ଲଗାତାର ଚତୁର୍ଥ ଦିନ ପାଇଁ ବଢ଼ିଲା ତୈଳଦର; ଲିଟର ପିଛା…

ନୂଆଦିଲ୍ଲୀ,୨୩।୧୦: ହୁ ହୁ ହୋଇ ବଢ଼ିଚାଲିଛି ତୈଳଦର। ଶନିବାର ଲଗାତାର ଚତୁର୍ଥ ଦିନ ପାଇଁ ସାରା ଦେଶରେ ଇନ୍ଧନ ଦର ୩୫ ପଇସା ବୃଦ୍ଧି ପାଇଛି। ଫଳରେ ରାଜଧାନୀ ଦିଲ୍ଲୀରେ ପେଟ୍ରୋଲର ମୂଲ୍ୟ ଲିଟର ପିଛା ୧୦୭.୨୪ ଟଙ୍କାକୁ ବୃଦ୍ଧି ପାଇଛି। ସେହିଭଳି ଡିଜେଲ ଦର ଲିଟର ପିଛା ୯୫.୯୭ ଟଙ୍କାକୁ ବୃଦ୍ଧି ପାଇଛି। ଚେନ୍ନାଇରେ ଡିଜେଲ ମୂଲ୍ୟ ୧୦୦ ଟଙ୍କା ଅତିକ୍ରମ କରିଥିବା ବେଳେ ପେଟ୍ରୋଲ ଦର ବୃଦ୍ଧି ପାଇ ୧୦୪.୨୨ ଟଙ୍କା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୧୩.୧୨ ଟଙ୍କା ହୋଇଥିବା ବେେଳେ ଲିଟର ପିଛା ଡିଜେଲ ୧୦୪ ଟଙ୍କା ରହିଛି। ଏହି କ୍ରମରେ ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୧୦୮.୧୯ ଟଙ୍କା ହୋଇଥିବା ବେଳେ ଡିଜେଲ ୧୦୪.୭୦ ଟଙ୍କାରେ ବିକ୍ରି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜରୁରୀ ପାଣ୍ଠି ଦେଲେନି ଋଣପ୍ରଦାନକାରୀ;ସାମୟିକ ବନ୍ଦ ହେଲା ଜେଟ୍‌

ନୂଆଦିଲ୍ଲୀ,୧୮-୪: ଋଣରେ ବୁଡ଼ି ଯାଇଥିବା ଜେଟ୍‌ ଏୟାରଓ୍ବେଜରେ ଦୀର୍ଘ ୨୫ ବର୍ଷ ପରେ ତାଲା ଝୁଲିଲା। ପରିଚାଳନ ବ୍ୟବସ୍ଥାକୁ ଜିଇଁ ରଖିବା ଲାଗି କମ୍ପାନୀ ମ୍ୟାନେଜମେଣ୍ଟ...

ବ୍ୟାଙ୍କ କର୍ମଚାରୀଙ୍କ ପେନ୍‌ସନ ବଢ଼ିବ

ନୂଆଦିଲ୍ଲୀ,୨୬।୮:  ବ୍ୟାଙ୍କ କର୍ମଚାରୀଙ୍କ ପେନ୍‌ସନ ପ୍ରସଙ୍ଗରେ ସରକାର ବଡ଼ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ବର୍ତ୍ତମାନ ବ୍ୟାଙ୍କ କର୍ମଚାରୀଙ୍କୁ ୩୦ରୁ ୩୫ ହଜାର ଟଙ୍କା ପର୍ଯ୍ୟନ୍ତ ପେନ୍‌ସନ ମିଳିପାରେ।...

ଓଏନ୍‌ଜିସି ସର୍ବାଧିକ ଲାଭ ଅର୍ଜନକାରୀ ରାଷ୍ଟ୍ରାୟତ୍ତ କମ୍ପାନୀ

ନୂଆଦିଲ୍ଲୀ,୧୧-୨: ଓଏନ୍‌ଜିସି, ଇଣ୍ଡିଆନ ଅଏଲ୍‌ କର୍ପୋରେଶନ ଏବଂ ଏନ୍‌ଟିପିସି ୨୦୧୮-୧୯ର ସବୁଠାରୁ ଅଧିକ ଲାଭ ଅର୍ଜନକାରୀ ରାଷ୍ଟ୍ରାୟତ୍ତ କମ୍ପାନୀ ହୋଇପାରିଛନ୍ତି। ଏହାବାଦ ବିଏସ୍‌ଏନ୍‌ଏଲ୍‌, ଏୟାର ଇଣ୍ଡିଆ,...

ଜିଡିପି ବିବାଦ: ସୁବ୍ରମଣ୍ୟନ୍‌ଙ୍କୁ ଜବାବ ଦେବେ ସରକାର

ନୂଆଦିଲ୍ଲୀ,୧୩-୬: ଏନ୍‌ଡିଏ ସରକାର ଅମଳରେ ଜିଡିପି ହାର ଦର୍ଶାଇବାରେ ମିଥ୍ୟାର ଆଶ୍ରୟ ନିଆଯାଇଥିଲା ବୋଲି ପୂର୍ବତନ ଅର୍ଥନୈତିକ ଉପଦେଷ୍ଟା ଅରବିନ୍ଦ ସୁବ୍ରମଣ୍ୟନ୍‌ ଏକ ରିପୋର୍ଟ ପ୍ରକାଶ...

ସାଇରସ ମିସ୍ତ୍ରିଙ୍କୁ ଝଟକା;ଏନ୍‌ସିଏଲ୍‌ଏଟି ରାୟକୁ ସୁପ୍ରିମକୋର୍ଟଙ୍କ ରହିିତାଦେଶ

  ନୂଆଦିଲ୍ଲୀ,୧୧-୧ : ଟାଟାସନ୍ସର ଅଧ୍ୟକ୍ଷ ପଦବୀରେ ଅବସ୍ଥାପିତ ହେବା ନେଇ ଟାଟା ଗ୍ରୁପର ପୂର୍ବତନ ଅଧ୍ୟକ୍ଷ ସାଇରସ ମିସ୍ତ୍ରିଙ୍କ ସପକ୍ଷରେ ଡିସେମ୍ବର ୧୮ରେ ନ୍ୟାଶନାଲ...

ଆଜି ଛାତ୍ରୀଛାତ୍ରଙ୍କ ସହ ସୁପର-୩୦ ଦେଖିବେ ଆନନ୍ଦ କୁମାର

ଭୁବନେଶ୍ୱର, ୨୧-୭: ସୁପର-୩୦ର ପ୍ରତିଷ୍ଠାତା ଆନନ୍ଦ କୁମାର ରାଜ୍ୟର ଛାତ୍ରୀଛାତ୍ରଙ୍କ ସହ ଏହି ଚଳଚ୍ଚିତ୍ରକୁ ଦେଖିବେ। ଆଦ୍ୟାନ୍ତ ଉଚ୍ଚ ମାଧ୍ୟମିକ ସ୍କୁଲର ପ୍ରତିଷ୍ଠାତା, ଆକାଶ ଭୁବନେଶ୍ୱର...

ଆରମ୍ଭ ହେଲା ସିଲ୍କ ଇଣ୍ଡିଆ ଏକ୍ସପୋ

ଭୁବନେଶ୍ୱର,୧୦ା୮:ହସ୍ତଶିଳ୍ପୀ ଆର୍ଟିଜାନ୍ସ ଏବଂ ଓ୍ବେଭର୍ସ ଓ୍ବେଲଫେୟାର ଆସୋସିଏଶନ ପକ୍ଷ ରୁ ସ୍ଥାନୀୟ ହୋଟେଲ ନ୍ୟୁ ମ୍ୟାରିୟନଠାରେ ସିଲ୍କ ଇଣ୍ଡିଆ ଏକ୍ସପୋ ଆରମ୍ଭ ହୋଇଛି। କାର୍ଯ୍ୟକ୍ରମକୁ ଏକ୍ସପୋର...

ଜିଏସ୍‌ଟି କ୍ଷତିପୂରଣ ବନ୍ଦ ହେଲେ ୧.୨୩ ଲକ୍ଷ କୋଟି କ୍ଷତି ସହିବେ ରାଜ୍ୟ

ନୂଆଦିଲ୍ଲୀ,୬-୧: ସାମଗ୍ରୀ ଏବଂ ସେବା ଟିକସ (ଜିଏସ୍‌ଟି) ଲାଗୁ ହେବା ପରେ ସରକାର ପ୍ରଦାନ କରୁଥିବା କ୍ଷତିପୂରଣ ବନ୍ଦ କଲେ ରାଜ୍ୟଗୁଡିକର ମୋଟ୍‌ ରାଜସ୍ବ ୧.୨୩...

Advertisement
Archives

Model This Week