Posted inଜାତୀୟ

ଜୁଲାଇରେ ଆସିବ ଫାଇଜର ଟିକା

ନୂଆଦିଲ୍ଲୀ, ୨୭।୫: ଦେଶରେ କୋଭିଡ୍‌ ଟିକା ଅଭାବ ପୂରଣ କରିବା ଲାଗି ସରକାର ବିଦେଶରୁ ଭାକ୍ସିନ ଆମଦାନିକୁ ତ୍ୱରାନ୍ବିତ କରିବାକୁ ଚାହୁଁଛନ୍ତି। ଏନେଇ ସରକାରଙ୍କ ପକ୍ଷରୁ ଟିକା ନୀତିରେ ପରବର୍ତ୍ତନ କରାଯିବ ବୋଲି ନୀତି ଆୟୋଗ ସଦସ୍ୟ ଭି.କେ ପଲ୍‌ ସୂଚନା ଦେଇଛନ୍ତି। ଆମେରିକାର ଫାଇଜର କମ୍ପାନୀ ଭାରତକୁ ୫ କୋଟି ଡୋଜ୍‌ ଟିକା ଯୋଗାଇଦେବାକୁ ପ୍ରସ୍ତୁତ ବୋଲି କହିଛି। ଏହି ଟିକା ଭାତରକୁ ଆସିବା ପରେ ଏହାର କୌଣସି ପ୍ରକାର ପରୀକ୍ଷା କରାଯିବ ନାହିଁ। ଆଗାମୀ ଜୁଲାଇରୁ ଅକ୍ଟୋବର ମଧ୍ୟରେ ଫାଇଜର ୫ କୋଟି ଟିକା ଯୋଗାଇଦେବାକୁ କହିଛି। ମଡର୍ନା ଏବଂ ଜନ୍‌ସନ୍‌ ଆଣ୍ଡ ଜନ୍‌ସନ କମ୍ପାନୀଠାରୁ ଟିକା ଆମଦାନି ଲାଗି ମଧ୍ୟ ଆଲୋଚନା ଚାଲିଥିବା ସରକାରଙ୍କ ପକ୍ଷରୁ ଏକ ବିବୃତିରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜ ସଙ୍କଟ ମଧ୍ୟରେ NSA ଅଜିତ ଡୋଭାଲ ହଠାତ କାହିଁକି ପହଞ୍ଚିଲେ ରିୟାଦ? ଜାଣନ୍ତୁ ପରଦା ପଛର କୂଟନୀତି

ନୂଆଦିଲ୍ଲୀ,୨୦।୪: ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ସାଉଦି ଆରବକୁ ଏକ ଅଚାନକ ଗସ୍ତ କରିଥିଲେ, ଯେଉଁଠାରେ ସେ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଗୁରୁତ୍ୱପୂର୍ଣ୍ଣ…

ଆଜି ଅକ୍ଷୟ ତୃତୀୟା: ଅନୁକୂଳ ହେବ ରଥକାଠ

ପୁରୀ,୨୦ା୪(ଅଜିତ୍‌ କୁମାର ମହାନ୍ତି): ବୈଶାଖ ଶୁକ୍ଳପକ୍ଷ ତୃତୀୟାକୁ ଅକ୍ଷୟ ତୃତୀୟା ବୋଲି କୁହାଯାଏ। ଉକ୍ତ ଦିନ ଯେକୌଣସି କାର୍ଯ୍ୟକଲେ ଶୁଭ ହୋଇଥାଏ। ପରମ୍ପରା ଅନୁସାରେ, ଉକ୍ତ ଦିନଠାରୁ…

ବିଶ୍ୱରେ ୭ ଦ୍ୱୀପ ମଧ୍ୟରେ ଜମ୍ବୁଦ୍ୱୀପ ଶ୍ରେଷ୍ଠ, ରାଜ୍ୟର ଗର୍ବ ଓ ଗୌରବ ବହନ କରି ଆଜି…

ମହାକାଳପଡ଼ା,୨୦ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମଚଣ୍ଡୀ ପୀଠ ନିକଟରେ ଚାଲିଥିବା ଜମ୍ବୁଦ୍ୱୀପ ମହୋତ୍ସବର ରବିବାର ଅନ୍ତିମ ସା ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଫାଶ ବସାଇ ହରିଣକୁ ଶିକାରୀଙ୍କ ଗୁଳିମାଡ଼, ଜୀବନବିକଳରେ ଜନବସତି ଆଡ଼କୁ ହରିଣ ଆସିବାରୁ…

ମହାକାଳପଡ଼ା,୨୦ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସଂରକ୍ଷିତ ଜଙ୍ଗଲରେ ବହୁ ପରିମାଣରେ ହରିଣ ବାର୍‌ହା ଓ ଅନ୍ୟାନ୍ୟ ଜୀବଜନ୍ତୁ ବସବାସ କରନ୍ତି।…

US-Iran War: ହର୍ମୁଜରେ ଇରାନ ଜାହାଜର ଇଞ୍ଜିନ ରୁମକୁ କଣା କହିଦେଲା ଆମେରିକା, ଜବାବରେ ଇରାନ କଲା ଏମିତି ଆକ୍ରମଣ

ତେହରାନ,୨୦।୪: ଆମେରିକା ଏବଂ ଇରାନ ମଧ୍ୟରେ ସ୍ଥାୟୀ ଶାନ୍ତି ପ୍ରତିଷ୍ଠା ପାଇଁ ସମସ୍ତ ପ୍ରୟାସ ନିରନ୍ତର ବିଫଳ ହେଉଥିବା ପରି ମନେ ହେଉଛି। ଗୋଟିଏ ପଟେ, ଇରାନ…

ଏଇ ଭାରତରେ

ପିଲାବେଳେ ରାସ୍ତା ଦୁର୍ଘଟଣାର ଶିକାର ହୋଇ ସୂର୍ଯ୍ୟ ଉତ୍କର୍ଷ ଅନେକ ଦିନର ଚିକିତ୍ସା ପରେ ଏକ ନୂଆ ଜୀବନ ପାଇଥିଲେ। ପରେ ସେ ତାଙ୍କ ଜୀବନକୁ ସାମାଜିକ…

ସିଧା ମନାକଲା ଇରାନ, ଆମେରିକା ସହ ହେବ ନାହିଁ କୌଣସି ଶାନ୍ତି ଆଲୋଚନା

ତେହରାନ,୨୦।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇରାନ ପାକିସ୍ତାନ ସହିତ ଦ୍ୱିତୀୟ ପର୍ଯ୍ୟାୟ ଶାନ୍ତି ଆଲୋଚନାରେ ଅଂଶଗ୍ରହଣ କରିବାକୁ ମନା କରିଦେଇଛି। ଫଳରେ, ଏହି ଅଞ୍ଚଳରେ ଉତ୍ତେଜନା…

କ୍ୟୁବା ଉପରେ ନଜର

ଜର୍ମାନୀର ନାଜି ଶାସକ ଆଡ୍‌ଲଫ୍‌ ହିଟ୍‌ଲର। ଦ୍ବିତୀୟ ବିଶ୍ବଯୁଦ୍ଧ ସମୟରେ ବିଶ୍ବ ଦେଖିଥିଲା ଏହି ନାଜି ଏକଚ୍ଛତ୍ରବାଦୀଙ୍କ ଶାସନର କ୍ରୂରତା। ହିଟ୍‌ଲରଙ୍କ କୁଖ୍ୟାତି ଇତିହାସରେ ଲିପିବଦ୍ଧ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri