ଫିଲିପାଇନ୍ସ ଭୂକମ୍ପ: ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି

ମାନିଲା,୨୩।୪: ଫିଲିପାଇନ୍ସର ଲୁଜନ ଦ୍ୱୀପରେ ସୋମବାର ୬.୧ ତୀବ୍ରତାର ଏକ ଭୂକମ୍ପ ଅନୁଭୂତ ହୋଇଥିଲା। ଏଥିରେ ଏବେ ମୃତ୍ୟୁ ସଂଖ୍ୟା ବଢି ୯ରେ ପହଞ୍ଚିଛି। ଫିଲିପାଇନ ଇନଷ୍ଟିଚ୍ୟୁଟ ଅଫ୍‌ ଭୋଲକାନୋଲୋଜି ଆଣ୍ଡ ସିସମୋଲୋଜିର ସୂଚନା ଅନୁଯାୟୀ, ଭୂକମ୍ପର କେନ୍ଦ୍ରସ୍ଥଳ କାଷ୍ଟିଲିଜସ୍‌ ସହରରୁ ୧୮ କିଲୋମିଟର ଉତ୍ତର ପୂର୍ବରେ ରହିଥିଲା। କ୍ଷତିଗ୍ରସ୍ତଙ୍କୁ ଉଦ୍ଧାର କରାଯାଇ ସୁରକ୍ଷିତ ସ୍ଥାନରେ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯେତେଶୀଘ୍ର ସମ୍ଭବ ଇରାନ ଛାଡ଼ି ଚାଲିଆସ…ଭାରତୀୟଙ୍କ ପାଇଁ ଆଡଭାଇଜରୀ ଜାରି

ନୂଆଦିଲ୍ଲୀ,୧୪।୧: ଇରାନର ଖରାପ ପରିସ୍ଥିତି ଭିତରେ ଭାରତୀୟ ଦୂତାବାସ ସେଠାରେ ରହୁଥିବା ଭାରତୀୟଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଆଡଭାଇଜରୀ ଜାରି କରିଛି । ଏଥିରେ ଇରାନରେ...

ସ୍ପେନରେ ୧୫୦ ବର୍ଷ ମଧ୍ୟରେ ପ୍ରଥମ ଥର ଶାସନ କରିବେ କେହି ରାଣୀ, ଜାଣନ୍ତୁ କିଏ ଏହି ୨୦ ବର୍ଷୀୟା ରାଜକୁମାରୀ

ମାଡ୍ରିଡ,୧୪।୧: ସ୍ପେନରେ ଇତିହାସ ସୃଷ୍ଟି ହେଉଛି। ୧୫୦ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଜଣେ ରାଣୀ ଶାସନ କରିବେ। ରାଜା ଫେଲିପ ଷଷ୍ଠ ଏବଂ...

ଦେଖିବାକୁ ମିଳିଲା ଟ୍ରମ୍ପଙ୍କ ଆକ୍ରମଣର ପ୍ରଭାବ, ବନ୍ଦୀ ଥିବା ଆମେରିକୀୟ ନାଗରିକଙ୍କୁ ମୁକ୍ତ କରିଛି ଭେନେଜୁଏଲା

ଓ୍ବାଶିଂଟନ,୧୪।୧: ଜାନୁଆରୀ ୨ ଏବଂ ୩ ରାତିରେ ଆମେରିକା ଭେନେଜୁଏଲାରେ ଏକ ବିସ୍ଫୋରକ ଆକ୍ରମଣ ଆରମ୍ଭ କରିଥିଲା। ଏହି ଆକ୍ରମଣରେ, ଆମେରିକୀୟ ସେନା ଭେନେଜୁଏଲାର ରାଷ୍ଟ୍ରପତି...

ଇରାନର ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର: ମୃତ୍ୟୁ ସଂଖ୍ୟା ୨୫୦୦ ପାର୍‌! ଚେତାବନୀ ଦେଲେ ଟ୍ରମ୍ପ

ନୂଆଦିଲ୍ଲୀ,୧୪।୧: ଡିସେମ୍ବର ୨୮ ତାରିଖରୁ ଚାଲିଥିବା ହିଂସାତ୍ମକ ପ୍ରତିବାଦ ମଧ୍ୟରେ ଇରାନର ପରିସ୍ଥିତି ଆହୁରି ଖରାପ ହେବାରେ ଲାଗିଛି। ମାନବାଧିକାର କର୍ମୀଙ୍କ ଅନୁଯାୟୀ, ଏପର୍ଯ୍ୟନ୍ତ ୨୦୦୦...

ଚଳନ୍ତା ଟ୍ରେନ ଉପରେ ଖସିପଡ଼ିଲା କ୍ରେନ, ୨୨ ମୃତ ୩୦ରୁ ଅଧିକ ଆହତ

ବ୍ୟାଙ୍କକ,୧୪।୧: ଥାଇଲ୍ୟାଣ୍ଡର ରାଜଧାନୀ ବ୍ୟାଙ୍କକରେ ଏକ ଟ୍ରେନ ଲାଇନଚ୍ୟୁତ ହେବା ଫଳରେ ଅତି କମରେ ୨୨ ଜଣଙ୍କର ମୃତ୍ୟୁ ହୋଇଛି। ପୋଲିସ କହିଛି ଯେ ଏହି...

ପରିଣାମ ଭୋଗିବ…ଏହି ଦେଶକୁ ଖୋଲା ଧମକ ଦେଲେ ଟ୍ରମ୍ପ, ବିଶ୍ୱ ଚକିତ

ଓ୍ବାଶିଂଟନ୍‌,୧୪।୧: ଇରାନରେ ଦେଶବ୍ୟାପୀ ପ୍ରତିବାଦ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତେହେରାନକୁ କଡ଼ା ଚେତାବନୀ ଦେଇଛନ୍ତି। ସେ କହିଛନ୍ତି, ଯଦି ଇରାନ ସରକାର ନିଜ...

ଖୁସି ଖବର: ଭାରତ ଉପରୁ ଟାରିଫ୍‌ ହଟାଇବେ ଟ୍ରମ୍ପ! ମିଳିଲା ସିଗ୍‌ନାଲ୍‌

ଓ୍ବାଶିଂଟନ୍‌,୧୪।୧: ଆମେରିକାର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ରୁବିଓଙ୍କ ସହ ଫୋନରେ କଥା ହୋଇଛନ୍ତି। ଏକ ଇମେଲ ପୋଷ୍ଟରେ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କହିଛନ୍ତି,...

ଇରାନ ବିକ୍ଷୋଭ ମୃତ୍ୟୁସଂଖ୍ୟା ୨,୦୦୦

ତେହରାନ,୧୪ା୧: ଇରାନରେ ୨ ସପ୍ତାହରୁ ଊର୍ଦ୍ଧ୍ୱ ସମୟ ଧରି ସରକାର ବିରୋଧୀ ବିକ୍ଷୋଭ ଲାଗିରହିଥିବାବେଳେ ଏହାକୁ ଦମନ କରିବାକୁ ବଳ ପ୍ରୟୋଗ କରାଯାଉଛି। ବିକ୍ଷୋଭ ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri