ହରତାଳ କରିବେ ପାକିସ୍ତାନୀ ପେଟ୍ରୋଲିୟମ ଡିଲର

ଇସଲାମବାଦ,୨୧।୭: ଅର୍ଥସଙ୍କଟରେ ଯୁଝୁଥିବା ପାକିସ୍ତାନ ଉପରେ ଗୋଟିଏ ପରେ ଗୋଟିଏ ସମସ୍ୟାର ସମ୍ମୁଖୀନ ହେଉଛି। ପାକିସ୍ତାନର ପେଟ୍ରୋଲିୟମ ଡିଲରମାନେ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କ ନେତୃତ୍ୱାଧୀନ ସରକାରଙ୍କ ଉପରେ ଅସନ୍ତୁଷ୍ଟ ଥିବା ଜଣାପଡିଛି। ଏନେଇ ସେମାନେ ଶନିବାର ଠାରୁ ଦେଶବ୍ୟାପୀ ଧର୍ମଘଟ କରିବାକୁ ଧମକ ଦେଇଛନ୍ତି। ପାକିସ୍ତାନୀ ପେଟ୍ରୋଲିୟମ ଡିଲର ଆସୋସିଏସନ (ପିପିଡିଏ)ର ଅଧ୍ୟକ୍ଷ ସାମିହୁଲ୍ଲା ଖାନ ସାମ୍ବାଦିକ ସମ୍ମିଳନୀ କରି ଦୁଇଟି ପ୍ରମୁଖ ପେଟ୍ରୋଲିୟମ ଉତ୍ପାଦ ବିକ୍ରିରେ ଲାଭ ହାରକୁ ପାଞ୍ଚ ପ୍ରତିଶତକୁ ବୃଦ୍ଧି କରିବାରେ ସରକାରଙ୍କ ଅସମର୍ଥତାକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି।

ରିପୋର୍ଟରେ ଦର୍ଶାଯାଇଛି ଯେ, ବର୍ତ୍ତମାନ ପେଟ୍ରୋଲିୟମ ଡିଲରଙ୍କ ପାଇଁ ମାର୍ଜିନ ଲିଟର ପିଛା ୬ ଟଙ୍କା (୨.୪ ପ୍ରତିଶତ) ଧାର୍ଯ୍ୟ କରାଯାଇଛି। ଯଦି ୫ ପ୍ରତିଶତ ମାର୍ଜିନ ସ୍ଥିର ହୁଏ ତେବେ ଏହା ଲିଟର ପିଛା ୧୨ଟଙ୍କାରୁ ଅଧିକ ହେବ। ପେଟ୍ରୋଲ ଏବଂ ଡିଜେଲର ବର୍ତ୍ତମାନର ମୂଲ୍ୟ ଲିଟର ପିଛା ଯଥାକ୍ରମେ ୨୫୩ ଟଙ୍କା ଏବଂ ୨୫୩.୫୦ ଟଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri