ଛତ୍ରପୁର ବିଧାୟକଙ୍କୁ ସ୍ମାରକପତ୍ର ଦେଲେ ଫାର୍ମାସୀ ଅଫିସର, ମୂଳ ଦରମା ସଂଶୋଧନ ଦାବିରେ…

ଛତ୍ରପୁର,୨।୬(ଦିଲ୍ଲୀପ ସାମଲ): ଫାର୍ମାସୀ ଅଫିସରମାନେ ରାଜ୍ୟର ସ୍ବାସ୍ଥ୍ୟ ସେବା ବ୍ୟବସ୍ଥାର ଏକ ଅବିଭାଜ୍ୟ ଅଂଶ ଭାବେ ଔଷଧ ବିତରଣ, ରୋଗୀ ସେବା ସହଯୋଗ, ବିଭିନ୍ନ ଜାତୀୟ ସ୍ବାସ୍ଥ୍ୟ କାର୍ଯ୍ୟକ୍ରମର ସଫଳ କାର୍ଯ୍ୟନ୍‌ବୟ ଓ ସରକାରୀ ହସ୍ପିଟାଲମାନଙ୍କ ସୁଚାରୁ ପରିଚାଳନାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରୁଛନ୍ତି। ଓଡ଼ିଶାର ଫାର୍ମାସୀ ଅଫିସରମାନଙ୍କ ବେତନ ଅନ୍ୟାନ୍ୟ ରାଜ୍ୟ ଓ କେନ୍ଦ୍ର ସରକାରୀ ସଂସ୍ଥାମାନଙ୍କ ତୁଳନାରେ ଅତ୍ୟନ୍ତ କମ ଅଟେ। ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଫାର୍ମାସୀ ଅଫିସରମାନଙ୍କ ଗୁରୁତ୍ୱପୂର୍ଣ୍ଣ ଅବଦାନ ଓ ବର୍ଦ୍ଧିତ ଦାୟିତ୍ୱକୁ ଦୃଷ୍ଟିରେ ରଖି ଫାର୍ମାସୀ ଅଫସର ସଂଘ ମୂଳ ବେତନ ସଂଶୋଧନ , ପଦୋନ୍ନତି ସୁବିଧା ଓ ବୃତ୍ତିଗତ ସ୍ବୀକୃତି ସମ୍ପର୍କିତ ଯୁକ୍ତିସଂଗତ ଦାବିଗୁଡ଼ିକୁ ମୁଖ୍ୟ ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଛତ୍ରପୁର ବିଧାୟକଙ୍କୁ ଗଞ୍ଜାମ ଫାର୍ମାସୀ ଅଫିସରଙ୍କ ସଂଘ ତରଫରୁ ସ୍ମାରକ ପତ୍ର ପ୍ରଦାନ କରାଯାଇଛି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗାର ଜଣଙ୍କ ପରେ ଜଣେ ଝିଅ ଆଣୁଛନ୍ତି ସୁନାମ, ଏବେ ଅଞ୍ଚଳ ପାଇଁ ଗୌରବ ଆଣିଲେ ଅନିନ୍ଦିତା

କେସିଙ୍ଗା,୧୮ା୭(ତୁମେଶ୍ୱର ସାହୁ): କିଛିଦିନ ତଳେ କେସିଙ୍ଗାର ଦୁଇ ଝିଅ ଓପିଏସ୍‌ସିରେ ଉତ୍ତୀର୍ଣ୍ଣ ହୋଇ ସମଗ୍ର ଜିଲା ତଥା ରାଜ୍ୟରେ ଚହଳ ପକାଇଥିବାବେଳେ ଆଉ ଜଣେ ଆସିଷ୍ଟାଣ୍ଟ ପ୍ରଫେସର…

ନାଁ ରଖିଲେ ଚାଷୀ ପୁଅ: ନିଟ୍-ୟୁଜିରେ ସଫଳତା ହାସଲ କଲେ ବିସ୍ମୟ, ଡାକ୍ତର ହେବାର ସ୍ୱପ୍ନ…

ଅମରପାଲି, ୧୮।୭ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ପଞ୍ଚାୟତର ମାଣିକପୁର ଗ୍ରାମର ମେଧାବୀ ଛାତ୍ର ବିସ୍ମୟ ପଧାନ ଚଳିତ ବର୍ଷର ନିଟ୍-ୟୁଜି…

ଆୟୁଷ୍ମାନ କାର୍ଡରେ ମିଳିବ କ୍ୟାନ୍ସର ଚିକିତ୍ସା: ମନ୍ତ୍ରୀ

ଭୁବନେଶ୍ୱର,୧୮।୭: ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଶନିବାର ଏକ ବଡ଼ ସୂଚନା ଦେଇଛନ୍ତି। ଆୟୁଷ୍ମାନ ଭାରତ କାର୍ଡରେ କ୍ୟାନ୍ସର ଚିକିତ୍ସା ସୁବିଧା ମିଳିବ ବୋଲି ସ୍ବାସ୍ଥ୍ୟ ଗଣମାଧ୍ୟମ…

Sonam Wangchuk: ଅନଶନରେ ବସିଥିବା ସୋନମ ୱାଙ୍ଗଚୁକ କିପରି ଟଙ୍କା ରୋଜଗାର କରନ୍ତି, ବର୍ତ୍ତମାନ ତାଙ୍କର ସମ୍ପତ୍ତି କେତେ? ଜାଣନ୍ତୁ…

ନୂଆଦିଲ୍ଲୀ,୧୮।୭: ପରିବେଶ କର୍ମୀ, ଇଞ୍ଜିନିୟର ଏବଂ ଶିକ୍ଷା ସଂସ୍କାରକ ସୋନମ ୱାଙ୍ଗଚୁକ ବର୍ତ୍ତମାନ ଦିଲ୍ଲୀର ଜନ୍ତର ମନ୍ତରରେ ଅନଶନରେ ଅଛନ୍ତି। ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଅବନତି ପରେ ତାଙ୍କୁ…

ମୁଖ୍ୟ ରାସ୍ତା ଶୋଚନୀୟ: ଯାତାୟାତରେ ନାହିଁ ସୁବିଧା, ପାଲଟିଛି ମରଣଯନ୍ତା

ରିଷିଡା, ୧୮।୭ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଗ୍ରାମର ମୁଖ୍ୟ ରାସ୍ତା ବର୍ତ୍ତମାନ ଅତ୍ୟନ୍ତ ଶୋଚନୀୟ ଅବସ୍ଥାରେ ପହଞ୍ଚିଛି। ରାସ୍ତାଟି ସମ୍ପୂର୍ଣ୍ଣ…

Bullet Train: ତେଲଙ୍ଗାନାରେ ୬୫୦ଏକର ଜମି ଉପରେ ଲଢ଼େଇ! ବୁଲେଟ ଟ୍ରେନ ପ୍ରକଳ୍ପ ବିରୋଧରେ ପ୍ରତିବାଦ ଆରମ୍ଭ କଲେଣି ଚାଷୀ

ତେଲଙ୍ଗାନା,୧୮।୭: ରଙ୍ଗା ରେଡ୍ଡି ଜିଲାର ଶମଶାବାଦ ମଣ୍ଡଳର ବାହାଦୁରଗୁଡ଼ା ଗାଁରେ ଉତ୍ତେଜନା ଦେଖାଦେଇଛି, ଯେଉଁଠାରେ ଚାଷୀମାନେ ବୁଲେଟ ଟ୍ରେନ ହବ ପାଇଁ ସେମାନଙ୍କ ଜମିର ପ୍ରସ୍ତାବିତ ଅଧିଗ୍ରହଣକୁ…

ସମୁଦ୍ରରେ ୨,୦୦୦ ମିଟର ଗଭୀରତାରେ ପହଞ୍ଚିଛି ପ୍ଲାଷ୍ଟିକ ପ୍ରଦୂଷଣ; ଏହା ସାମୁଦ୍ରିକ ଜୀବନକୁ କିପରି ପ୍ରଭାବିତ କରୁଛି ଜାଣନ୍ତୁ

ନୂଆଦିଲ୍ଲୀ,୧୮।୭: ପ୍ଲାଷ୍ଟିକ ପ୍ରଦୂଷଣ ଏକ ବିଶ୍ୱ ପରିବେଶଗତ ସଙ୍କଟ ପାଲଟିଛି; ମାଇକ୍ରୋପ୍ଲାଷ୍ଟିକ (ଛୋଟ ପ୍ଲାଷ୍ଟିକ ଖଣ୍ଡ) ଏତେ ବ୍ୟାପକ ଭାବରେ ବ୍ୟାପିଛି ଯେ ସେମାନେ ସମୁଦ୍ର ଗଭୀରତାରେ…

2026 ବିଶ୍ୱକପରେ ଗୋଲଡେନ ବୁଟ ପୁରସ୍କାରରୁ ବଞ୍ଚିତ ହୋଇପାରନ୍ତି Lionel Messi, ଜାଣନ୍ତୁ କାହିଁକି

ଟରଣ୍ଟୋ,୧୮।୭: ଲିଓନେଲ ମେସି ଏବଂ କିଲିଆନ ଏମବାପ୍ପେ 2026 ଫିଫା ବିଶ୍ୱକପରେ ମିଳିତ ଭାବରେ ସର୍ବାଧିକ ଗୋଲ ସ୍କୋରର; ଉଭୟ 8 ଗୋଲ କରିଛନ୍ତି। ଫ୍ରାନ୍ସ ଟାଇଟଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri