ଏହିଦିନ ପ୍ରକାଶ ପାଇବ ପିଜି ମେରିଟ୍‌ ଲିଷ୍ଟ୍‌

ଭୁବନେଶ୍ୱର,୩୧ା୭: ପିଜି ନାମଲେଖା ନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ସୂଚନା ପ୍ରକାଶ ପାଇଛି। ଅଗଷ୍ଟ ୫ ଅପରାହ୍ନ ୪ଟାରେ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇବ। ଅଗଷ୍ଟ ୫ରୁ ୧୨ ତାରିଖ ମଧ୍ୟରେ ଚଏସ୍‌ ଫିଲିଂ ହେବ। ୨୦ ତାରିଖ ଅପରାହ୍ନ ୪ଟାରେ ପ୍ରଥମ ରାଉଣ୍ଡ ସିଟ୍‌ ଆଲଟମେଣ୍ଟ କରାଯିବ। ଅଗଷ୍ଟ ୩୧ରେ ଦ୍ବିତୀୟ ରାଉଣ୍ଡ ସିଟ ଆଲଟମେଣ୍ଟ ଲିଷ୍ଟ ଆସିବ।


Enter your email to get our daily news in your inbox.

All Right Reserved By Dharitri.Com

ବାଘ ଘାସ ଖାଇବାର କାଲି ଦେଖିଲି, କାହାକୁ ଏମିତି କହିଦେଲେ ଭକ୍ତ ଦାସ

କଟକ,୧୭।୩(ପ୍ରଭୁ କଲ୍ୟାଣ ପାଲ): ରାଜ୍ୟ ସଭା  ନିର୍ବାଚନରେ  ୩ କଂଗ୍ରେସ ବିଧାୟକଙ୍କ କ୍ରସ ଭୋଟିଂ ନେଇ ବିଧାୟକ, ବିଧାୟିକାଙ୍କୁ  ନିଲମ୍ବନ କରାଯାଇଛି। ଏହି ପ୍ରସଙ୍ଗରେ ପିସିସି  ସଭାପତି…

ପାକିସ୍ତାନ ଉପରେ ନିଆଁବାଣ ହେଲା ଭାରତ: କଠୋର କାର୍ଯ୍ୟାନୁଷ୍ଠାନ ପାଇଁ କଲା ଦାବି

ଇସଲାମାବାଦ୍‌,୧୭।୩: ପାକିସ୍ତାନ ଦ୍ୱାରା ହୋଇଥିବା କଥିତ ବିମାନ ଆକ୍ରମଣରେ କାବୁଲରେ ବହୁ ସଂଖ୍ୟକ ଲୋକଙ୍କ ମୃତ୍ୟୁ ପରେ ଭାରତ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି। ଏହି ଘଟଣା…

ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି, ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମା’ ମଧ୍ୟ ମ୍ୟାଟରନିଟି ଲିଭ୍ ପାଇବା ହକଦାର

ନୂଆଦିଲ୍ଲୀ,୧୭।୩: ସୁପ୍ରିମକୋର୍ଟ ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମହିଳାମାନଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। କୋର୍ଟ ରାୟ ଦେଇଛନ୍ତି ଯେ ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା…

ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ,୧୭।୩: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମାର୍ଚ୍ଚ ୧୯ ରୁ ୨୧ ପର୍ଯ୍ୟନ୍ତ ତିନି ଦିନିଆ ଉତ୍ତର ପ୍ରଦେଶ ଗସ୍ତରେ ରହିବେ। ଏହି ସମୟ ମଧ୍ୟରେ ସେ ଅଯୋଧ୍ୟା,…

ଇରାନ-ଆମେରିକା ଯୁଦ୍ଧ ମଧ୍ୟରେ କାହିଁକି ଫାଇଟର ଜେଟ ବ୍ୟବହାର କରୁନାହିଁ ଇରାନ? ଜାଣନ୍ତୁ ଏହାର ବଡ଼ କାରଣ

ତେହରାନ୍‌,୧୭।୩: ଏବେବି ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ଇରାନର ଯୁଦ୍ଧ ଜାରି ରହିଛି, ଯାହା ଏହାର ୧୮ ତମ ଦିନ ପୂରଣ କରୁଛି। ‘ଅପରେଶନ ଏପିକ ଫ୍ୟୁରି’…

ବାଚସ୍ପତିଙ୍କୁ ଚିଠି ଲେଖିଲେ ରାମଚନ୍ଦ୍ର କାଡ଼ାମ, ୩ ବିଧାୟକଙ୍କ ସିଟ୍‌…

ଭୁବନେଶ୍ୱର,୧୭।୩: ବାଚସ୍ପତିଙ୍କୁ ଚିଠି ଲେଖିଲେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମ। ସେ ଉକ୍ତ ଚିଠିରେ ଉଲ୍ଲେଖ କରିଛନ୍ତି, କ୍ରସ ଭୋଟିଂ କରିଥିବା ୩ ବିଧାୟକଙ୍କ…

ଏଣିକି ଅଣ୍ଡା ଉପରେ ଏବେ ଲାଗିବ ଏକ୍ସପାଏରୀ ଡେଟ୍‌, ସରକାର ଆଣୁଛନ୍ତି ନୂଆ ନିୟମ

ଲକ୍ଷ୍ନୌ,୧୭।୩: ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥଙ୍କ ନେତୃତ୍ୱାଧୀନ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ଯାହା ଦ୍ୱାରା ଅଣ୍ଡା ଉତ୍ପାଦକମାନେ ୧ ଏପ୍ରିଲରୁ ପ୍ରତ୍ୟେକ ଅଣ୍ଡାରେ…

SCB ମେଡିକାଲ ଅଗ୍ନିକାଣ୍ଡ: ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

କଟକ,୧୭।୩: କଟକ SCB ମେଡିକାଲ ଅଗ୍ନିକାଣ୍ଡରେ ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ଘଟିଛି। ଏ ନେଇ ବିଧାନସଭାରେ ଉତ୍ତର ରଖିଲା ବେଳେ ସ୍ପଷ୍ଟ କଲେ ସ୍ବାସ୍ଥ୍ୟ ମନ୍ତ୍ରୀ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri