ଫେବୃୟାରୀ ୧୦ରୁ ପିଜି କ୍ଲାସ ଆରମ୍ଭ

ଭୁବନେଶ୍ୱର,୨।୨(ବ୍ୟୁରୋ): ଫେବୃୟାରୀ ୧୦ ତାରିଖରୁ ଆରମ୍ଭ ହେବ ପିଜି ପାର୍ଟ- କ୍ଲାସ। ଏ ନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ମଙ୍ଗଳବାର ସୂଚନା ଦେଇଛନ୍ତି। ପ୍ରି-ଫାଇନାଲ ଇୟର କ୍ଲାସ ମଧ୍ୟ ଫେବୃୟାରୀ ୧୦ରୁ ଆରମ୍ଭ ହେବା ନେଇ ସେ କହିଛନ୍ତି। ତେଣୁ ଆଗାମୀ ୮ରୁ ମଧ୍ୟ ହଷ୍ଟେଲ ଖୋଲାଯିବ। କରୋନା କଟକଣା ନିୟମ ପାଳନ କରାଯାଇ କ୍ଲାସ ହେବ ବୋଲି ମନ୍ତ୍ରୀ କହିଛନ୍ତି।
ଏହାସହ ୟୁଜି ୩ୟ ସେମିଷ୍ଟର ଓ ୫ମ ସେମିଷ୍ଟର ପରୀକ୍ଷା ଏପ୍ରିଲ ୧୯ରୁ ଆରମ୍ଭ ହେବ। ଏହା ଏପ୍ରିଲ ୩୦ ଯାଏ ଚାଲିବ। ମେ ୩୧ ସୁଦ୍ଧା ରେଜଲ୍ଟ ପ୍ରକାଶ ପାଇବ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଭ୍ୟନ୍ତରୀଣ ଜିଲାରେ ତାତି, ଉପକୂଳରେ ଆଶ୍ୱସ୍ତି

ଭୁବନେଶ୍ୱର,୩।୪(ବ୍ୟୁରୋ): ଗତ କିଛିଦିନ ଧରି ଲାଗି ରହିଥିବା ପ୍ରଚଣ୍ଡ ଗ୍ରୀଷ୍ମ ଦାଉରୁ ଉପକୂଳବର୍ତ୍ତୀ ଜିଲାଗୁଡ଼ିକୁ ତ୍ରାହି ମିଳିଛି। ଘୂର୍ଣ୍ଣିଝଡ଼ ଯୋଗୁ ପାରଦ ତଳକୁ ଖସିଛି। ମାତ୍ର...

ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫ ହଜାର ଟପିଲା

ଛତ୍ରପୁର,୧୭ା୮(ଡି.ଏନ.ଏ.)-ଗଞ୍ଜାମ ଜିଲାରେ କରୋନା ପଜିଟିଭ୍‌ଙ୍କ ସଂଖ୍ୟା ୧୫ହଜାର ଟପିଛି। ଛତ୍ରପୁରସ୍ଥିତ ଜିଲା କୋଭିଡ୍‌ ସେଲ୍‌ ପକ୍ଷରୁ ସୋମବାର ଦିଆଯାଇଥିବା ଅନୁସାରେ ୨୪୩ ପଜିଟିଭ୍‌ ଚିହ୍ନଟ ହୋଇଥିବା...

ଠିକ୍‌ରେ ପିପିଇ ନ ପିନ୍ଧିଲେ ସଂକ୍ରମଣ ଆଶଙ୍କା ଅଧିକ

ଭୁବନେଶ୍ୱର,୨।୭(ବ୍ୟୁରୋ): ରାଜ୍ୟର ବିଭିନ୍ନ ହସ୍ପିଟାଲ କରୋନା ସଂକ୍ରମଣର ହଟ୍‌ସ୍ପଟ୍‌ ପାଲଟୁଛି। ଦିନକୁ ଦିନ ଡାକ୍ତର ଓ ହସ୍ପିଟାଲ କର୍ମଚାରୀ ସଂକ୍ରମଣର ଶିକାର ହେଉଥିବାରୁ ଆଗାମୀ ଦିନରେ...

ଆଜି ରାଜ୍ୟ ପୁସ୍ତକ ମହୋତ୍ସବ ‘ଅକ୍ଷର’

ଭୁବନେଶ୍ୱର,୯।୧୨(ବ୍ୟୁରୋ):ରାଜ୍ୟ ପୁସ୍ତକ ମହୋତ୍ସବ ‘ଅକ୍ଷର’ ଶୁକ୍ରବାରଠାରୁ ୟୁନିଟ୍‌-୩ ପ୍ରଦର୍ଶନୀ ପଡ଼ିଆଠାରେ ଅନୁଷ୍ଠିତ ହେବ। ୧୮ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ମେଳାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

ବରଗଡ଼ ଧନୁଯାତ୍ରା ଲାଗି କଂସ ଚୟନକୁ ନେଇ ବଢ଼ୁଛି ବିରୋଧ: କଳାକାର ସଂଘ ପରେ ଜିଲାପାଳଙ୍କୁ ଭେଟିଲା ଜିଲା ସାମ୍ବାଦିକ ସଂଘ

ବରଗଡ଼ ଅଫିସ,୭।୧୧- ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ୩୧ ତାରିଖଠାରୁ ଆରମ୍ଭ ହୋଇ ୨୦୨୦ ଜାନୁଆରୀ ୧୦ ତାରିଖ ପର୍ଯ୍ୟନ୍ତ...

ପୁଣି ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି

ଭୁବନେଶ୍ୱର,୯।୭(ବ୍ୟୁରୋ): ଓଡ଼ିଶା ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା...

ପୂଜା ମଣ୍ଡପରେ ଭକ୍ତଙ୍କୁ ଚାରା ବଣ୍ଟନ

ଭୁବନେଶ୍ୱର, ୭ା୧୦(ବ୍ୟୁରୋ)- ପରିବେଶ ସନ୍ତୁଳନ ରହିଲେ ମାନବଜାତି ଶୃଙ୍ଖଳିତ ଜୀବନଯାପନ କରିପାରିବ। ଏଥିପାଇଁ ପର୍ଯ୍ୟାପ୍ତ ପରିମାଣର ବୃକ୍ଷରୋପଣ ଜରୁରୀ ହୋଇପଡ଼ିଛି। ଏଭଳି ବାର୍ତ୍ତା ଦେଇ ଭକ୍ତଙ୍କୁ...

ପୂର୍ବତନ କେନ୍ଦ୍ରମନ୍ତ୍ରୀ କରୋନା ପଜିଟିଭ୍‌

ବାଲେଶ୍ୱର ଅଫିସ,୩।୧୦: ବାଲେଶ୍ୱର ଏମ୍‌ପି ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ କରୋନା ସଂକ୍ରମିତ ହୋଇଛନ୍ତି। ସେ ଟ୍ବିଟ୍‌ କରି ରବିବାର ଏହି ସୂଚନା...

Advertisement
Archives

Model This Week