Posted inଜାତୀୟ

ଭୋକିଲାଙ୍କ ପେଟ ଭରୁଥିବା ‘ଲଙ୍ଗର ବାବା’ଙ୍କ ପରଲୋକ

ଚଣ୍ଡିଗଡ଼,୨୯ ।୧୧: ପିଜିଆଇ ଚଣ୍ଡିଗଡ଼ ବାହାରେ ଲଙ୍ଗର ଲଗାଉଥିବା ପଦ୍ମଶ୍ରୀ ଜଗଦିଶ ଆହୁଜାଙ୍କର ସୋମବାର ପରଲୋକ ହୋଇଛି । ଦିନ ପ୍ରାୟ ୩ଟାରେ ଚଣ୍ଡିଗଡ଼ର ସେକ୍ଟର ୨୫ରେ ଥିବା ଶ୍ମଶାନ ଘାଟରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଛି । ଲଙ୍ଗର ବାବା ନାମରେ ପରିଚିତ ଥିବା ଆହୁଜା ପିଜିଆଇ ସହ ଜିଏମ୍‌ଏସ୍‌ଏଚ୍‌-୧୬ ଓ ଜିଏମ୍‌ସିଏଚ୍ -୩୨ ସାମ୍ନାରେ ଲଙ୍ଗର ଲଗାଇ ଲୋକଙ୍କୁ ଖାଇବାକୁ ଦେଉଥିଲେ । ପ୍ରାୟ ୪୦ ବର୍ଷ ହେବ ସେ ଏହି ସେବା ଯୋଗାଇ ଆସୁଥିଲେ । ଏମିତି କାର୍ଯ୍ୟପାଇଁ ଗତବର୍ଷ ତାଙ୍କୁ ପଦ୍ମଶୀ ସମ୍ମାନରେ ସମ୍ମାନୀତ କରାଯାଇଥିଲା । ଲୋକଙ୍କ ପେଟ ଭରିବାକୁ ଲଙ୍ଗର ବାବା କୋଟି କୋଟି ଟଙ୍କାର ସମ୍ପତ୍ତି ଲଗାଇ ଦେଇଥିଲେ । ସେ ସେକ୍ଟର ୨୩ରେ ରହୁଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ତରାଖଣ୍ଡରେ କଂଗ୍ରେସକୁ ବଡ ଝଟକା

ଡେରାଡୁନ,୧୭ ।୧: ଉତ୍ତରାଖଣ୍ଡରେ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଲାଗିଛି ବଡ ଝଟକା । ନୈନିତାଲର ପୂର୍ବତନ ବିଧାୟିକା ତଥା ମହିଳା କଂଗ୍ରେସର ପ୍ରଦେଶ ଅଧ୍ୟକ୍ଷା...

ପରିବାରର ୪ ଜଣଙ୍କୁ ମାରି ନିଜେ ଆତ୍ମହତ୍ୟା କଲେ ବ୍ୟବସାୟୀ

ବେଙ୍ଗାଲୁରୁ, ୧୬।୮: କର୍ନାଟକର ଗୁଣ୍ଡଲୁପେଟରେ ଜଣେ ବ୍ୟବସାୟୀ ନିଜ ପରିବାରର ୪ଜଣଙ୍କୁ ହତ୍ୟା କରି ନିଜେ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ମଧ୍ୟରେ ତାଙ୍କ ପିତା, ମାତା,...

ଟାଇମ୍ସ ହାୟର ଏଜୁକେଶନ ୟୁନିଭର୍ସିଟି ର଼୍ୟାଙ୍କିଙ୍ଗ୍‌:ଶ୍ରେଷ୍ଠ ୩୦୦ରେ ଭାରତର ସ୍ଥାନ ନାହିଁ

ନୂଆଦିଲ୍ଲୀ, ୧୩-୯ (ପି.ଟି.):ଉଚ୍ଚଶିକ୍ଷା କ୍ଷେତ୍ରରେ ଭାରତ କେତେ ଆଗୁଆ ତାହା ସଦ୍ୟ ପ୍ରକାଶିତ ଟାଇମ୍ସ ହାୟର ଏଜୁକେଶନ ୟୁନିଭର୍ସିିଟି ର଼୍ୟାଙ୍କିଙ୍ଗ୍‌ରୁ ସ୍ପଷ୍ଟ ବାରିହୋଇ ପଡ଼ୁଛି। ମାନବ...

ଦେଶବ୍ୟାପୀ ବିକ୍ଷୋଭ, ପ୍ରତିବାଦ

ନୂଆଦିଲ୍ଲୀ,୪।୧୦: ଉତ୍ତରପ୍ରଦେଶର ହାଥ୍‌ରସରେ ଦଳିତ ମହିଳାଙ୍କୁ ଗଣବଳାତ୍କାର ଓ ହତ୍ୟା ଘଟଣାକୁ ନେଇ ଦେଶବ୍ୟାପୀ ବିକ୍ଷୋଭ, ପ୍ରତିବାଦ ଜାରି ରହିଛି। କୋଲକାତା ରାଲିରେ ଭାଜପା ବିରୋଧରେ...

ଦ୍ୱିତୀୟ କରୋନା ଡୋଜ୍‌ ନେବା ପରେ ଜୀବନ ଗଲା

ମୁମ୍ବାଇ,୩।୩: ମହାରାଷ୍ଟ୍ରରେ ଦ୍ୱିତୀୟ କରୋନା ଡୋଜ୍‌ ନେବା ପରେ ଜଣେ ୪୫ ବର୍ଷ ବୟସ୍କ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଭିଓ୍ବାଣ୍ଡି ବାସିନ୍ଦା ସୁଖଦେବ କିରଦାତ୍‌ କରୋନା...

ଭାରତ ଗହମ ନେବାକୁ ମନା କଲା ତୁର୍କୀ…

ନୂଆଦିଲ୍ଲୀ, ୧।୬ : ଭାରତ ପଠାଇଥିବା ଗହମକୁ ତୁର୍କୀ ପ୍ରଶାସନ ନେବାକୁ ମନା କରିଛି। ଏହି ସାମଗ୍ରୀରେ ଫାଇଟୋସାନିଟାରୀ ଅଭିଯୋଗ କରି ତୁର୍କୀ କର୍ତ୍ତୃପକ୍ଷ ଏହି...

କରୌଲି ଦଙ୍ଗା: ୧୫ ଜଣଙ୍କୁ ସୁରକ୍ଷା ଦେଇଥିଲେ ମହିଳା

ଜୟପୁର,୧୬।୪: ରାଜସ୍ଥାନର କରୌଲିରେ ସାମ୍ପ୍ରଦାୟିକ ଦଙ୍ଗା ବେଳେ ଜଣେ ୪୮ ବର୍ଷୀୟ ମହିଳା ଦୁଃସାହସିକତା ଦେଖାଇ ୧୫ ଜଣଙ୍କୁ ସୁରକ୍ଷା ଦେଇପାରିଥିଲେ। ଗତ ୨ ତାରିଖରେ...

ମାଲୟାଲମ୍‌ ଫିଲ୍ମ ନିର୍ମାତା ବାବୁ ନାରାୟଣନ୍‌ଙ୍କ ପରଲୋକ

ଥ୍ରିସୁର(କେରଳ),୩୦ା୬(ପି.ଟି.): ଜନପ୍ରିୟ ମାଲୟାଲମ୍‌ ଫିଲ୍ମ ନିର୍ମାତା ବାବୁ ନାରାୟଣନ୍‌ ଶେଷନିଃଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କୁ ୫୯ବର୍ଷ ହୋଇଥିଲା। ସେ କିଛିଦିନ ହେଲା କ୍ୟାନ୍‌ସର ପୀଡିତ ହୋଇ...

Advertisement
Archives

Model This Week