ପାହାଳରେ ଫିଲିପ୍ସ ସ୍ମାର୍ଟ ଲାଇଟ୍‌ ହବ୍‌

ଭୁବନେଶ୍ୱର,୧୯।୧୧: ଫିଲିପ୍ସ ଲାଇଟିଂ ଇଣ୍ଡିଆ ଲିମିଟେଡ୍‌ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ‘ଫିଲିପ୍ସ ସ୍ମାର୍ଟ ଲାଇଟ୍‌ ହବ୍‌’ ଶନିବାର ପାହାଳଠାରେ ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ଉଲ୍ଲେଖଯୋଗ୍ୟ, ଫିଲିପ୍ସ ଲାଇଟିଂ ଇଣ୍ଡିଆ ଲିମିଟେଡ୍‌ର ସ୍ବୀକୃତିପ୍ରାପ୍ତ ଡିଲର (ଫ୍ରାଞ୍ଚାଇଜ) ଏଡିସିଓ ଭେଞ୍ଜର୍ସ ପ୍ରାଇଭେଟ୍‌ ଲିମିଟେଡ୍‌ ଆନୁକୂଲ୍ୟରେ ଉକ୍ତ ଲାଇଟ ହବ୍‌ର ଶୁଭାରମ୍ଭ କରାଯାଇଛି। ଏହି ପରିପ୍ରେକ୍ଷୀରେ ଫିଲିପ୍ସ ଲାଇଟିଂ ଇଣ୍ଡିଆ ଲିମିଟେଡ୍‌ର ଆର୍‌ଏସ୍‌ଏମ୍‌ (ଇଷ୍ଟ) ତିର୍ଥଙ୍କର ଚକ୍ରବର୍ତ୍ତୀ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏଡିସିଓ ଭେଞ୍ଜର୍ସ ପ୍ରାଇଭେଟ୍‌ ଲିମିଟେଡ୍‌ ପ୍ରତିଷ୍ଠାତା ତଥା ଏମ୍‌ଡି ଅଭିଷେକ ଏନ୍‌ଆର୍‌ ନାୟକଙ୍କ ସମେତ ଉଭୟ ଫିଲିପ୍ସ ଓ ଏଡିସିଓର ବହୁ ବରିଷ୍ଠ ଅଧିକାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ।
ବିଶେଷକରି ଦ୍ୱୈତ ନଗରୀ ଭୁବନେଶ୍ୱର-କଟକର କାୟା ବୃଦ୍ଧି ପାଉଥିବାରୁ ଉଭୟ ସହରର ମଧ୍ୟଭାଗରେ ଏଭଳି ଏକ ଅତ୍ୟାବଶ୍ୟକ ଓ ବ୍ରାଣ୍ଡେଡ୍‌ ଲାଇଟ୍‌ ହାଉସର ପରିକଳ୍ପନା କରାଯାଇଥିଲା। ଏପରିକି ଗ୍ରାହକଙ୍କ ଚାହିଦା ଓ କମ୍ପାନୀର ଗୁଣାତ୍ମକ ଉତ୍ପାଦ ସବୁ ବର୍ଗର ଉପଭୋକ୍ତଙ୍କ ପାଇଁ ଉପଲବ୍ଧ ବୋଲି ଆଉଟ୍‌ଲେଟ୍‌ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର ବିମାନବନ୍ଦରରୁ ଜବତ ହେଲା ପୁଳାପୁଳା ଟଙ୍କା

ଭୁବନେଶ୍ୱର,୩୦।୪: ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ମଙ୍ଗଳବାର ପୁଳାପୁଳା ଟଙ୍କା ଜବତ ହୋଇଛି। ଏହା ୭୫ ଲକ୍ଷରୁ ଅଧିକ ହେବ ବୋଲି ଜଣାପଡିଛି। ଦୁଇ ଜଣ...

‘ସମସ୍ତ ଉଠାଦୋକାନୀ ଥଇଥାନ ହେବେ’

ଭୁବନେଶ୍ୱର, ୩୦।୪ (ବନ୍ଦନା ସେଠୀ):ଭୁବନେଶ୍ୱରରେ ଥିବା ୧୦୦ ଉଠାଦୋକାନୀ ସଂଘର ସଭାପତି ଓ ସମ୍ପାଦକଙ୍କୁ ନେଇ ସୋମବାର ବିଜୁ ଶ୍ରମିକ ସାମ୍ମୁଖ୍ୟ ସଭାଗୃହରେ ଏକ ଜରୁରିକାଳୀନ...

ଓଡ଼ିଶାରୁ ମାୟାନଗରୀ ଲମ୍ବିଛି ରାହୁଲଙ୍କ ନିଶା କାରବାର

ଭୁବନେଶ୍ୱର,୩୦।୪(ସୂର୍ଯ୍ୟକାନ୍ତ ବେହେରା):ଭୁବନେଶ୍ୱରସ୍ଥିତ ଝାରପଡା ଜେଲ ପରିସରରୁ ଧରାପଡିଥିବା ଗଞ୍ଜେଇ ର଼୍ୟାକେଟର ମୁଖ୍ୟ ବାରିପଦାର ରାହୁଲ ସେଠୀଙ୍କ ତିନିଦିନିଆ ରିମାଣ୍ଡ ଶେଷ ହୋଇଛି। ସୋମବାର ତାଙ୍କୁ ପୁଣି...

ନୂଆ-ଅଭିଜ୍ଞଙ୍କ ମଧ୍ୟରେ କଡ଼ା ମୁକାବିଲା

ଯାଜପୁର,୩୦ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ଏଯାଏ କେହି ମହିଳା ବିଧାୟିକା ହୋଇନାହାନ୍ତି। ଏପରି କି ଏହି ଆସନରେ କେବେ କେହି ମହିଳା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିଥିବା...

ବଜାରରେ ମହିନ୍ଦ୍ରାର ‘ଅଲ୍‌ ନ୍ୟୁ ଏକ୍ସୟୁଭି ୩ଏକ୍ସଓ’

ଭୁବନେଶ୍ୱର,୩୦।୪ (ଅଭୟ ଦାଶ): ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ଲିମିଟେଡର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଅଲ୍‌ ନ୍ୟୁ ଏକ୍ସୟୁଭି ୩ଏକ୍ସଓ’ର ସର୍ବଭାରତୀୟ ଉନ୍ମୋଚନ (ଅନାବରଣ)...

ବେଆଇନ ଭାବେ ଡାଲି ମହଜୁଦ ରଖିଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୩୦।୪, (ଅନୁରାଧା ମହାରଣା): ଡାଲି ବେଆଇନ ଭାବେ ମହଜୁଦ ରଖୁଥିବା ବ୍ୟବସାୟୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଗତ କିଛି ଦିନ ଧରି କେତେକ ରାଜ୍ୟରେ...

ମୁଖ୍ୟମନ୍ତ୍ରୀ ଯାହା କୁହନ୍ତି, ତାହା କାମରେ କରି ଦେଖାନ୍ତି: ପାଣ୍ଡିଆନ୍‌

ମାଲକାନଗିରି/କାଲିମେଳା/କୋଟପାଡ଼, ୩୦ା୪ (ଦୁର୍ଯ୍ୟୋଧନ ପାତ୍ର/ଜୀବନକୃଷ୍ଣ ଦାସ/କେ.ରାଜଶେଖର ରାଓ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯାହା କୁହନ୍ତି, ତାହା କାମରେ କରି ଦେଖାନ୍ତି ବୋଲି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ୍‌...

ଇଆଇପିଏଲ୍‌ ସହ ଏଚ୍‌ଡିଏଫ୍‌ସି କ୍ୟାପିଟାଲର ସହଭାଗିତା

ଭୁବନେଶ୍ୱର,୩୦।୪: ଏଚ୍‌ଡିଏଫ୍‌ସି କ୍ୟାପିଟାଲ ଆଡଭାଇଜର୍ସ ଲିମିଟେଡ ଏବଂ ଏଲଡେକୋ ଇନ୍‌ଫ୍ରାଷ୍ଟ୍ରକଚର ଆଣ୍ଡ ପ୍ରପର୍ଟିଜ ଲିମିଟେଡ (ଇଆଇପିଏଲ୍‌) ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା ସ୍ଥାପନ ହୋଇଛି। ଏପରିକି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri