ବିନା ଏନ୍‌ଓସିରେ ଚାଲିଛି ପେଟ୍ରୋଲ ପମ୍ପ୍‌, ୨୨ ପମ୍ପ୍‌କୁ ନୋଟିସ୍‌

କେନ୍ଦୁଝର,୨ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାରତୀୟ ଜାତୀୟ ରାଜପଥ ପ୍ରାଧୀକରଣ (ଏନ୍‌ଏଚ୍‌ଏଆଇ) ପକ୍ଷରୁ ଜାରି କରାଯାଇଥିବା ଗାଇଡ୍‌ଲାଇନ୍‌କୁ କେନ୍ଦୁଝର ଜିଲାରେ ଅନେକ ପେଟ୍ରୋଲ ପମ୍ପ୍‌ ମାଲିକ ମାନୁନାହାନ୍ତି। ଫଳରେ ଏନ୍‌ଏଚ୍‌ରେ ଟ୍ରାଫିକ ଜାମ୍‌ ଓ ଦୁର୍ଘଟଣା ବଢୁଥିବା ଅଭିଯୋଗ ହେଉଛି। ଏନ୍‌ଓସି ନ ଥାଇ ପେଟ୍ରୋଲ ପମ୍ପ ଚଲାଉଥିବା ଜଣାପଡ଼ିବା ପରେ ଯୋଗାଣ ବିଭାଗ ପକ୍ଷରୁ ୨୨ ପେଟ୍ରୋଲ ପମ୍ପ୍‌ ମାଲିକଙ୍କୁ ନୋଟିସ୍‌ କରାଯାଇଛି। ଯଦି ୭ ଦିନ ମଧ୍ୟରେ ଏନ୍‌ଏଚ୍‌ଏଆଇରୁ ଏନ୍‌ଓସି ନ ଆଣନ୍ତି ତେବେ ସେମାନଙ୍କ ଲାଇସେନ୍ସ ବାତିଲ କରାଯିବ ବୋଲି ନୋଟିସ୍‌ରେ ଦର୍ଶାଯାଇଛି। ତେବେ ଏତେଦିନ ଧରି କିଭଳି ବେଆଇନ ଭାବରେ ଏହି ସବୁ ପେଟ୍ରୋଲ ପମ୍ପ୍‌ ଚାଲୁଥିଲା ସେନେଇ ସାଧାରଣରେ ଆଶ୍ଚର୍ଯ୍ୟ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଉରକେଲାକୁ ୮୮୮୪ କୋଟିର ଭେଟି, ବମ୍ପର ନିଯୁକ୍ତି ସୃଷ୍ଟି ହେବ କହିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୨୮।୧: ରାଉରକେଲାରେ ଏଣ୍ଟରପ୍ରାଇଜ ଓଡ଼ିଶାର ରଜତ ଜୟନ୍ତୀ ସଂସ୍କରଣ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାଉରକେଲା ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଆଜି ବଡ଼ ଘୋଷଣା…

ଅଜିତ ପାୱାରଙ୍କ ମୃତ୍ୟୁ ପରେ ମୁହଁ ଖୋଲିଲେ VSR Aviation ମାଲିକ, ସମସ୍ୟା….

ମୁମ୍ବାଇ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର VSR ଆଭିଏସନ୍ ଦ୍ୱାରା ପରିଚାଳିତ ଏକ ବମ୍ବାର୍ଡିୟର୍ ଲିୟରଜେଟ ୪୫ ବିମାନରେ ଯାତ୍ରା କରୁଥିଲେ । ବାରାମତି ବିମାନବନ୍ଦରରେ ଅବତରଣ…

ଅଜିତ ପାୱାରଙ୍କ ମୃତ୍ୟୁ ପରେ ସ୍ତ୍ରୀ ସୁନେତ୍ରା ପାୱାର ହେବେ କି NCP ର ନୂଆ ଶକ୍ତିକେନ୍ଦ୍ର?

ପୁଣେ,୨୮।୧: ଅଜିତ ପାୱାରଙ୍କ ମୃତ୍ୟୁ ପରେ ମହାରାଷ୍ଟ୍ରରେ ନୂଆ ରାଜନୈତିକ ଦୃଶ୍ୟପଟ ଦେଖିବାକୁ ମିଳିପାରେ। ବିମାନ ଦୁର୍ଘଟଣାରେ ଅଜିତଙ୍କ ଆକସ୍ମିକ ବିୟୋଗ ପରେ ଏବେ ସାରା ରାଜ୍ୟର…

ଏଭଳି ସ୍ତ୍ରୀଙ୍କୁ ବିବାହ କଲେ ଧନ୍ୟ ହୁଏ ପୁରୁଷ

ବିବାହକୁ ସମସ୍ତଙ୍କର ଚିନ୍ତାଧାରା ଅଲଗା। ହେଲେ ବହୁତ ଭଲପାଉଥିବା ଏବଂ ମନର କଥାକୁ ସହଜରେ ବୁଝିପାରୁଥିବା ଜୀବନସାଥୀଟିଏ ଚାହାନ୍ତି ସମସ୍ତେ। ଚାଣକ୍ୟ ନୀତିରେ ଏପରି କିଛି ସ୍ତ୍ରୀଙ୍କ…

ଅଜିତ ପାୱାରଙ୍କ କେବେ ଏବଂ କେଉଁଠି ଶେଷକୃତ୍ୟ ହେବ ଜାଣନ୍ତୁ

ମୁମ୍ବାଇ,୨୮ା୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ତଥା ଏନସିପି ନେତା ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ହୋଇଛି । ତାଙ୍କ ଅନ୍ତିମ ସଂସ୍କାର ଗୁରୁବାର ସକାଳ ୧୧ଟାରେ ବାରାମତିରେ…

ନବୀନଙ୍କୁ ଭେଟିବେ ପିସିସି ସଭାପତି ଭକ୍ତ ଦାସ, କହୁକହୁ କହିଦେଲେ ଏହି ବଡ଼ କଥା…

ଭୁବନେଶ୍ୱର,୨୮ା୧: ରାଜ୍ୟ ସଭା ନିର୍ବାଚନ ନେଇ ନବୀନଙ୍କ କୋର୍ଟକୁ ବଲ୍‌ ଫିଙ୍ଗିଛନ୍ତି ପିସିସି ସଭାପତି ଭକ୍ତ ଦାସ। ସେ କହିଛନ୍ତି, ମିଶିକି ଆଲୋଚନା କରିବା ପାଇଁ ମୁଁ…

ସାମ୍ନାକୁ ଆସିଲା ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ସିସିଟିଭି ଭିଡିଓ, ଶେଷ ମୁହୂର୍ତ୍ତ…

ମୁମ୍ବାଇ,୨୮ା୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ସିସିଟିଭି ଫୁଟେଜ୍ ସାମ୍ନାକୁ ଆସିଛି । ଫୁଟେଜରେ ସ୍ପଷ୍ଟ ଭାବରେ ଦେଖାଯାଉଛି ଯେ ବିମାନଟି ଖସିପଡ଼ିବା ମାତ୍ରେ ଅଗ୍ନିପିଣ୍ଡୁଳା…

୨୯ରେ ଗଞ୍ଜାମରେ କୃଷ୍ଣସାର ମୃଗ ଗଣନା, କୌଣସି ଫଟୋ କି ତଥ୍ୟ ପ୍ରଘଟ କରିବେ ନାହିଁ ଛାତ୍ରୀଛାତ୍ର

ଭଞ୍ଜନଗର,୨୮ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଗର୍ବ ଓ ଗୌରବ ହେଉଛି କୃଷ୍ଣସାର ମୃଗ। ଏହି ମୃଗ ଘୁମୁସର ଦକ୍ଷିଣ ବନଖଣ୍ଡରେ ବହୁ ବର୍ଷ ପୂର୍ବେ ଦେଖା ଦେଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri