ମା’ମାହେଶ୍ୱରୀ ପୀଠରେ ଫଗୁଣ ପୂର୍ଣ୍ଣିମା ଉତ୍ସବ ପାଳିତ, ଏକତ୍ରିତ ହୋଇ ପୂଜାର୍ଚ୍ଚନା କଲେ ଲୋକେ

ଲୋଇସିଂହା,୪।୩( ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଲୁହୁରାପାଲି ମା’ ମାହେଶ୍ୱରୀ ପୀଠରେ ଫଗୁଣ ପୂର୍ଣ୍ଣିମା ଉତ୍ସବ ପାଳିତ ହୋଇଯାଇଛି। ଗ୍ରାମର ଡୁମାଲ ସମ୍ପ୍ରଦାୟର ଲୋକେ ପୀଠରେ ଏକତ୍ରିତ ହୋଇ ମା’ ମାହେଶ୍ୱରୀଙ୍କ ନିକଟରେ ପୂଜାର୍ଚ୍ଚନା କରିଥିଲେ। ପୀଠ କମିଟି ସଭାପତି ତଥା ଦେହୁରୀ ସୁରେନ୍ଦ୍ର ଥାଟି ପୂଜାର୍ଚ୍ଚନା କରିଥିଲେ। ପ୍ରେମାନନ୍ଦ ,କୃପାସିନ୍ଧୁ, ପ୍ରଫୁଲ୍ଲ, ଜଗନ୍ନାଥ , ଜୟଲାଲ ବ୍ରଜମୋହନ, ଦାରୁ ପ୍ରମୁଖ ସହଯୋଗ କରିଥିଲେ। ଆସମ୍ପୂର୍ଣ ପୀଠକୁ ସମ୍ପୂର୍ଣ୍ଣ କରିବାକୁ ପୂଜା କମିଟି ତରଫରୁ ଦାବି ହୋଇଛି। ଅଞ୍ଚଳବାସୀ ପୂଜାର୍ଚ୍ଚନା ଓ ଦର୍ଶନ ପାଇ ଆସି ପ୍ରସାଦ ସେବନ କରିଥିଲେ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଧର୍ମଘଟ: କେନ୍ଦୁଝରରେ ବ୍ୟାଙ୍କିଙ୍ଗ୍‌ ସେବା ପ୍ରଭାବିତ

କେନ୍ଦୁଝର,୧୧।୯(ଦୀପକ ମିଶ୍ର/ନରେଶ ଚନ୍ଦ୍ର ପଟ୍ଟନାୟକ): ୟୁନାଇଟେଡ୍‌ ଫୋରମ୍‌ ଅଫ୍‌ ବ୍ୟାଙ୍କ ୟୁନିୟନ୍‌ସ ଆହ୍ବାନରେ ଶୁକ୍ରବାର ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ କରାଯାଇଛି। କେନ୍ଦୁଝର ଜିଲାରେ ମଧ୍ୟ ଏହାର ପ୍ରଭାବ…

ବର୍ଷାଜଳରେ ବେହାଲ ବ୍ଲକ କାର୍ଯ୍ୟାଳୟ

ତୁମୁଡ଼ିବନ୍ଧ, ୧୧।୯ (ଦୀପକ କୁମାର ପରାସେଠ): ବର୍ଷାଜଳରେ ବେହାଲ ହୋଇପଡ଼ିଛି ତୁମୁଡ଼ିବନ୍ଧ ବ୍ଲକ କାର୍ଯ୍ୟାଳୟ। କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏଭଳି ଦୃଶ୍ୟ…

ଏପ୍ରିଲ ୨୦୨୭ ଯାଏଁ ରାହୁଙ୍କ କୃପା! ୩ ରାଶିଙ୍କୁ ମିଳିବ ପ୍ରଚୁର ଟଙ୍କା, ଚମକିବ କ୍ୟାରିୟର

ଛାୟା ଗ୍ରହ ରାହୁ ଏହି ସମୟରେ ଧନିଷ୍ଠା ନକ୍ଷତ୍ରରେ ବିରାଜମାନ ଅଛନ୍ତି। ଜ୍ୟୋତିଷ ଶାସ୍ତ୍ରରେ ଧନିଷ୍ଠା ନକ୍ଷତ୍ରକୁ ଅତ୍ୟନ୍ତ ଶୁଭ ବୋଲି ବିବେଚନା କରାଯାଏ, କାରଣ ଏହା…

ଲଦ ସିକକାଙ୍କ ଗିରଫ ପ୍ରତିବାଦରେ କଲ୍ୟାଣସିଂହପୁର ଥାନା ଘେରାଉ

କଲ୍ୟାଣସିଂହପୁର, ୧୧/୯ (ଦୀପକ କୁମାର ପରିଡ଼ା): ନିୟମଗିରି ସୁରକ୍ଷା ସମିତିର ଆବାହକ ତଥା ସଭାପତି ଲଦ ସିକକାଙ୍କୁ ପୋଲିସ ଗିରଫ କରିବା ଘଟଣାକୁ ନେଇ କଲ୍ୟାଣସିଂହପୁର ଅଞ୍ଚଳରେ…

ସମିତିସଭ୍ୟଙ୍କଠାରୁ ସୁନା ଚେନ୍‌ ଛଡ଼ାଇ କରିଥିଲେ ହତ୍ୟା ଉଦ୍ୟମ, ଆଜି ଅଭିଯୁକ୍ତଙ୍କୁ…

ଦିଗପହଣ୍ଡି,୧୧ା୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ସନ୍ଧ୍ୟାରେ ପାଟପୁର ଥାନା ପି. ରାମଚନ୍ଦ୍ରପୁର ଗ୍ରାମର ବଳରାମ ପ୍ରଧାନ ଓରଫ ବଳିଆଙ୍କୁ ଛିନତାଇ…

୨୦୨୭ରେ ଏହି ୪ ରାଶି ଉପରେ ଶନିଙ୍କ କୋପଦୃଷ୍ଟି! ମେଷ-ମୀନ ସମେତ ଏମାନଙ୍କ ବଢ଼ିବ ଅଡୁଆ, ପାଦେ ପାଦେ ବିପଦ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବ ଏବଂ ତାଙ୍କର ପ୍ରଭାବକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ଧରାଯାଏ। ତାଙ୍କୁ କର୍ମଫଳଦାତା କୁହାଯାଏ ଏବଂ ତାଙ୍କର ସ୍ଥିତିର ପ୍ରଭାବ ବ୍ୟକ୍ତିର ବ୍ୟକ୍ତିଗତ ଜୀବନଠାରୁ…

ଗୋଆରୁ ଓଡ଼ିଆ ଶ୍ରମିକ ନିଖୋଜ, ଟ୍ରେନରେ ଗାଁ କୁ ଫେରୁଥିଲେ, ୧୨ ଦିନ ହେଲା ମିଳୁନି ପତ୍ତା

ଦିଗପହଣ୍ଡି,୧୧|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ପଞ୍ଚାୟତ ନବରଙ୍ଗପୁର ଗାଁର ସୁରେଶ ଗୌଡ଼(୫୬) ଦାଦନ ଶ୍ରମିକ ଭାବେ ଗୋଆର ଏକ ଘରୋଇ ଷ୍ଟିଲ…

Pension: ପେନସନଭୋଗୀଙ୍କ ପାଇଁ ବଡ଼ ଖୁସି ଖବର! ୮ମ ବେତନ ଆୟୋଗରେ ବଢ଼ିବ ପେନସନ, ଜାଣନ୍ତୁ ପୁରା ହିସାବ…

ନୂଆଦିଲ୍ଲୀ,୧୧।୯: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କ ମଧ୍ୟରେ ଅଷ୍ଟମ ବେତନ କମିଶନ ସମ୍ବନ୍ଧୀୟ ଆଲୋଚନା ଜୋର୍ ଧରିଛି । ଦରମା ଓ ପେନସନ୍ ସମ୍ପର୍କିତ ନୂଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Trending

ଛୁଟିଦିନ
ପିଲାଙ୍କ ଧରିତ୍ରୀ
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?