ବିନା ହେଲମେଟ୍‌ରେ ଦିଆଯାଉଥିଲା ପେଟ୍ରୋଲ, ତାପରେ …

ମାଲକାନଗିରି,୧୩ା୨: ମାଲକାନଗିରି ଜିଲା ଯୋଗାଣ ବିଭଗ ପକ୍ଷରୁ ଶନିବାର ଜିଲା ସଦର ମହକୁମାରେ ଥିବା ସମସ୍ତ ପେଟ୍ରୋଲ ପମ୍ପ ଯାଞ୍ଚ କରାଯାଇଥିଲା। ଏହି ସମୟରେ ନିୟମ ଉଲ୍ଲଂଘନ କରିଥିବାରୁ ଏକ ପେଟ୍ରୋଲ ପମ୍ପକୁ ସିଲ ପ୍ରଶାସନ ସିଲ୍‌ କରିଥିଲା। ନିୟମ ଅନୁଯାୟୀ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ୨ ଚକିଆ ଯାନକୁ ବିନା ହେଲମେଟରେ ପେଟ୍ରୋଲ ନ ଦେବାକୁ କୁହାଯାଇଥିଲା। ମାତ୍ର ଯାଞ୍ଚ ବେଳେ ଗନ୍ଧିପାଲିସ୍ଥିତ ସାନ ଫିଲିଙ୍ଗ ଷ୍ଟେସନର ପେଟ୍ରୋଲ ପମ୍ପ ଏହି ନିୟମକୁ ଉଲ୍ଲଂଘନ କରୁଥିବା ଦେଖିବାକୁ ମିଳିଥିଲା। ବିନା ହେଲମେଟ୍‌ରେ ବାଇକ୍‌ ଚାଳକଙ୍କୁ ପେଟ୍ରୋଲ ପମ୍ପ ପକ୍ଷରୁ ପେଟ୍ରୋଲ ମିଳୁଥିଲା। ଫଳରେ ଏହି ପେଟ୍ରୋଲ ପମ୍ପକୁ ସିଲ୍‌ କରାଯାଇଥିଲା। ବିଭାଗ ପକ୍ଷରୁ ଏଣିକି ପ୍ରତ୍ୟେହ ଯାଞ୍ଚ କରାଯିବ। ନିୟମ ଖିଲାପକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲା ଯୋଗାଣ ଅଧିକାରୀ ଅଜୟ କୁମାର ରଥ କହିଛନ୍ତି। ଏହି ଚଢାଉରେ ଜିଲା ଯୋଗାଣ ଅଧିକାରୀ ରଥଙ୍କ ସମେତ କର୍ମଚାରୀମାନେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅନୁଦାନ ଅଭାବରୁ ଅଟକିଛି

ମାଧପୁର, ୩୧ା୫ ଜଳକଷ୍ଟରେ କଟିଗଲା ଖରାଦିନ। ପିଇବା ପାଣି ପାଇଁ ଡହଳବିକଳ ହେଲେ ଲୋକେ। ଅଥଚ ୨୪ ଲକ୍ଷ ଟଙ୍କା ବ୍ୟୟରେ ନିର୍ମାଣ ହୋଇଥିବା ଓଭର...

ମହାନଦୀ ପ୍ରସଙ୍ଗରେ ପୁଣି ତେଜିଲା ରାଜନୀତି

ଭୁବନେଶ୍ୱର,୧ା୨(ବ୍ୟୁରୋ): ମହାନଦୀ ଜଳ ବିବାଦ ନେଇ ପୁଣି ରାଜନୀତି ଜୋର୍‌ ଧରିଛି। ମହାନଦୀ ଜଳ ବିବାଦ ନେଇ ଗଠିତ ଟ୍ରିବ୍ୟୁନାଲ ଗଠନର ଅବଧି ଶେଷ ହେବାକୁ...

ଗଣମାଧ୍ୟମକୁ ଦମକଳ ପରି ଡାକରା

ନୟାଗଡ଼ ଅଫିସ,୨୭।୫: ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନାର ଜିଲାସ୍ତରୀୟ ସମ୍ମିଳିତ କମିଟି ବୈଠକ ଜିଲାପାଳଙ୍କ ସଦ୍‌ଭାବନା କକ୍ଷରେ ଗୁରୁବାର ଅନୁଷ୍ଠିତ ହୋଇଛି । ଏହି ବୈଠକରେ...

ଆଇଏଏସ୍‌ ସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୧୪ା୯(ବ୍ୟୁରୋ): ରାଜ୍ୟ ସରକାର ବୁଧବାର ଆଇଏଏସ୍‌ ସ୍ତରରେ ଅଦଳବଦଳ କରିଛନ୍ତି। ସାଧାରଣ ପ୍ରଶାସନ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ଶକ୍ତି ସଚିବ ନିକୁଞ୍ଜ ବିହାରୀ ଧଳଙ୍କୁ...

ନବୀନଙ୍କ ସମ୍ପତ୍ତି ୬୪.୯୮କୋଟି: ଗତ ଆର୍ଥିକ ବର୍ଷ ତୁଳନାରେ ବଢିଛି…

ଭୁବନେଶ୍ୱର,୧୦।୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ତାଙ୍କ ମନ୍ତ୍ରିମଣ୍ଡଳର ସଦସ୍ୟମାନେ ନିଜର ସମ୍ପତ୍ତି ତାଲିକା ପ୍ରଦାନ କରିଛନ୍ତି। ନବୀନଙ୍କ ସମ୍ପତ୍ତି ଗତ ଆର୍ଥିକ ବର୍ଷ ତୁଳନାରେ...

ସିଲ୍‌ ହେଲା ଭୁବନେଶ୍ୱର କୋର୍ଟ

ଭୁବନେଶ୍ୱର, ୨୪।୯ (ବ୍ୟୁରୋ): ଭୁବନେଶ୍ୱର କୋର୍ଟ ପରିସରକୁ ବିଏମ୍‌ସି ପକ୍ଷରୁ ୩ଦିନ ପାଇଁ ସିଲ୍‌ କରାଯାଇଛି। କୋର୍ଟର ୧୫ଜଣ ଜୁଡିସିଆଲ କର୍ମଚାରୀ ଓ ଆଇନଜୀବୀ କରୋନା...

ଜିଲାପାଳଙ୍କ ଅଫିସ ଘେରିଲେ ଆଦିବାସୀ

ଛତ୍ରପୁର,୨୮ା୧(ଡି.ଏନ.ଏ)-ଗଞ୍ଜାମ ଜିଲାର ବିଭିନ୍ନ ଆଦିବାସୀ ସଙ୍ଗଠନ ୭ ଦଫା ଦାବି ନେଇ ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିଥିଲେ। ଆଦିବାସୀ ଓ ପାରମ୍ପରିକ ବନବାସୀଙ୍କୁ ଜମି...

ଶ୍ରେଷ୍ଠ ୧୮ ପ୍ରତିଯୋଗୀ ଜାତୀୟ ସ୍ତରରେ ଭାଗନେବେ

ଭୁବନେଶ୍ୱର, ୯।୧୨(ବ୍ୟୁରୋ): ଓସେପା ପକ୍ଷରୁ ଚାଲିଥିବା ଦୁଇ ଦିନିଆ ରାଜ୍ୟସ୍ତରୀୟ କଳା ଉତ୍ସବ-୨୦୨୧ ବୁଧବାର ଶେଷ ହୋଇଛି। କରୋନା କଟକଣା ଯୋଗୁ ଛାତ୍ରୀଛାତ୍ରମାନେ ଭର୍ଚୁଆଲ ମାଧ୍ୟମରେ...

Advertisement
Archives

Model This Week