ପେଟ୍ରୋଲ ୩୪, ଡିଜେଲ ୩୭ ପଇସା ବଢ଼ିଲା

ଭୁବନେଶ୍ୱର,୫।୨:ଗତ ୭ ଦିନ ହେବ ତେଲ ଦର ବୃଦ୍ଧିରେ ବିରତି ପରେ ଗୁରୁବାର ପୁଣି ଥରେ ଦର ବୃଦ୍ଧି ପାଇଛି। ପେଟ୍ରୋଲ ଲିଟର ପିଛା ୩୪ ପଇସା ଏବଂ ଡିଜେଲ ୩୭ ପଇସା ବଢ଼ିଥିବା ନଜରକୁ ଆସିଛି। ଫଳରେ ଭୁବନେଶ୍ୱରରେ ପେଟ୍ରୋଲ ୮୭.୩୨ ଟଙ୍କା ଛୁଇଁଥିବା ବେଳେ ଡିଜେଲ ଲାଗି ଲୋକଙ୍କୁ ୮୩.୭୧ ଟଙ୍କା ଦେବାକୁ ପଡୁଛି। ଏଠାରେ ଉଭୟ ପେଟ୍ରୋଲ ଓ ଡିଜେଲ ଦର ନୂଆଦିଲ୍ଲୀଠାରୁ ଊର୍ଦ୍ଧ୍ୱରେ ରହିଛି। ଇନ୍ଧନ ଦର ରେକର୍ଡ ଭାଙ୍ଗି ଚାଲିଥିବା ନଜରକୁ ଆସିଛି। ବଜେଟ ପୂର୍ବରୁ ରାଜସ୍ଥାନର ଶ୍ରୀଗଙ୍ଗାନଗରରେ ପ୍ରିମିୟମ ପେଟ୍ରୋଲ ଲିଟର ପିଛା ୧୦୦ ଟଙ୍କାକୁ ବଢିଥିଲା। ସେହିଭଳି ଗୁରୁବାର ନୂଆଦିଲ୍ଲୀରେ ପେଟ୍ରୋଲ ଓ ଡିଜେଲ ଲିଟର ପିଛା ୩୫ ପଇସା ବଢିବା ଯୋଗୁ ଦର ଯଥାକ୍ରମେ ୮୬.୬୫ ଟଙ୍କା ଏବଂ ୭୬.୮୩ ଟଙ୍କା ଛୁଇଁଛି। ଏଠାରେ ପେଟ୍ରୋଲ ରେକର୍ଡ ଉଚ୍ଚ ସ୍ତରରେ ରହିଛି। ମୁମ୍ବାଇ କଥା ବିଚାରକୁ ନେଲେ ପେଟ୍ରୋଲ ୯୩.୨୦ ଟଙ୍କା ଏବଂ ଡିଜେଲ ୮୩.୬୭ ଟଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଆରପି ଥାନା ଦାବି କଲା ରେଳ ଉପଭୋକ୍ତା ସଂଘ

ବରଗଡ଼,୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ରେଳ ଉପଭୋକ୍ତା ସଂଘର ଏକ ପ୍ରତିନିଧି ଦଳ ଗୁରୁବାର ବରଗଡ଼ ଏସ୍‌ପି ଶ୍ରୀ ରବୀନ୍ଦ୍ର ନାଥ ଶତପଥୀଙ୍କୁ ଫେରାଦ ହୋଇଥିଲେ। ନୂତନ…

କାଠଯୋଡ଼ି ନଦୀରୁ ମୃତଦେହ ଉଦ୍ଧାର ମାମଲା: ମୃତ ଯୁବତୀ FM ମେଡିକାଲ କଲେଜ ଛାତ୍ରୀ, ଘର…

କଟକ/ବାରଙ୍ଗ,୪।୬(ପ୍ରଭୁ କଲ୍ୟାଣ ପାଲ/ ଲିଙ୍ଗରାଜ ରାଉତ): କଟକ ଜିଲା ବାରଙ୍ଗ ଥାନା ଅଧୀନ କାଠଯୋଡ଼ି ନଦୀରୁ ଗୁରୁବାର ଭୋରୁ ଜଣେ ଯୁବତୀଙ୍କ ମୃତଦେହ ମିଳିଛି। ସେ ହେଲେ…

ବୁଲା କୁକୁର ଆତଙ୍କ, ଗୋଟିଏ ଦିନରେ ୭ଜଣଙ୍କୁ କାମୁଡ଼ିଲା

ଅମ୍ବାଦଳା,୪।୬(ରବୀନ୍ଦ୍ର ପଣ୍ଡା): ରାୟଗଡ଼ା ଜିଲା ଅମ୍ବାଦଳା ଅଞ୍ଚଳରେ ବୁଲା କୁକୁର ଆତଙ୍କ ଦେଖାଦେଇଛି। ଗୁରୁବାର ଏକ ବୁଲା କୁକୁର କାମୁଡାରେ ଜଣେ ଶିଶୁଙ୍କ ସହ ମୋଟ ୭ଜଣ…

ଜମି ବିକ୍ରି ନାଁରେ ୧୦ ଲକ୍ଷ ଟଙ୍କା ଠକେଇ, ବନ୍ଧା ହେଲେ ଜମି ମାଲିକ

କୋରୁକୋଣ୍ଡା,୪।୬(ଶିବଦତ୍ତ ସାହୁ): ଜମି ବିକ୍ରି ନାଁରେ ୧୦ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ମାଲକାନଗିରି ଜିଲା ଓର୍କେଲ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ…

ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ: ଖାର୍ଗେ-ପୱନ ଖେରା କର୍ନାଟକରୁ ମନୋନୀତ

ନୂଆଦିଲ୍ଲୀ,୪।୬: କଂଗ୍ରେସ ଦଳ କର୍ନାଟକ, ମଧ୍ୟ ପ୍ରଦେଶ, ରାଜସ୍ଥାନ, ତାମିଲନାଡୁ ଏବଂ ଝାଡ଼ଖଣ୍ଡ ରାଜ୍ୟ ପାଇଁ ରାଜ୍ୟ ସଭା ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ କର୍ନାଟକରୁ…

ପଦ୍ମପୁରରେ ନିଶା କାରବାର ଉପରେ ଚଢାଉ: ୨୨ ବସ୍ତା ବେଆଇନ କଫ୍ ସିରପ୍ ଜବତ, ୨ ଗିରଫ

ପଦ୍ମପୁର,୪।୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଅଞ୍ଚଳରେ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ବେଆଇନ ନିଶାଦ୍ରବ୍ୟ କାରବାର ବିରୋଧରେ କଡ଼ା ଆଭିମୁଖ୍ୟ ଗ୍ରହଣ କରି ପୋଲିସ…

ବିକାଶ ସ୍କୁଲ ଅଫ ବିଜ୍‌ନେସ୍‌ ମ୍ୟାନେଜ୍‌ମେଣ୍ଟ ଛାତ୍ରୀଛାତ୍ରଙ୍କ ସଫଳତା, ଏନ୍‌. ଝାନ୍ସିରାଣୀ ବିଶ୍ବବିଦ୍ୟାଳୟ ଟପ୍ପର

ବରଗଡ,୪।୬(ପ୍ରେମାନନ୍ଦ ଖମାରୀ): ସମ୍ବଲପୁର ବିଶ୍ୱବିଦ୍ୟାଳୟ ଅଧୀନରେ ଅନୁଷ୍ଠିତ ବିବିଏ ପରୀକ୍ଷାରେ ବିକାଶ ସ୍କୁଲ ଅଫ ବିଜ୍‌ନେସ୍‌ ମ୍ୟାନେଜମେଣ୍ଟର ଛାତ୍ରୀଛାତ୍ରମାନେ ସଫଳତା ହାସଲ କରି ଅନୁଷ୍ଠାନ ଓ ସମଗ୍ର…

NH କଡ଼ରେ ଛିଡ଼ା ହୋଇଥିବା ହାଇୱା ଭିତରୁ ମିଳିଲା ଯୁବକଙ୍କ ମୃତଦେହ, ପରିବାରର ହତ୍ୟା ଅଭିଯୋଗ

ଡେରାବିଶ, ୪।୬(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅଞ୍ଚଳରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ୫୩ ନମ୍ବର ଜାତୀୟ ରାଜପଥର ଲକ୍ଷ୍ମୀନାରାୟଣପୁର ଛକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri