ପିଜି ବଳକା ସିଟ୍‌ ନାମଲେଖା: ଆବେଦନ ଆରମ୍ଭ

ଭୁବନେଶ୍ୱର, ୨।୧୧(ବ୍ୟୁରୋ): ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟ ଏବଂ କଲେଜଗୁଡ଼ିକରେ ଖାଲିପଡ଼ିଥିବା ପିଜି ସିଟ୍‌ରେ ନାମଲେଖା ପାଇଁ ମଙ୍ଗଳବାରଠାରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି। ଯେଉଁମାନେ ଏକକ ପିଜି ପ୍ରବେଶିକା ପରୀକ୍ଷା ଦେଇଥିଲେ, ସେମାନେ ହିଁ ଆବେଦନ କରିପାରିବେ। ତେବେ ଯେଉଁ ଛାତ୍ରୀଛାତ୍ରମାନେ ପ୍ରଥମ, ଦ୍ୱିତୀୟ କିମ୍ବା ସ୍ପଟ୍‌ ନାମଲେଖା ସମୟରେ ନାମ ଲେଖାଇ ପରବର୍ତ୍ତୀ ସମୟରେ ସିଏଲ୍‌ସି ବା ୟୁଏଲ୍‌ସି ନେଇଯାଇଛନ୍ତି, ସେମାନେ ଏହି ପର୍ଯ୍ୟାୟରେ ଆବେଦନ କରିପାରିବେ ନାହିଁ। ଏଥିସହ ଛାତ୍ରୀଛାତ୍ରମାନେ ଯେଉଁ ବିଷୟରେ ଏକକ ପିଜି ପ୍ରବେଶିକା ପରୀକ୍ଷା ଦେଇଥିବେ ସେମାନେ ଅନ୍ୟ କୌଣସି ବିଷୟରେ ନାମଲେଖା ଲାଗି ଆବେଦନ କରିପାରିବେ ନାହିଁ ବୋଲି ଉଚ୍ଚବିଭାଗ ପକ୍ଷରୁ ପୂର୍ବରୁ ଗାଇଡ୍‌ଲାଇନ ଜାରି ହୋଇଛି। ଆସନ୍ତା ୩ ତାରିଖ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଆବେଦନ କରାଯାଇପାରିବ। ୪ ତାରିଖ ଅପରାହ୍ନ ୨ଟାରେ ଆବେଦନ କରିଥିବା ଛାତ୍ରୀଛାତ୍ରଙ୍କ ପ୍ରବେଶିକା ପରୀକ୍ଷାଫଳ ସହିତ କ୍ୟାରିୟର ମାର୍କକୁ ମିଶାଇ ମୋଟ ମାର୍କର ତାଲିକା ପ୍ରକାଶ ପାଇବ। ସେହିପରି ୫ ତାରିଖରୁ ୨୧ତାରିଖ ମଧ୍ୟରେ ଉଚ୍ଚଶିକ୍ଷାନୁଷ୍ଠାନଗୁଡ଼ିକ ନାମଲେଖା ସମ୍ପର୍କିତ ସମସ୍ତ କାର୍ଯ୍ୟ ଶେଷ କରିବେ। ସୂଚନାଯୋଗ୍ୟ, ରାଜ୍ୟରେ ଗତ ୧୭ ତାରିଖରୁ ପିଜି ପ୍ରଥମ ବର୍ଷ ପାଠପଢ଼ା ଆରମ୍ଭ ହୋଇସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

କୁଆପଥର ମାଡରେ ଭାଙ୍ଗିଲା ୫୦ରୁ ଅଧିକ ଘର: ଦେଖାଯାଉଛି ଆକାଶ ତାରା 

ଗୋପବନ୍ଧୁ ନଗର ୭।୪(ଶାନ୍ତନୁ କୁମାର ମଢୁଆଳ): କାଳବୈଶାଖୀ ପ୍ରଭାବରେ ଝଡ଼ ବର୍ଷା ସାଙ୍ଗକୁ କୁଆପଥର ମାଡ ହେବା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଗୋପବନ୍ଧୁ ନଗର ବ୍ଲକ…

ଅତିରିକ୍ତ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ, ବାହାରିଲା ଏତେ ପରିମାଣର ନଗଦ ଟଙ୍କା

ଭୁବନେଶ୍ୱର,୮।୪: ଭିଜିଲାନ୍ସ ଜାଲରେ କେନ୍ଦ୍ରୀୟ ଜଳସେଚନ ସର୍କଲର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ରାଜେଶ ଚନ୍ଦ୍ର ମହାନ୍ତି। ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଯନ୍ତ୍ରୀ ରାଜେଶ ଚନ୍ଦ୍ର…

Dharitri Business Eminence Award 2026: ଓଡ଼ିଶୀ ଅଳଙ୍କାରର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ବଜାୟ ରହୁ

ଝାରସୁଗୁଡ଼ାରେ ପ୍ରତିଷ୍ଠିତ ‘ଓଡ଼ିଶୀ ଜୁଏଲେରି’ ପଶ୍ଚିମ ଓଡ଼ିଶା ଗ୍ରାହକଙ୍କ ପାଇଁ ବେଶ୍‌ ଉପଯୋଗୀ ହୋଇପାରିଛି। ଏହାର ପ୍ରତିଷ୍ଠାତା ଶୈଳେଶ ସରାଓ୍ବଗୀଙ୍କ ନେତୃତ୍ୱରେ ଏହି ସଂସ୍ଥା ଗ୍ରାହକଙ୍କ ଚାହିଦା…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର

ଜୟପୁର,୮।୪(ପବନ ପାଣିଗ୍ରାହୀ): ୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌। ଫଳରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପୋଲିସ ଡାକ୍ତରଖାନାରେ ଭର୍ତ୍ତି କରିଛି। ଜୟପୁର…

ଘୂର୍ଣ୍ଣିବଳୟ ସୃଷ୍ଟି: ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ….

ଭୁବନେଶ୍ୱର,୮ା୪(ବନ୍ଦନା ସେଠୀ):ଓଡ଼ିଶା ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଉପରବାୟୁ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ୦.୯ କିମି ଉଚ୍ଚତାରେ ରହିଛି। ଏହାସହ ଏକ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri