ଓଲଟି ପଡ଼ିଲା ପେଟ୍ରୋଲ ବୋଝେଇ ଟ୍ୟାଙ୍କର, ବୋହିନେଲେ ଲୋକେ

ଖୋର୍ଦ୍ଧା ଅଫିସ,୧୪।୨: ଖୋର୍ଦ୍ଧା ଜିଲା ବାଲୁଗାଁ-ବାଣପୁର ଓଭରବ୍ରିଜ୍‌ ନିକଟ ଅଲାଇଡିହ ଛକ ନିକଟରେ ପେଟ୍ରୋଲ ବୋଝେଇ ଟ୍ୟାଙ୍କର ଓଲଟି ପଡିଛି। ପାରାଦୀପରୁ ଛତ୍ରପୁର ଅଭିମୁଖେ ଯାଉଥିଲା ବେଳେ ରୋଡ-ଡିଭାଇଡରରେ ଧକ୍କା ହୋଇ ଓଲଟି ପଡିଥିବା ଜଣାପଡ଼ିଛି। ଟ୍ୟାଙ୍କର ଲିକେଜ୍‌ ହେବା ଫଳରେ ରାସ୍ତାରେ ପେଟ୍ରୋଲ ଭାସିଥିଲା । ପରେ ଯିଏ ପାରିଲେ ବଟଲ-ଜାରକିନ ଧରି ପେଟ୍ରୋଲ ବୋହି ନେଉଥିବା ଦେଖିବାକୁ ମିଳିଥିଲା। ଖବରପାଇ ବାଣପୁର ପୋଲିସ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଦୁର୍ଘଟଣାରେ ଟ୍ୟାଙ୍କର ହେଲପର୍‌ ସାମାନ୍ୟ ଆହତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଡରରେ ପୋଡ଼ିଦେଲେ କାର

ମାଲକାନଗିରି,୨୦ା୧: ମାଲକାନଗିରି ଜିଲା ଚଲାଣଗୁଡ଼ା ପଞ୍ଚାୟତ ଅଧୀନ ରେଙ୍ଗାବନ୍ଧ ଗ୍ରାମ ନିକଟରେ ବୁଧବାର  ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗଞ୍ଜେଇ ଚାଲାଣହେଉଥିବା ଏକ କାର...

କୋଇଲା ମାଫିଆଙ୍କ ସମ୍ପର୍କରେ ପୋଲିସକୁ ଦେଉଥିଲେ ତଥ୍ୟ: କାର ଜାଳିଦେଲେ ଦୁର୍ବୃତ୍ତ

ଭଦ୍ରକ ଅଫିସ,୧୩।୧୦: ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଇଚ୍ଛାପୁର ପରିବିନ୍ଧା ମାରାପୁର ଗାଁରେ ଏକ କାର୍‌କୁ ଦୁର୍ବୃତ୍ତ ଜାଳିଦେଇଛନ୍ତି। କାର୍‌ ମାଲିକ ପ୍ରତାପ ବେହେରା ପୋଲିସକୁ...

ଟେଣ୍ଡର ଅବଧି ସରିଛି, ପୁଣି ଆଉଟ ସୋର୍ସିଂ ସଂସ୍ଥାକୁ ଅନୁକମ୍ପା

ମାଲକାନଗିରି,୩୧।୮(ସ୍ବ.ପ୍ର.): ମାଲକାନଗିରି ଜିଲାରେ ଉନ୍ନତମାନର ସ୍ବାସ୍ଥ୍ୟ ସେବା ଯୋଗାଇଦେବାକୁ ରାଜ୍ୟ ସରକାର ସ୍ବାସ୍ଥ୍ୟକେନ୍ଦ୍ରଗୁଡିକରେ ସମସ୍ତ ବ୍ୟବସ୍ଥା କରିଛନ୍ତିି। କେତେକ କ୍ଷେତ୍ରରେ ଆଉଟ ସୋର୍ସିଂ ସଂସ୍ଥାକୁ ନିୟୋଜିତ...

ଲଗାଣ ବର୍ଷାରେ ଭୁଶୁଡ଼ିଲା ୧୦୦ ବର୍ଷ ପୁରୁଣା କୋଠା

ବ୍ରହ୍ମପୁର ଅଫିସ,୧୨।୯: ରାଜ୍ୟରେ ତିନିଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷା କାରଣରୁ ବ୍ରହ୍ମପୁରର ୧୦୦ ବର୍ଷର ପୁରୁଣା ତେଲୁଗୁ ସମାଜମ କୋଠା ରବିବାର ବିଳମ୍ବିତ...

କମାପଲୀ ଅଶୋକ ନଗରରେ ଜଳୁନି ଷ୍ଟ୍ରିଟ ଲାଇଟ

ବ୍ରହ୍ମପୁର ଅଫିସ,୭ା୯-ବ୍ରହ୍ମପୁର ମହାନଗର ନିଗମ (ବିଏମସି)ର ୩୧ନଂ ୱାର୍ଡରେ ଆଲୋକ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇଯାଇଛି । କମାପଲ୍ଲୀ ଅଞ୍ଚଳର ବୈଦ୍ୟନାଥେଶ୍ୱର ଶୈବପୀଠ ଠାରୁ ଅଶୋକ ନଗରର...

ଅଧ୍ୟକ୍ଷ ପଦରେ ୯, କାଉନସିଲର ପାଇଁ ରହିଲେ ୫୫ ପ୍ରାର୍ଥୀ

ମାଲକାନଗିରି,୧୦ା୩(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଗତ ୨ତାରିଖରୁ ମାଲକାନଗିରି ପୌର ପରିଷଦ ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଗତ ୭ ତାରିଖ ପ୍ରାର୍ଥତ୍ପତ୍ର...

ନାବାଳିକାଙ୍କୁ ଅପହରଣ ମାମଲା : ଅଭିଯୁକ୍ତଙ୍କୁ ୧୦ବର୍ଷ ଜେଲ୍‌

ବାଲେଶ୍ୱର ଅଫିସ, ୬।୭: ଏକ ନାବାଳିକା ଅପହରଣ ମାମଲାର ବିଚାର କରି ଶନିବାର ବାଲେଶ୍ୱର ଅତିରିକ୍ତ ଦୌରାଜଜ୍‌ କମ୍‌ ସ୍ପେଶାଲ ଜଜ୍‌ ଅଜନ୍ତା ଷଡ଼ଙ୍ଗୀ ଅଭିଯୁକ୍ତଙ୍କୁ...

ମାଲକାନଗିରି ୧୦ ଡାକ୍ତରଙ୍କୁ ଗଞ୍ଜାମ ବଦଳି: ଏଭଳି ଚେତାବନୀ ଦେଲା ଜିଲା କଂଗ୍ରେସ

ମାଲକାନଗିରି,୧୮।୭(ଡି.ଏନ୍‌.ଏ.): ବର୍ତ୍ତମାନ କରୋନା ସଂକ୍ରମଣ ବ୍ୟାପିବାରେ ଲାଗିଛି। ରାଜ୍ୟରେ ସର୍ବାଧିକ ପ୍ରଭାବିତ ଜିଲାରେ ଗଞ୍ଜାମକୁ ଗଣାଯାଉଛି। ଫଳରେ କରୋନା ରୋଗୀଙ୍କ ଚିକିତ୍ସା ନିମନ୍ତେ ଡାକ୍ତରଙ୍କ ଅଭାବ...

Advertisement
Archives

Model This Week