କାଲି ପ୍ରକାଶ ପାଇବ ପିଜି ତୃତୀୟ ମେଧା ତାଲିକା

ଭୁବନେଶ୍ୱର, ୨୧।୮(ଅସମାପିକା ସାହୁ)- ୨୦୨୩-୨୪ ଶିକ୍ଷା ବର୍ଷ ପାଇଁ ରାଜ୍ୟରେ ଥିବା ବିଶ୍ୱବିଦ୍ୟାଳୟରେ ପିଜି ନାମଲେଖା ନିମନ୍ତେ ମଙ୍ଗଳବାର ଅପରାହ୍ନ ୨ଟାରେ ତୃତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ। ମନୋନୀତ ଛାତ୍ରୀଛାତ୍ର ମଙ୍ଗଳବାର ସନ୍ଧ୍ୟା ୭ଟାରୁ ୨୪ ତାରିଖ ରାତି ୧୧ଟା ୪୫ ପର୍ଯ୍ୟନ୍ତ ସ୍ଲାଇଡ୍‌ ଅପ୍‌, ଫ୍ରିଜ୍‌ ଏବଂ ଫି’ ଦାଖଲ କରିବେ। ଏହି ପର୍ଯ୍ୟାୟରେ ଚୟନ ହୋଇଥିବା ଛାତ୍ରୀଛାତ୍ର ୨୩ ତାରିଖ ସକାଳ ୯ଟାରୁ ୨୫ ତାରିଖ ଅପରାହ୍ନ ୫ଟା ମଧ୍ୟରେ ନାମଲେଖାଇବେ। ୩୧ ତାରିଖ ଅପରାହ୍ନ ୨ଟାରେ ଚତୁର୍ଥ ରାଉଣ୍ଡ୍‌ ମେଧା ତାଲିକା ପ୍ରକାଶ ପାଇବ। ମନୋନୀତ ଛାତ୍ରୀଛାତ୍ର ସେପ୍ଟେମ୍ବର ୧ ସକାଳ ୯ଟାରୁ ୪ ତାରିଖ ଅପରାହ୍ନ ୫ଟା ଭିତରେ ନାମଲେଖାଇବେ। ଏହି ରାଉଣ୍ଡ୍‌ରେ ନାମଲେଖାଇଥିବା ଛାତ୍ରୀଛାତ୍ରଙ୍କ ତାଲିକା ଇ-ସ୍ପେସ୍‌ରେ ୪ ତାରିଖ ସନ୍ଧ୍ୟା ୭ଟା ସୁଦ୍ଧା ଅପ୍‌ଲୋଡ୍‌ କରାଯିବ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେଡ୍‌ଲାଇନ୍‌ ଘୋଷଣା: ୨୭ ପରେ ଅନୁଦାନ ମନା

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ମାସ ୧୭ରୁ ଆରମ୍ଭ ହେବାକୁଥିବା ବଜେଟ ଅଧିବେଶନକୁ ଦୃଷ୍ଟିରେ ରଖାଯାଇ ଅର୍ଥ ବିଭାଗ ପକ୍ଷରୁ ସବୁ ବିଭାଗ ପାଇଁ ଅର୍ଥ…

ବାଚସ୍ପତିଙ୍କ ବିରୋଧରେ ଅନାସ୍ଥା ନୋଟିସ

ନୂଆଦିଲ୍ଲୀ,୧୧ା୨: ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କୁ ପଦବୀରୁ ହଟାଇବା ପାଇଁ ବିରୋଧୀ ଦଳଗୁଡ଼ିକ ମଙ୍ଗଳବାର ଅନାସ୍ଥା ପ୍ରସ୍ତାବ ନୋଟିସ ଦାଖଲ କରିଛନ୍ତି। ବିର୍ଲା ଗୃହକାର୍ଯ୍ୟ ପରିଚାଳନାରେ…

୧୩ରେ ରାଜ୍ୟ କ୍ୟାବିନେଟ୍‌: ସରକାରଙ୍କ କସରତ

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ବିଧାନସଭାରେ ବଜେଟ ଅଧିବେଶନ ୧୭ରୁ ଆରମ୍ଭ ହେବ। ଏଥିପାଇଁ ସରକାରଙ୍କ ପକ୍ଷରୁ ବ୍ୟାପକ କସରତ ଗତ…

ବାଇକରେ ଘରକୁ ଫେରୁଥିଲେ ୨ ଜଣ ଯୁବକ, ବାଟରେ ଘଟିଲା ବଡ଼ ଅଘଟଣ, ଘଟଣାସ୍ଥଳରେ…

ଥୁଆମୂଳ ରାମପୁର, ୧୧ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଜଣେ ଯୁବକଙ୍କ ଅକାଳ ବିୟୋଗ…

ଡୁଡୁକା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମରେ ଅନିୟମିତତା ଅଭିଯୋଗ

ଲୋଇସିଂହା,୧୧।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକରେ ଏମ୍‌ଜିଏନଆରଇଜିଏସ୍‌ କାମରେ ଅନିୟମିତତା ହେଉଥିବା ନେଇ ଅଭିଯୋଗ ହେଉଛି। ପଞ୍ଚାୟତ ସ୍ତରରେ ହେଉଥିବା କାମ ସଂକ୍ରାନ୍ତରେ ଏମ୍‌ଜିଏନଆରଇଜିଏସ୍‌ କାମ ସାଇଟ୍‌ର…

ବିବାହର ମିଥ୍ୟା ପ୍ରଲୋଭନ ଦେଖାଇ ରଖୁଥିଲେ ଶାରୀରିକ ସମ୍ପର୍କ, ଥାନାରେ ପହଞ୍ଚିଲା ପ୍ରେମିକା

ଦେବଗଡ,୧୧।୨(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଥ୍ୟା ପ୍ରଲୋଭନ ଦେଖାଇ ପ୍ରେମିକା ସହିତ ଶାରୀରିକ ସମ୍ପର୍କ ସ୍ଥାପନ ପରେ ପ୍ରତାରଣା ଅଭିଯୋଗରେ ପ୍ରେମିକଙ୍କୁ ଗିରଫ କରି ମଙ୍ଗଳବାର ଦେବଗଡ…

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri