ଆଜି ପ୍ରକାଶ ପାଇବ ପିଜି ତୃତୀୟ ମେଧା ତାଲିକା

ଭୁବନେଶ୍ୱର, ୨୨।୮(ଅସମାପିକା ସାହୁ):୨୦୨୩-୨୪ ଶିକ୍ଷା ବର୍ଷ ପାଇଁ ରାଜ୍ୟରେ ଥିବା ବିଶ୍ୱବିଦ୍ୟାଳୟରେ ପିଜି ନାମଲେଖା ନିମନ୍ତେ ମଙ୍ଗଳବାର ଅପରାହ୍ନ ୨ଟାରେ ତୃତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ। ମନୋନୀତ ଛାତ୍ରୀଛାତ୍ର ମଙ୍ଗଳବାର ସନ୍ଧ୍ୟା ୭ଟାରୁ ୨୪ ତାରିଖ ରାତି ୧୧ଟା ୪୫ ପର୍ଯ୍ୟନ୍ତ ସ୍ଲାଇଡ୍‌ ଅପ୍‌, ଫ୍ରିଜ୍‌ ଏବଂ ଫି’ ଦାଖଲ କରିବେ। ଏହି ପର୍ଯ୍ୟାୟରେ ଚୟନ ହୋଇଥିବା ଛାତ୍ରୀଛାତ୍ର ୨୩ ତାରିଖ ସକାଳ ୯ଟାରୁ ୨୫ ତାରିଖ ଅପରାହ୍ନ ୫ଟା ମଧ୍ୟରେ ନାମଲେଖାଇବେ। ୩୧ ତାରିଖ ଅପରାହ୍ନ ୨ଟାରେ ଚତୁର୍ଥ ରାଉଣ୍ଡ୍‌ ମେଧା ତାଲିକା ପ୍ରକାଶ ପାଇବ। ମନୋନୀତ ଛାତ୍ରୀଛାତ୍ର ସେପ୍ଟେମ୍ବର ୧ ସକାଳ ୯ଟାରୁ ୪ ତାରିଖ ଅପରାହ୍ନ ୫ଟା ଭିତରେ ନାମଲେଖାଇବେ। ଏହି ରାଉଣ୍ଡ୍‌ରେ ନାମଲେଖାଇଥିବା ଛାତ୍ରୀଛାତ୍ରଙ୍କ ତାଲିକା ଇ-ସ୍ପେସ୍‌ରେ ୪ ତାରିଖ ସନ୍ଧ୍ୟା ୭ଟା ସୁଦ୍ଧା ଅପ୍‌ଲୋଡ୍‌ କରାଯିବ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡମପେଟା ସମୁଦ୍ର କୂଳ ଲଂଘିବା ଘଟଣା: ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୩।୭(ଅନାଥ ତରାଇ):  ବିଶ୍ୱତାପନ ଓ ବଙ୍ଗୋପସାଗରରେ କ୍ରମାଗତ ଜଳସ୍ତର ବୃଦ୍ଧି ଯୋଗୁଁ ଗଞ୍ଜାମ ଜିଲା ଉପକୂଳରେ ସ୍ଥିତି ଗମ୍ଭୀର ରହିଛି । ଏହାର ସ୍ଥାୟୀ ସମାଧାନ ପାଇଁ ସ୍ଥାନୀୟ…

ଘରୁ ଉଭାନ୍‌ ହୋଇଗଲେ ଅଷ୍ଟମ ଶ୍ରେଣୀ ଛାତ୍ରୀ: ବାପା କହିଲେ…

ଭବାନୀପାଟଣା,୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହର ସ୍ଥିତ ଭୈରବନଗର ପଡ଼ାରେ ରହୁଥିବା ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀ ଅପହରଣ ହୋଇଥିବା ନେଇ ଅଭିଯୋଗ ଆସିଛି।…

ଅଙ୍ଗନଦୀ ସେତୁରୁ ଉଠିଗଲା କଂକ୍ରିଟ: ଦୁର୍ଘଟଣା ଆଶଙ୍କା

ଲୋଇସିଂହା,୩।୭ (ସୁଶାନ୍ତ ବାରିକ):ବଲାଙ୍ଗୀର-ବରଗଡ୨୬ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ସାଲେଭଟା ଅଙ୍ଗନଦୀ ସେତୁ ମଝି ଅଂଶ ଶୋଚନୀୟ ହୋଇ ପଡିଥିବା ସ୍ଥାନକୁ ଗତ ମଙ୍ଗଳବାର ମରାମତି କରାଯାଇଥିଲା।…

ଓଡ଼ିଶା ସମେତ ୧୬ ରାଜ୍ୟକୁ ହାଇ ଆଲର୍ଟ; IMD ର ବଡ଼ ଚେତାବନୀ

ନୂଆଦିଲ୍ଲୀ,୩।୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁସାରେ, ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେଉଛି। ଉତ୍ତର ଓଡ଼ିଶା ଉପକୂଳ ନିକଟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।…

ଅଙ୍ଗନବାଡି ଗୃହ ପାଇଁ ବ୍ଲକ ଘେରାଉ: ଆନ୍ଦୋଳନରେ ସାମିଲ ହେଲେ କୁନି କୁନି ପିଲା

ଜଗନ୍ନାଥପ୍ରସାଦ,୩।୭(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଦେଖିବାକୁ ମିଳିଛି ଏକ ଅଭାବନୀୟ ଦୃଶ୍ୟ । ଚାରିକୋଣିଆ ଗୌଡ଼ ସାହିରେ ଅଙ୍ଗନବାଡି…

ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷାଙ୍କ ପରଲୋକ, ଶୋକବ୍ୟକ୍ତ କଲେ କଳାହାଣ୍ଡି ଏମପି

ଭବାନୀପାଟଣା,୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷା ତଥା ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀଙ୍କ ପତ୍ନୀ ଶ୍ରୀମତୀ ମାଝୀ (୫୭)ଙ୍କ ଗୁରୁବାର ବିଳମ୍ବିତ…

କଣ କେନ୍ଦ୍ର କର୍ମଚାରୀଙ୍କୁ କରୋନା ସମୟରେ ଅଟକିଥିବା ୧୮ ମାସର DA ଏରିୟର ମିଳିବ? ଆସିଲା ବଡ଼ ଖବର!

ନୂଆଦିଲ୍ଲୀ,୩।୭: ଲକ୍ଷ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ (8ମ ବେତନ କମିଶନ) ଏବେ ପୂରା ଆକ୍ସନ ମୋଡ଼ରେ ।…

ଭୂକମ୍ପ ଭଗ୍ନାବଶେଷ ଭିତରୁ ୭ ଦିନ ପରେ ଜୀବନ୍ତ ଉଦ୍ଧାର ହେଲେ ବ୍ୟକ୍ତି: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

କାରକାସ୍‌,୩।୭: ଭେନେଜୁଏଲାରେ ଦୁଇଟି ଭୂକମ୍ପ ଯୋଗୁ ହୋଇଥିବା କ୍ଷୟକ୍ଷତି ମଧ୍ୟରେ ବଞ୍ଚିବାର ଏକ ଉଲ୍ଲେଖନୀୟ କାହାଣୀ ସାମ୍ନାକୁ ଆସିଛି। ପ୍ରାୟ ୭ ଦିନ ଧରି ଏକ ଶପିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri