ଭୁବନେଶ୍ୱର, ୩୧।୮(ଅସମାପିକା ସାହୁ)୨୦୨୩-୨୪ ଶିକ୍ଷା ବର୍ଷ ପାଇଁ ରାଜ୍ୟରେ ଥିବା ବିଶ୍ୱବିଦ୍ୟାଳୟରେ ପିଜି ନାମଲେଖା ନିମନ୍ତେ ଗୁରୁବାର ଅପରାହ୍ନ ୨ଟାରେ ଚତୁର୍ଥ ରାଉଣ୍ଡ୍ ମେଧା ତାଲିକା ପ୍ରକାଶ ପାଇବ। ମନୋନୀତ ଛାତ୍ରୀଛାତ୍ର ଛୁଟିଦିନ ବ୍ୟତୀତ ୧ ତାରିଖ ସକାଳ ୯ଟାରୁ ୪ ତାରିଖ ଅପରାହ୍ନ ୫ଟା ଭିତରେ ନାମ ଲେଖାଇବେ। ଏହି ରାଉଣ୍ଡରେ ନାମଲେଖାଇଥିବା ଛାତ୍ରୀଛାତ୍ରଙ୍କ ତାଲିକା ଇ-ସ୍ପେସ୍ରେ ୪ ତାରିଖ ସନ୍ଧ୍ୟା ୭ଟା ସୁଦ୍ଧା ଅପ୍ଲୋଡ୍ କରାଯିବ। ଉଲ୍ଲେଖଯୋଗ୍ୟ, ନାମଲେଖା ଚାଲିଥିଲେ ବିଳମ୍ବ ହୋଇଯାଇଥିବାରୁ ଗତ ୨୧ ତାରିଖରୁ ପିଜି ପ୍ରଥମ ବର୍ଷ ପାଠପଢ଼ା ଆରମ୍ଭ ହୋଇଛି।
ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍ପି
ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…
ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ
ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…
ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍ ଗୀତ ଗାଇ…
କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍ ଗାୟିକା ହେବା ସହିତ ସେ ଜଣେ…
ସାପ ନେଲା ଚାଷୀଙ୍କ ଜୀବନ
ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…
ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…
ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍ କରେଣ୍ଟ ଲାଗି ଜଣେ…
ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା
ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…
ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା
କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…
ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା
ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…
Archives

