ପ୍ରକାଶ ପାଇଲା ପିଜି ନାମଲେଖା ପାଇଁ ମେଧା ତାଲିକା

ଭୁବନେଶ୍ୱର,୬।୯(ବ୍ୟୁରୋ): ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ସ୍ବୟଂଶାସିତ ମହାବିଦ୍ୟାଳୟରେ ପିଜି ନାମଲେଖା ପାଇଁ ମେଧା ତାଲିକା ପ୍ରକାଶ ପାଇଛି। ସେପ୍ଟେମ୍ବର ୧୬ ଓ ୧୭ ତାରିଖରେ ପ୍ରଥମ ପର୍ଯ୍ୟାୟ ନାମଲେଖା ହେବ। ତେବେ ଛାତ୍ରୀଛାତ୍ର ୧୯ ତାରିଖ ପର୍ଯ୍ୟନ୍ତ ସ୍ଲାଇଡ ଅପ୍‌ କରିବାକୁ ସୁଯୋଗ ଦିଆଯିବ। ସେହିପରି ସେପ୍ଟେମ୍ବର ୨୩ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ତାଲିକା ପ୍ରକାଶ ପାଇବ ଏବଂ ୨୫ ତାରିଖ ସୁଦ୍ଧା ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟା ଶେଷ ହେବ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଗୁଆ ଜାମିନ ଆବେଦନ କଲେ ମନ୍ତ୍ରୀ, ଏମ୍‌ପି

କଟକ ଅଫିସ,୪ା୨: ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ମନ୍ତ୍ରୀ ଓ ଏମ୍‌ପି ପହଞ୍ଚିଛନ୍ତି। ଗିରଫ ଭୟରେ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର...

ସ୍ବାଧୀନତା ସଂଗ୍ରାମୀ ଚନ୍ଦ୍ରଶେଖର ନାୟକଙ୍କ ପରଲୋକ

ପୁରୀ ଅଫିସ,୨୫ା୩:  ବିଶିଷ୍ଟ ଗାନ୍ଧିବାଦୀ ତଥା ସ୍ବାଧୀନତା ସଂଗ୍ରାମୀ ଚନ୍ଦ୍ରଶେଖର ନାୟକଙ୍କ ବୁଧବାର ପରଲୋକ ହୋଇଯାଇଛି। ତାଙ୍କୁ ୯୯ ବର୍ଷ ବୟସ ହୋଇଥିଲା। ବାର୍ଦ୍ଧକ୍ୟଜନିତ ସମସ୍ୟା...

ପାଣି ପାଇଁ ବୋହିଲା ରକ୍ତ: ଦୁଇ ମୃତ, ୧୦ରୁ ଊର୍ଦ୍ଧ୍ୱ ଗୁରୁତର

ବ୍ରହ୍ମଗିରି,୧୧।୧୦( ଡି.ଏନ୍‌. ଏ) : ପିଇବା ପାଣି ସଂଯୋଗ ନେବାକୁ କେନ୍ଦ୍ରକରି ରବିବାର ଦୁଇ ପରିବାର ମଧ୍ୟରେ ସଂଘର୍ଷ ଘଟିଛି। ଏହି ଘଟଣାରେ ଦୁଇ ଜଣଙ୍କ...

ବିଦ୍ୟୁତ୍‌ ଲୋଭୋଲଟେଜ ସମସ୍ୟା: ଜିଲାପାଳଙ୍କୁ ଦେଖାକଲେ ଚାଷୀ ପ୍ରତିନିଧି

ନୂଆପଡା ଅଫିସ,୧୭ା୪: ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ଦର୍ଲିପଡା, ସିଆଲଟି ଗ୍ରାମପଞ୍ଚାୟତରେ ବିଦ୍ୟୁତ୍‌ ଲୋଭୋଲଟେଜ ସମସ୍ୟା ଯୋଗୁ ଶତାଧିକ ଏକର ଜମିର ରବି ଚାଷ...

ରଥକୁ ଉଠିଲା ଦୁଆର ବେଢା

ପୁରୀ ଅଫିସ,୨।୭ ଆଉ ଦୁଇଦିନ ପରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ରଥଖଳାରେ ଦ୍ରୁତଗତିରେ ଚାଲିଛି ରଥ କାମ। ସୋମବାର ତିନିରଥର ଦୁଇଟି ଲେଖାଏ ଦୁଆର ବେଢା ଉଠିଛି।...

୧୫ରେ ଗର୍ଭବତୀଙ୍କୁ ଟିକା : ଛିଡ଼ା ହେବାକୁ ପଡ଼ିବନି ଧାଡ଼ିରେ

ଭୁବନେଶ୍ୱର,୯।୭(ବ୍ୟୁରୋ): ଗର୍ଭବତୀମାନଙ୍କ ପାଇଁ କରୋନା ଟିକା ବିପଦ ନୁହେଁ । ବିଶେଷଜ୍ଞମାନଙ୍କ ଏପରି ଘୋଷଣା ପରେ ଆସନ୍ତା ୧୫ ତାରିଖ ପରେ ରାଜ୍ୟରେ ଗର୍ଭବତୀଙ୍କ ଟିକାକରଣ...

ପ୍ରକାଶ ପାଇଲା ଉପନିର୍ବାଚନ ବିଜ୍ଞପ୍ତି: ନଭେମ୍ବର ୩ରେ ବାଲେଶ୍ୱର ସଦର, ତିର୍ତ୍ତୋଲରେ ହେବ ମତଦାନ

ଭୁବନେଶ୍ୱର,୯ା୧୦(ବ୍ୟୁରୋ): କରୋନା କଟକଣା ମଧ୍ୟରେ ଆସନ୍ତା ନଭେମ୍ବର ୩ରେ ବାଲେଶ୍ୱର ସଦର ଏବଂ ତିର୍ତ୍ତୋଲରେ ଉପନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି।...

ମାଷ୍ଟରକ୍ୟାଣ୍ଟିନ ଛକରେ ଆତଙ୍କ: ଅଟୋରୁ ମିଳିଲା ୪ ବୋମା ଓ ବନ୍ଧୁକ, ଜଣେ ଗିରଫ

ଭୁବନେଶ୍ୱର, ୨୧।୭ (ବ୍ୟୁରୋ): ଚାଲିଛି ବିଧାନସଭା ଅଧିବେଶନ। ମାଷ୍ଟରକ୍ୟାଣ୍ଟିନ ଛକରୁ ପିଏମ୍‌ଜି ଛକ ଯାଏ ପୋଲିସ ଛାଉଣୀ। ଏପରିକି ପିଏମ୍‌ଜିରେ ପ୍ରତିଦିନ ଏକାଧିକ ସଂଗଠନ ବିଭିନ୍ନ...

Advertisement
Archives

Model This Week