ବଜେଟ ପରେ କମିଲା ପେଟ୍ରୋଲ ରେଟ୍‌! ଜାଣନ୍ତୁ ଆପଣଙ୍କ ସହରରେ କେତେ…

ନୂଆଦିଲ୍ଲୀ,୨।୨: ଆଜି ସାରା ଦେଶର ପେଟ୍ରୋଲ ଡିଜେଲର ନୂଆ ମୂଲ୍ୟ ପ୍ରକାଶ ପାଇଛି। ବଜେଟ ପରେ ରବିବାର ତେଲ ରେଟ୍‌ ନୂଆ ଜାରି ହୋଇଛି। ଜାତୀୟ ସ୍ତରରେ ଇନ୍ଧନ ମୂଲ୍ୟରେ ସ୍ଥିରତା ଦେଖିବାକୁ ମିଳିଛି। କିନ୍ତୁ, ରବିବାର ଦିନ ଦେଶର ପ୍ରମୁଖ ସହର ଗୁଡ଼ିକରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ କେତେ ଅଛି ଆସନ୍ତୁ ଜାଣିବା।

କିଛି ସ୍ଥାନରେ ଦର ଖସି ଥିବା ବେଳେ ଆଉ କିଛି ସ୍ଥାନରେ ଦର ସ୍ଥିର ଥିବା ଦେଖିବାକୁ ମିଳିଛି। ଆସନ୍ତୁ ଜାଣିବା କେଉଁ ସହରର କେତେ ରହିଛି ଡିଜେଲ-ପେଟ୍ରୋଲ ମୂଲ୍ୟ ? ଆଜି ଭୁବନେଶ୍ୱରରେ ପେଟ୍ରୋଲ ରେଟ ୧୦୧.୧୧ ଟଙ୍କା ରହିଥିବା ବେଳେ ଲିଟରେ ଡିଜେଲ ତେଲ ରେଟ ୯୨.୬୯ ପଇସା ରହିଛି । ଦେଶର ରାଜଧାନୀ ଦିଲ୍ଲୀରେ ଆଜି ପେଟ୍ରୋଲ ମୂଲ୍ୟ (୧ ଲିଟର) ୯୪.୭୭ ରହିଥିବା ବେଳେ ଡିଜେଲ(୧ ଲିଟର) ୮୭.୬୭ ରହିଛି। ସେହିପରି ମୁମ୍ବାଇରେ ପେଟ୍ରୋଲ ମୂଲ୍ୟ (୧ ଲିଟର) ୧୦୩.୫୦ ରହିଥିବା ବେଳେ ଡିଜେଲ (୧ ଲିଟର) ୯୦.୦୩ ରହିଛି।

ସୂଚନାଥାଉ କି, ଆପଣ ନିଜ ସହରରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ସହଜରେ ଜାଣିପାରିବେ। ଏଥିପାଇଁ ତୈଳ ମାର୍କେଟିଂ କମ୍ପାନୀଗୁଡିକର ୱେବସାଇଟକୁ ଯିବାକୁ କିମ୍ବା ଏକ SMS ପଠାଇବାକୁ ପଡିବ। ଯଦି ଆପଣ ଜଣେ ଇଣ୍ଡିଆନ ଅଏଲ ଗ୍ରାହକ ତେବେ ଆପଣ RSP ସହିତ 9224992249 ନମ୍ବରକୁ SMS ପଠାଇ ପାରିବେ ଏବଂ ଯଦି ଆପଣ ଜଣେ BPCL ଗ୍ରାହକ ତେବେ ଆପଣ RSP ଲେଖି 9223112222 ନମ୍ବରକୁ SMS ପଠାଇ ପାରିବେ । ଏହାପରେ ଆପଣଙ୍କୁ SMS ମାଧ୍ୟମରେ ଦର ବିଷୟରେ ସୂଚନା ମିଳିଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ପାଇଁ ଭକ୍ତଙ୍କ ଉପହାର :ମନ୍ଦିରକୁ ୨ ଲକ୍ଷ ୫୪ ହଜାର ଟଙ୍କା ସହ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଛତ୍ରପୁର ସହରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମା ଠାକୁରାଣୀ ଯାତ୍ରା କମିଟି ପକ୍ଷରୁ ମନ୍ଦିର ପରିଚାଳନା କମିଟି ଓ ବହୁ…

ଜ୍ଞାନବିଜ୍ଞାନ ମେଳା: ୨୧୦ ପ୍ରକଳ୍ପ ପ୍ରଦର୍ଶିତ କରି ଛାତ୍ରୀଛାତ୍ର…

ଭଞ୍ଜନଗର,୧ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରଠାରେ ଶନିବାର ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ମୁଖ୍ୟ…

odisha flood: ମହାନଦୀ ବନ୍ୟାକୁ ନେଇ ଆସିଲା ବଡ଼ ଅପଡେଟ୍‌, ସର୍ବୋଚ୍ଚ ଯନ୍ତ୍ରୀ କହିଲେ…

ଭୁବନେଶ୍ୱର,୧।୮: ଆଗକୁ ବର୍ଷା ନ ହେବା ଯାଏଁ ମହାନଦୀରେ ବନ୍ୟା ଆଶଙ୍କା ନାହିଁ ବୋଲି ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ ଶନିବାର ଗଣମାଧ୍ୟମକୁ…

ବିଭିନ୍ନ ବିଦ୍ୟାଳୟରେ ମାସିକ କ୍ଲଷ୍ଟରସ୍ତରୀୟ ବୈଠକ, ମୌଳିକ ସାକ୍ଷରତା ସଂଖ୍ୟା ଜ୍ଞାନ ନେଇ…

କର୍ଲାମୁଣ୍ଡା,୧ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ବିଦ୍ୟାଳୟରେ ଶନିବାର ମାସିକ କ୍ଲଷ୍ଟରସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ନୋଡାଲ କ୍ଲଷ୍ଟର ପକ୍ଷରୁ…

ପର ଘରେ ରୋଷେଇ କରିବାକୁ ଯାଇ ପଡ଼ିଲା ଲୋଲୁପ ଦୃଷ୍ଟି: ବ୍ଲାକମେଲରେ ଅତିଷ୍ଠ ହୋଇ ନାବାଳିକା କରିଦେଲେ ଏମିତି କାଣ୍ଡ

ପୁରୁଷୋତ୍ତମପୁର, ୧।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଗଡ଼ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଧମକ ଓ ବ୍ଲାକମେଲରେ ଅତିଷ୍ଠ ହୋଇ…

ବୃଦ୍ଧାଙ୍କ ଶରୀରକୁ ଖଣ୍ଡ ବିଖଣ୍ଡିତ କରି ମାରିଲା ରକ୍ତମୁଖା ଦନ୍ତା, ପୁଅ-ବୋହୂଙ୍କ ସହ…

ଲାଞ୍ଜିଗଡ଼,୧ା୮(ରମେଶ ଚନ୍ଦ୍ର ନାୟକ): ଏକ ରକ୍ତମୁଖା ଦନ୍ତା ଜଣେ ବୃଦ୍ଧାଙ୍କୁ କଲବଲ କରି ମାରିଛି। ତାଙ୍କ ଶରୀର ଖଣ୍ଡ ବିଖଣ୍ଡିତ ହୋଇ ଏତେତେଣେ ପଡ଼ିଛି। ଏପରି ହୃଦୟ…

ତପ୍ତପାଣି ଆସିବେ ରାଷ୍ଟ୍ରପତି: ପୋଲିସ ପ୍ରଶାସନର ଜୋରଦାର ପ୍ରସ୍ତୁତି, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ-ଏସ୍‌ପି

ଦିଗପହଣ୍ଡି,୧ା୮(ଅଶେଷ ନାଥ ମିଶ୍ର): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୪ ତାରିଖ ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ଣ ପ୍ରସବଣ ତପ୍ତପାଣି ପରିଦର୍ଶନ କରିବା ସହ ସେଠାରେ…

ଶ୍ରୀଲଙ୍କା ସିରିଜ ପୂର୍ବରୁ ଏମଏସ ଧୋନିଙ୍କୁ ଭେଟିଲେ ଋଷଭ ପନ୍ତ

ନୂଆଦିଲ୍ଲୀ,୧।୮: ଭାରତୀୟ କ୍ରିକେଟ ଦଳ ଖୁବଶୀଘ୍ର ଶ୍ରୀଲଙ୍କା ଗସ୍ତ କରିବାକୁ ଯାଉଛି, ଅଗଷ୍ଟ ୧୫ରୁ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆରମ୍ଭ ହେବ। ୱିକେଟ କିପର-ବ୍ୟାଟ୍ସମ୍ୟାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri