ପେଟ୍ରୋଲ ୨୬, ଡିଜେଲ ୩୮ ପଇସା କମିଲା

ଭୁବନେଶ୍ୱର,୧୯। ୯: ପେଟ୍ରୋଲ ଏବଂ ଡିଜେଲ ଦର ଶୁକ୍ରବାର ହ୍ରାସ ହୋଇଛି। ଭୁବନେଶ୍ୱରରେ ଶୁକ୍ରବାର ପେଟ୍ରୋଲ ୨୬ ଏବଂ ଡିଜେଲ ୩୮ ପଇସା କମିବା ଯୋଗୁ ଦର ଯଥାକ୍ରମେ ୮୧.୬୯ ଟଙ୍କା ଏବଂ ୭୮.୩୫ ଟଙ୍କାକୁ ଖସିଛି। ଏଠାରେ ଇନ୍ଧନ ଦର ନୂଆଦିଲ୍ଲୀଠାରୁ ଊର୍ଦ୍ଧ୍ୱରେ ରହିଛି। ଗୁରୁବାର ପେଟ୍ରୋଲ ଏବଂ ଡିଜେଲ ଦର ମଧ୍ୟ ଯଥାକ୍ରମେ ୧୫ ପଇସା, ୨୧ ପଇସା ହ୍ରାସ ହୋଇଥିଲା। ଶୁକ୍ରବାର ମେଟ୍ରୋ ସହରଗୁଡିକରେ ପେଟ୍ରୋଲ ୨୩ରୁ ୨୬ ପଇସା ଏବଂ ଡିଜେଲ ୩୩ରୁ ୩୭ ପଇସା ଖସିଥିବା ଦୃଷ୍ଟିକୁ ଆସିଛି। ନୂଆଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୮୧.୧୪ ଟଙ୍କା ଥିବା ବେଳେ ଚେନ୍ନାଇରେ ୮୪.୨୧ ଟଙ୍କା, କୋଲକାତାରେ ୮୨.୬୭ ଟଙ୍କା ଏବଂ ମୁମ୍ବାଇରେ ୮୭.୮୨ ଟଙ୍କା ରହିଛି। ସେହିଭଳି ଏହି ସହରଗୁଡିକରେ ଡିଜେଲ ଦର ୭୨.୦୨ ଟଙ୍କା, ୭୭.୪୦ ଟଙ୍କା, ୭୫.୫୨ ଟଙ୍କା ଏବଂ ୭୮.୪୮ ଟଙ୍କା ରହିଥିବା ଇଣ୍ଡିଆନ ଅଏଲ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨ଦିନ ପରେ ପାଗ ବଦଳିବ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୨୮ା୫ (ସୌମ୍ୟରଞ୍ଜନ ରାଉତ):ପ୍ରବଳ ଗରମ ଓ ଗୁଳୁଗୁଳିରୁ ଓଡ଼ିଶାବାସୀଙ୍କୁ ଆଶ୍ବସ୍ତି ମିଳିଛି। ରାଜ୍ୟ ତାପମାତ୍ରାରେ ସାମାନ୍ୟ ହ୍ରାସ ପାଇଥିଲେ ମଧ୍ୟ ବୁଧବାର ଦିନସାରା ଗୁଳୁଗୁଳି ଜାରି ରହିଥିଲା।…

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ; ଛିଣ୍ତିଲା ବିଦ୍ୟୁତ୍ ତାର, ଗଛ ପଡ଼ି ବୃଦ୍ଧା ଗୁରୁତର

କେନ୍ଦୁଝର,୨୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକରେ ତାଣ୍ତବ ରଚିଛି କାଳବୈଶାଖୀ । ବୁଧବାର ସନ୍ଧ୍ୟାରେ ଜୋରରେ ପବନ ହେବାରୁ ପନିପରିବା ଫସଲ ସମେତ ଗଛ ଉପୁଡିଵା…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri