ଆଜିଠାରୁ ପିଜି ପାଠପଢ଼ା

ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ୨୦୨୨-୨୩ ଶିକ୍ଷା ବର୍ଷରେ ନାମ ଲେଖାଇଥିବା ସ୍ନାତକୋତ୍ତର(ପିଜି) ଛାତ୍ରୀଛାତ୍ରଙ୍କ ପାଠପଢ଼ା ସୋମବାରରୁ ଆରମ୍ଭ ହେବ। ଯେଉଁ ଛାତ୍ରୀଛାତ୍ର ହଷ୍ଟେଲରେ ରହିବା ପାଇଁ ନାମ ଲେଖାଇଛନ୍ତି, ସେମାନଙ୍କ ପାଇଁ ହଷ୍ଟେଲରେ ସବୁ ପ୍ରକାର ସୁବିଧା ରଖିବା ପାଇଁ ପୂର୍ବରୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ବିଶ୍ୱବିଦ୍ୟାଳୟ ପିଜି କାଉନସିଲ ଚେୟାରମ୍ୟାନ ଏବଂ ସମସ୍ତ ସରକାରୀ ଓ ବେସରକାରୀ ମହାବିଦ୍ୟାଳୟ ଅଧ୍ୟକ୍ଷଙ୍କୁ ଚିଠି ଲେଖି ଜଣାଇ ଦିଆଯାଇଛି। ଉଚ୍ଚ ଶିକ୍ଷା ବିଭାଗ ଅଧୀନରେ ଥିବା ଘରୋଇ ବିଶ୍ୱବିଦ୍ୟାଳୟଗୁଡ଼ିକ ମଧ୍ୟ ଏହି ନିର୍ଦ୍ଦେଶକୁ ପାଳନ କରିପାରିବେ ବୋଲି ଚିଠିରେ ଉଲ୍ଲେଖ ରହିଥିଲା। ସେପଟେ ପିଜି ନାମଲେଖା ପ୍ରକ୍ରିୟା ଏଯାଏ ଶେଷ ହୋଇନାହିଁ। ପ୍ରଥମ ପର୍ଯ୍ୟାୟ ନାମଲେଖା ସେପ୍ଟେମ୍ବର ୧୬ ଓ ୧୭ରେ ହୋଇଥିବାବେଳେ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ୨୪ ଓ ୨୫ ତାରିଖରେ ଅନୁଷ୍ଠିତ ହୋଇଥିଲା। ସ୍ପଟ୍‌ ନାମଲେଖା ପାଇଁ ଗତ ୧୦ ତାରିଖରେ ମେଧା ତାଲିକା ପ୍ରକାଶ ପାଇଥିଲାବେଳେ ୧୮ତାରିଖରେ ସିଟ୍‌ ଆବଣ୍ଟନ ତାଲିକା ପ୍ରକାଶ ପାଇବ। ତେବେ ନାମଲେଖା ଶେଷ ହୋଇ ନ ଥିଲେ ସୁଦ୍ଧା ପାଠପଢ଼ା ବହୁ ବିଳମ୍ବ ହୋଇଯାଇଥିବାରୁ ରାଜ୍ୟ ସରକାର କ୍ଲାସ୍‌ ଆରମ୍ଭ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଓଡ଼ିଶାରେ ପେଟ୍ରୋଲ ମନା

ଭୁବନେଶ୍ୱର,୨୦।୧୨: ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ (STA) ପକ୍ଷରୁ ଶନିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ପ୍ରଦୂଷଣ ପ୍ରମାଣପତ୍ର...

ଧୋନି କି ପନ୍ତ ନୁହଁନ୍ତି, ଏହି ଖେଳାଳିଙ୍କୁ ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କହିଲେ ରୋହିତ

ମୁମ୍ବାଇ,୨୦।୧୨: ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କିଏ? ଏହି ପ୍ରଶ୍ନ ଆସିଲେ ସାଧାରଣତଃ ମହେନ୍ଦ୍ର ସିଂ ଧୋନି କିମ୍ବା ଋଷଭ ପନ୍ତଙ୍କ ନାମ ପ୍ରଥମେ ଆସିଥାଏ। ମାତ୍ର...

କାହିଁକି ବାଦ୍‌ ପଡ଼ିଲେ ଗିଲ୍‌: ମୁହଁ ଖୋଲିଲେ ଅଗରକର

ମୁମ୍ବାଇ, ୨୦ା୧୨: ୨୦୨୬ ଫେବୃଆରୀ-ମାର୍ଚ୍ଚରେ ହେବାକୁ ଥିବା ଟି୨୦ କ୍ରିକେଟ୍‌ ବିଶ୍ୱକପ୍‌ ଲାଗି ଶନିବାର ଭାରତୀୟ ଦଳ ଘୋଷିତ ହୋଇଛି। ଦିନିକିଆ ଓ ଟେଷ୍ଟ ଦଳର...

ରାଜ୍ୟ ପାଇଁ ଗୌରବ ଆଣିଲେ ରଞ୍ଜନା: ଥାଇଲାଣ୍ଡରୁ ରୌପ୍ୟ ପଦକ ପାଇ…

ପୁରୁଷୋତ୍ତମପୁର,୨୦।୧୨ (ସବିତା ମିଶ୍ର): ଥାଇଲାଣ୍ଡରେ ଚାଲିଥିବା ଅନ୍ତର୍ଜାତୀୟ ପାରା ଆଥ୍ଲେଟିକ ପ୍ରତିଯୋଗିତାରେ ଗଞ୍ଜାମ ଜଲା ପୁରୁଷୋତ୍ତମପୁର ବ୍ଳକ କୁଶପୁର ଗ୍ରାମର ରଞ୍ଜନା ନାୟକ ଦୁଇଗୋଟି ରୌପ୍ୟ...

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri