Posted inଜାତୀୟ

୨୪ ଘଣ୍ଟା ପର୍ଯ୍ୟନ୍ତ ମିଳିବ ନାହିଁ ପେଟ୍ରୋଲ-ଡିଜେଲ

ହରିୟାଣା,୧୫ ।୧୧: ହରିୟାଣାରେ ପେଟ୍ରୋଲ ପମ୍ପ ମାଲିକମାନେ ୨୪ ଘଣ୍ଟିଆ ବନ୍ଦ ଡାକରା ଦେଇଛନ୍ତି । କେନ୍ଦ୍ର ସରକାରଙ୍କ ଇନ୍ଦନ ଉପରେ ଥିବା ଭାଟକୁ କମ୍ କରିବା ଦାବିରେ ଏମାନେ ବନ୍ଦ ଡାକରା ଦେଇଛନ୍ତି । ତେଣୁ ହରିୟାଣାରେ ୨୪ ଘଣ୍ଟା ମଧ୍ୟରେ ପେଟ୍ରୋଲ-ଡିଜେଲ ମିଳିବ ନାହିଁ । ପେଟ୍ରୋଲ ପମ୍ପ ମାଲିକଙ୍କ କହିବା କଥା ହେଲା ସରକାର ହଠାତ୍ ନେଇଥିବା ନିଷ୍ପତ୍ତି କାରଣରୁ ଆମକୁ ବହ କ୍ଷତି ସହିବାକୁ ପଡୁଛି । ଏହାବ୍ୟତୀତ ଆଉ ଦୁଇଟି ଦାବି ମଧ୍ୟ କରାଯାଇଛି । ଗୋଟିଏ ହେଉଛି କମିଶନ ବୃଦ୍ଧି ଓ ଅନ୍ୟଟି ହେଉଛି କିଛି ରାଜ୍ୟରେ ବେସ ଅଏଲକୁ ଡିଜେଲ କହି ବିକ୍ରି କରୁଥିବା ଲୋକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ । ସୂଚନାଯୋଗ୍ୟ, ହରିୟାଣାର ପେଟ୍ରୋଲ ଡିଲର୍ସ ଆସୋସିଏଶନ ସୋମବାର ସକାଳ ୬ଟାରୁ ମଙ୍ଗଳବାର ଅର୍ଥାତ୍ ୧୬ ନଭମ୍ବରସକାଳ ୬ଟା ପର୍ଯ୍ୟନ୍ତ ବନ୍ଦ ଡାକରା ଦେଇଛନ୍ତି । ସେଥିପାଇଁ ହରିୟାଣାର ଅଧିକାଂଶ ପେଟ୍ରୋଲ ପମ୍ପ ବନ୍ଦ ରହୁଥିବାରୁ ଲୋକେ ଅସୁବିଧାରେ ପଡିପାରନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଏହିମାନେ ପାଇବେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ପ୍ରକାଶ ପାଇଲା ତାଲିକା, ଲିଷ୍ଟରେ ଅଛନ୍ତି…

କେସିଙ୍ଗା,୨୩।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଯୋଗ୍ୟ ହିତାଧିକାରୀଙ୍କୁ ବାଦ୍‌ ଦିଆଯାଇଥିବାକୁ ନେଇ ଜିଲାପାଳଙ୍କ ନିକଟରେ ଇତିମଧ୍ୟରେ ଅଭିଯୋଗ ହୋଇଛି। ପ୍ରଧାନମନ୍ତ୍ରୀ…

ରାଜନୀତିରେ ହଲଚଲ: ଓଡ଼ିଶାର ସାଂସଦଙ୍କ ସହ ଧର୍ମେନ୍ଦ୍ର ପ୍ରଧାନଙ୍କ ବଡ଼ ବୈଠକ, ସାମିଲ ହେଲେ…

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

ଆନ୍ଦୋଳନର ୩୪ ଦିନ: ଆଗକୁ କ’ଣ ହେବ? ସରକାରଙ୍କ ଚିନ୍ତା ବଢାଇଲା CJPର ଯୋଜନା

ନୂଆଦିଲ୍ଲୀ,୨୩।୭: ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନର ୩୪ ଦିନ ପୂରଣ ହେବା ପରେ ମଧ୍ୟ ପ୍ରଦର୍ଶନକାରୀଙ୍କ ଉତ୍ସାହ କମିନାହିଁ। କକ୍ରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜୀତ୍‌…

ପେପର୍‌ ଲିକ୍‌ ଘଟଣାରେ ମୋଦି କଲେ ବଡ଼ ଘୋଷଣା, ଜାତୀୟ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୩ା୭: ପ୍ରଧାନମନ୍ତ୍ରୀ ମୋଦୀ ପ୍ରଶ୍ନପତ୍ର ଲିକ୍ (Paper Leak) ମାମଲାକୁ ନେଇ ସୃଷ୍ଟି ହୋଇଥିବା ବିବାଦର ସମାଧାନ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ସେ ପ୍ରଶ୍ନପତ୍ର…

ସିଜେପି ବିକ୍ଷୋଭ ସ୍ଥଳ ନିକଟରେ ହିଂସା: ଟେକାମାଡ଼ରେ ୫ ପୋଲିସ ଆହତ

ନୂଆଦିଲ୍ଲୀ,୨୩ା୭: ନୂଆଦିଲ୍ଲୀର ଯନ୍ତରମନ୍ତରସ୍ଥିତ ବିକ୍ଷୋଭ ସ୍ଥଳ ନିକଟରେ ବୁଧବାର ସନ୍ଧ୍ୟାରେ ହିଂସାକାଣ୍ଡ ଘଟିଛି। ବିକ୍ଷୋଭକାରୀଙ୍କ ଟେକାମାଡ଼ରେ ୨ ଜଣ ଏସିପିଙ୍କ ସମେତ ୫ ପୋଲିସ ଆହତ ହୋଇଛନ୍ତି।…

କିଡ୍‌ନୀ ରୋଗରେ ପୁଣି ଜଣେ ଚାଷୀଙ୍କ ମୃତ୍ୟୁ: ଚିକିତ୍ସା ଅଭାବକୁ ନେଇ ପୁଣି ଉଠିଲା ପ୍ରଶ୍ନ

ସୋନପୁର,୨୩।୭(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାର ୧୦ ଜିପିଏଲ୍‌ଏଫ୍‌ (ଗ୍ରାମ ପଞ୍ଚାୟତସ୍ତରୀୟ ସଂଘ) ପ୍ରୋସେସିଂ ମେଶିନ କିଣିବା ନାମରେ ଠକାମିର ଶିକାର ହୋଇଛନ୍ତି। ଏଜେନ୍ସି କୋଟିଏ ଟଙ୍କା ବର୍ଷେ…

ଯେବେ ପେପର୍‌ ଲିକ୍‌କୁ ନେଇ ଧର୍ମେନ୍ଦ୍ର ନିଜେ ଖାଇଥିଲେ ମାଡ଼; ୨୯ ବର୍ଷ ପରେ ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୩।୭: NEET-UG ପ୍ରଶ୍ନପତ୍ର ଲିକ୍ ମାମଲାକୁ ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜିକାଲି ବିରୋଧୀ ଦଳ ଏବଂ ଆନ୍ଦୋଳନରତ ଛାତ୍ରମାନଙ୍କ ନିଶାଣରେ ଅଛନ୍ତି। ଜନ୍ତର-ମନ୍ତରରେ…

ଆନ୍ଦୋଳନ ଭିତରେ ଆକ୍ସନ ମୋଡକୁ ଆସିଲେ ଧର୍ମେନ୍ଦ୍ର ପ୍ରଧାନ: ନେଲେ ଏହି ପଦକ୍ଷେପ, ଓଡ଼ିଶାର ସାଂସଦଙ୍କ ସହିତ…

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri