କୋଭାକ୍ସିନ୍‌-କୋଭିଶିଲ୍ଡ ତୁଳନାରେ ଅଧିକ ପ୍ରଭାବଶାଳୀ ଫାଇଜର-ମଡର୍ନା …

ଓ୍ବାଶିଂଟନ,୨୯।୬: ଭାରତ ବାୟୋଟେକ୍‌ ଦ୍ୱାରା ପ୍ରସ୍ତୁତ ହୋଇଥିବା କୋଭାକ୍ସିନ୍‌ ଏବଂ ସିରମ୍‌ ଇନଷ୍ଟିଚ୍ୟୁଟର କୋଭିଶିଲ୍ଡ ଭାକ୍ସିନ୍‌ ତୁଳନାରେ ଫାଇଜର-ମଡର୍ନା ଅଧିକ ପ୍ରଭାବଶାଳୀ ବୋଲି ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଫାଇଜର ଏବଂ ମଡର୍ନା ଭାକ୍ସିନ୍‌ ଜୀବନବ୍ୟାପି ସୁରକ୍ଷା ପ୍ରଦାନ କରିବାକୁ ସକ୍ଷମ ବୋଲି ଏଥିରେ ଦର୍ଶାଯାଇଛି। ଫାଇଜର ଏବଂ ମଡର୍ନା ଭାକ୍ସିନ୍‌ ଏମ୍‌-ଆର୍‌ଏନ୍‌ଏ ଜ୍ଞାନକୌଶଳର ପ୍ରସ୍ତୁତ ହୋଇଥିବାରୁ ଏଭଳି ପ୍ରଭାବ ଶରୀରରେ ସୃଷ୍ଟି କରିବ। ଓ୍ବାଶିଂଟନ ବିଶ୍ୱବିଦ୍ୟାଳୟ ପକ୍ଷରୁ କରାଯାଇଥିବା ଏହି ଗବେଷଣାରେ ୧୪ ଜଣ ଲୋକଙ୍କୁ ସାମିଲ୍‌ କରାଯାଇଥିଲା। ସେମାନଙ୍କଠାରେ ଫାଇଜର ଏବଂମଡର୍ନା ଭାକ୍ସିନ୍‌ ପ୍ରୟୋଗ କରାଯାଇଥିବା ଓ୍ବାଶିଂଟନ ବିଶ୍ୱବିଦ୍ୟାଳୟର ସ୍ବାସ୍ଥ୍ୟ ବିଶେଷଜ୍ଞ ଡ. ଅଲି ଇଲ୍ଳେବେଡ଼ି ସୂଚନା ଦେଇଛନ୍ତି। ଏହି ଦୁଇ ଭାକ୍ସିନ୍‌ ବିଟ୍ରେନ୍‌ ଏବଂ ଦକ୍ଷିଣ ଆଫ୍ରିକାରେ ଚିହ୍ନଟ ହୋଇଥିବା କରୋନା ମହାମାରୀ ଭୂତାଣୁ ଭାରିଆଣ୍ଟ୍‌ ବିରୋଧରେ ବେଶ୍‌ ପ୍ରଭାବଶାଳୀ ସାବ୍ୟସ୍ତ ହୋଇଥିବା ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି।…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…

GDP ଦେଖି ଖୁସିରେ ଗଦ୍‌ଗଦ୍‌ ହେଲେ ପ୍ରଧାନମନ୍ତ୍ରୀ ମୋଦି: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୩୧।୮: ୨୦୨୬-୨୭ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଭାରତର ଅର୍ଥନୀତିରେ ସକାରାତ୍ମକ ଉନ୍ନତି ଦେଖାଯାଇଛି। ଜିଡିପି ଅଭିବୃଦ୍ଧି ୭.୮% ରେକର୍ଡ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି…

ବର୍ଷାକୁ ନେଇ ବଡ଼ ସୂଚନା ଦେଲା ଆଇଏମ୍‌ଡି: ସେପ୍ଟେମ୍ବରରେ ହେବ…

ଭୁବନେଶ୍ୱର,୩୧।୮: ସେପ୍ଟେମ୍ବରରେ ବି ରାଜ୍ୟରେ ବର୍ଷାରୁ ନିସ୍ତାର ମିଳିବା ସମ୍ଭାବନା କ୍ଷୀଣ। ଏନେଇ ଆଇଏମ୍‌ଡି ଆକଳନରୁ ସ୍ପଷ୍ଟ ହୋଇଛି। ଦେଶର ଅଧିକାଂଶ ଅଞ୍ଚଳରେ ସ୍ବାଭାବିକଠୁ କମ୍‌ ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri