ଡିଜେଲର ନୂଆ ଦର ଜାରି କରାଯାଇଛି ।  ପେଟ୍ରୋଲ ଦର ଲିଟର ପ୍ରତି ୧୦୧.୧୯ ଟଙ୍କା ରହିଥିବା ବେଳେ ଡିଜେଲ ମୂଲ୍ୟ ରହିଛି ୯୨.୭୪ ଟଙ୍କା ରହିଛି । ଅନ୍ୟ ସହର ଗୁଡିକରେ ପ୍ରାୟତଃ ଦାମରେ କୌଣସି ପରିବର୍ତ୍ତନ ହୋଇନାହିଁ । ମୁମ୍ବାଇରେ ପେଟ୍ରୋଲ ୧୦୩.୫୦ ଟଙ୍କା ରହିଥିବା ବେଳେ ଡିଜେଲ ରହିଛି ୯୦.୦୧ ଟଙ୍କା । ଦୀର୍ଘ ଦିନ ହେଲା ମୁମ୍ବାଇରେ ତେଲ ଦର ସମାନ ରହିଛି । କୋଲକାତାରେ ଗୁରୁବାର ପେଟ୍ରୋଲ ଓ ଡିଜେଲ ଦରରେ କୌଣସି ପରିବର୍ତ୍ତିନ ହୋଇ ନାହିଁ । କୋଲକାତାରେ ପେଟ୍ରୋଲ ଲିଟର ପ୍ରତି ୧୦୪.୯୯ ଟଙ୍କା ଏବଂ ଡିଜେଲ ଲିଟର ପ୍ରତି ୯୧.୮୧ ଟଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

LPG-କ୍ଷୀର ପରେ ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା, ଏହି ଜିନିଷର ବଢିଗଲା ଦାମ୍‌…

ନୂଆଦିଲ୍ଲୀ,୧୪।୫: ଏଲପିଜି ଗ୍ୟାସ ସିଲିଣ୍ଡର, ଅମୂଲ ଏବଂ ମଦର ଡେରୀ କ୍ଷୀରର ମୂଲ୍ୟ ବୃଦ୍ଧି ପରେ, ସାଧାରଣ ଲୋକଙ୍କୁ ଆଉ ଏକ ବଡ଼ ଝଟ୍‌କା ଲାଗିଛି। ପ୍ରକୃତରେ,…

ଓ଼୍ବାର୍କ ଫର୍ମ ହୋମ୍‌ ନେଇ ବଡ଼ ଘୋଷଣା କଲେ ରାଜ୍ୟ ସରକାର, କେବଳ ୫୦% କର୍ମଚାରୀ ଯିବେ ଅଫିସ୍‌, ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୧୪।୫: ବିଶ୍ୱ ସଙ୍କଟ ମଧ୍ୟରେ, ପ୍ରଧାନମନ୍ତ୍ରୀ ମୋଦିଙ୍କ ଇନ୍ଧନ ସଂରକ୍ଷଣ ପାଇଁ ଆହ୍ୱାନର ପ୍ରଭାବ ଦେଖାଯିବା ଆରମ୍ଭ ହୋଇଛି। ତ୍ରିପୁରା ସରକାର ଏହାର 50% କର୍ମଚାରୀଙ୍କ ପାଇଁ…

ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ: ନିଲମ କଲେଜ ଟପ୍ପର

ଲୋଇସିଂହା,୧୪।୫(ସୁଶାନ୍ତ ବାରୁକ): ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ବଲାଙ୍ଗୀର ଲୋଇସିଂହା ବ୍ଲକ ଯୋଗୀସର୍ଡା ଗ୍ରାମ ତଥା ବଲାଙ୍ଗୀର ଜେଆଇଟିମ କଲେଜ କଳା ବିଭାଗ…

୨୦ରେ ରାଜ୍ୟ କ୍ୟାବିନେଟ୍‌: ୯ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୧୪ା୫(ରବିନାରାୟଣ ଜେନା):ଓଡ଼ିଶାର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ମେ’ ୨୦ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ଅପରାହ୍ନ…

କେନ୍ଦୁପତ୍ର ବୋଝେଇ ପିକଅପ୍‌ ଜବତ, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ରିଆମାଳ, ୧୪୫(ବଦ୍ରିନାରାୟଣ ଅଗ୍ରୱାଲା):ଦେବଗଡ଼ ଜିଲା ରିଆମାଳ ବ୍ଲକ କୁଣ୍ଢେଇଗୋଳା ଥାନା କରଲଗା ଜିରୋ ପଏଣ୍ଟଠାରେ ଏକ କେନ୍ଦୁପତ୍ର ବୋଝେଇ ପିକଅପ ଜବତ ହେବା ସହ ଦୁଇ ଜଣକୁ…

ମାସେ ହେଲା ଅଚଳ ଜଳ ଯୋଗାଣ ପ୍ରକଳ୍ପ: ଚୁବୁକାଦାଦର ଗାଁରେ ପାନୀୟ ଜଳ ସମସ୍ୟା

ଅମରପାଲି,୧୪ା୫(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ପଞ୍ଚାୟତର ଚୁବୁକାଦାଦର ଗଁାରେ ପାନୀୟ ଜଳ ସମସ୍ୟା ଦେଖାଦେଇଛି। ଗ୍ରାମରେ ଥିବା ପାନୀୟ ଜଳ ଯୋଗାଣ ପ୍ରକଳ୍ପ…

ଏତିକି ଟଙ୍କା ଯାଏ କିଣିପାରିବେ ପେଟ୍ରୋଲ, ପେଟ୍ରୋଲ-ଡିଜେଲ ନିୟମରେ ସରକାର କଲେ ବଡ଼ ପରିବର୍ତ୍ତନ!

ନୂଆଦିଲ୍ଲୀ,୧୪।୫: କେରଳରେ ପେଟ୍ରୋଲ ଏବଂ ଡିଜେଲ କ୍ରୟ ସମ୍ୱନ୍ଧୀୟ ନୂତନ ନିୟମାବଳୀ ଜାରି କରାଯିବା ସମ୍ପର୍କରେ ଖବର ପ୍ରକାଶ ପାଇଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, କେରଳର ଇନ୍ଧନ…

ସେବାରୁ ଆରମ୍ଭ, ସ୍ୱାର୍ଥରେ ଶେଷ

ଏବକାର ଭାରତରେ ରାଜନୀତିଜ୍ଞମାନେ ଇଂଲିଶ ଅକ୍ଷର ଏସ୍‌(S)କୁ ଜପାମାଳି କରି ଦେଇଛନ୍ତି। ଏହା ମାଧ୍ୟମରେ ସେମାନେ ଦେଶସେବା କରିବାର ଛଳନା କରୁଛନ୍ତି। ପ୍ରତ୍ୟେକ ସ୍ଲୋଗାନ, ପ୍ରତ୍ୟେକ ଯୋଜନା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri