ଏକକ ପିଜି ପରୀକ୍ଷା ପାଇଁ ପ୍ରସ୍ତୁତି ଆରମ୍ଭ: କରୋନା ଆକ୍ରାନ୍ତ ଦେଇପାରିବେ ପରୀକ୍ଷା

ଭୁବନେଶ୍ୱର,୯ା୧୦(ବ୍ୟୁରୋ): ଏକକ ପିଜି ପ୍ରବେଶିକା ପରୀକ୍ଷା ନେଇ ଶୁକ୍ରବାର ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ଆସନ୍ତା ୧୨ ତାରିଖରୁ ଚଳିତବର୍ଷ ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟର ପିଜି ଶ୍ରେଣୀରେ ନାମଲେଖା ପାଇଁ ଏକକ ପ୍ରବେଶିକା ପରୀକ୍ଷା ଆରମ୍ଭ ହେବ ବୋଲି ନିଷ୍ପତ୍ତି ନିଆଯାଇଛି। ତେବେ ୨୨ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ପରୀକ୍ଷା ରାଜ୍ୟର ୨୬ଟି ସେଣ୍ଟରରେ କରାଯିବ। କରୋନା ଆକ୍ରାନ୍ତ ପରୀକ୍ଷାର୍ଥୀମାନେ ମଧ୍ୟ ଏହି ପରୀକ୍ଷା ଦେଇପାରିବେ।
ଚଳିତବର୍ଷ ୮୩ଟି ବିଷୟରେ ନାମଲେଖା ହେବ। ୭୦ ପ୍ରତିଶତ ମାର୍କ ପ୍ରବେଶିକା ଓ ୩୦ ପ୍ରତିଶତ ମାର୍କ କ୍ୟାରିୟରକୁ ନେଇ ଚୟନ କରାଯିବ। ନଭେମ୍ବର ୭ରେ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇବ। ଚଳିତବର୍ଷ ୧୪,୭୦୦ ସିଟ୍‌ ପାଇଁ ୬୨,୨୦୦ ଛାତ୍ରୀଛାତ୍ର ଆବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସ-TVK ମଧ୍ୟରେ ବଢ଼ିଲା ବିବାଦ, ୨୦୨୯ରେ ରାହୁଲଙ୍କୁ ପିଏମ୍ ପ୍ରାର୍ଥୀ ନକଲେ….

ଚେନ୍ନାଇ,୩୧।୮: ତାମିଲନାଡୁରେ କଂଗ୍ରେସ ଓ TVK ମଧ୍ୟରେ ୨୦୨୯ ଲୋକ ସଭା ନିର୍ବାଚନରେ ପ୍ରଧାନମନ୍ତ୍ରୀ ପ୍ରାର୍ଥୀଙ୍କୁ ନେଇ ବିବାଦ ଆରମ୍ଭ ହୋଇଛି। କଂଗ୍ରେସ ନେତା ତଥା ପର୍ଯ୍ୟଟନ…

କିଡ୍‌ନୀ ସୁସ୍ଥ ରଖିବାକୁ ହେଲେ ଆପଣାନ୍ତୁ ଏହି ଉପାୟ…

ଆମ ଶରୀରର ଅନ୍ୟତମ ପ୍ରମୁଖ ଅଙ୍ଗ ହେଉଛି କିଡ୍‌ନୀ। ଏହା ସୁସ୍ଥ ରହିବା ନିହାତି ଦରକାର। ତେବେ ଏଥିଲାଗି କେତୋଟି ସରଳ ଉପାୟ ରହିଛି। ଆସନ୍ତୁ ସେ…

OSEPAର ବଡ଼ ଘୋଷଣା: ଏହି ଦିନ ହେବ ସମେଟିଭ-୧ ପରୀକ୍ଷା

ଭୁବନେଶ୍ୱର,୩୧।୮: OSEPA ପକ୍ଷରୁ ଛାତ୍ରୀଛାତ୍ରମାନଙ୍କ ପାଇଁ ସୋମବାର ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ଦିଆଯାଇଛି। ସେପ୍ଟେମ୍ବର ଚତୁର୍ଥ ସପ୍ତାହରେ ଛାତ୍ରୀଛାତ୍ରମାନଙ୍କ ସମେଟିଭ ଆସେସମେଣ୍ଟ-୧ ପରୀକ୍ଷା ହେବ ବୋଲି ଘୋଷଣା…

ଝିଅର ଫି’ ପାଇଁ ଖାଲି ପାଦରେ ଦୌଡ଼ିଲେ ମା’, ମାରାଥନ୍‌ରେ ଜିତିଲେ ୩ ହଜାର ଟଙ୍କା

ମୁମ୍ବାଇ,୩୧।୮: ଝିଅମାନଙ୍କ ପାଠପଢ଼ା ପାଇଁ ଜଣେ ମା’ଙ୍କ ସଂଘର୍ଷ ଏବେ ସମସ୍ତଙ୍କ ପାଇଁ ପ୍ରେରଣା ପାଲଟିଛି। ଝିଅଙ୍କ ଫି’ ଟଙ୍କା ଯୋଗାଡ଼ କରିବା ପାଇଁ ଖାଲି ପାଦରେ…

୭୫ ବର୍ଷର ସୁବର୍ଣ୍ଣପୁର ପୌରପାଳିକା: ଏବେ ବି ବିକାଶଠୁ ବହୁ ଦୂରରେ…

ସୋନପୁର,୩୧।୮(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ପୌରପାଳିକା ଓଡ଼ିଶାର ଅନ୍ୟତମ ପୁରାତନ ପୌରପାଳିକା। ୧୯୫୦ ମସିହାରେ ବ୍ରିଟିଶ ଶାସନ ସମୟରେ ସୋନପୁର ରାଜ୍ୟରେ ପୌରପାଳିକା ସ୍ଥାପନ ହୋଇଥିଲା। ସ୍ବାଧୀନତା ପରେ…

ଧାନ ବିକ୍ରି ପଞ୍ଜୀକରଣ ପାଇଁ ପାକ୍ସରେ ଚାଷୀଙ୍କ ଭିଡ଼

ଅମରପାଲି,୩୧ା୮(ପୀତାମ୍ବର ସାହୁ): ଚାଷ ଓ ଚାଷୀଙ୍କ ଜିଲା ସୁବର୍ଣ୍ଣପୁର। ଜିଲାର ଅଧିକାଂଶ ଧାନ ଚାଷ କରନ୍ତି। ଚଳିତ ଖରିଫ ଋତୁରେ ଧାନ ବିକ୍ରି ପାଇଁ ସୁବର୍ଣ୍ଣପୁର ଜିଲା…

ବିଜେଡିର ବଡ଼ ଚେତାବନୀ: MMDR ପ୍ରତ୍ୟାହାର ନ ହେଲେ ଧାରଣା

ଭୁବନେଶ୍ୱର,୩୧।୮:ଖଣି ଏବଂ ଖଣିଜ (ବିକାଶ ଏବଂ ନିୟନ୍ତ୍ରଣ) ସଂଶୋଧନ ଆଇନ, ୨୦୨୬(MMDR) ପ୍ରତ୍ୟାହାର ନ ହେବା ଯାଏ ରାଜଭବନ ଆଗରେ ଧାରଣା ଦିଆଯିବ ବୋଲି ସୋମବାର ଅନୁଷ୍ଠିତ…

ନେପାଳ ବନ୍ୟାରେ ଭାସିଗଲା କୋଟି କୋଟି ଟଙ୍କା ଗଚ୍ଛିତ ଥିବା ବ୍ୟାଙ୍କ, ୩୫ କର୍ମଚାରୀ ନିଖୋଜ, ଏବେ ବଢୁଛି ଲୁଟ୍‌ ମାମଲା

କାଠମାଣ୍ଡୁ,୩୧।୮: ପାର୍ବତ୍ୟ ଦେଶ ନେପାଳରେ, ପ୍ରକୃତିର ଭୟଙ୍କର ଶକ୍ତି କେବଳ ଦୈନନ୍ଦିନ ଜୀବନକୁ ନୁହେଁ ବରଂ ସମଗ୍ର ଅର୍ଥନୈତିକ ବ୍ୟବସ୍ଥାକୁ ଦୋହଲାଇ ଦେଇଛି। ଭୋଟେ କୋଶି ନଦୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri