ଭାଜପା ଗଡ଼ରେ ବାଜି ମାରିନେଲେ ଭିନେଶ, ୧୯ ବର୍ଷ ପରେ ଜିତିଲା କଂଗ୍ରେସ

ଚଣ୍ଡିଗଡ଼,୮।୧୦: ହରିୟାଣା ୨୦୨୪ ବିଧାନସଭା ନିର୍ବାଚନର ମତଗଣନା ମଙ୍ଗଳବାର କରାଯାଉଛି। ରାଜ୍ୟର ଜିନ୍ଦ ଜିଲାର ହଟ୍‌ ସିଟ୍‌ ମଧ୍ୟରେ ରହିଥିବା ଜୁଲାନା ଆସନରୁ କଂଗ୍ରେସ ଟିକେଟରେ ଲଢ଼ୁଥିବା ବିବାଦୀୟ କୁସ୍ତି ଯୋଦ୍ଧା ଭିନେଶ ଫୋଗଟ୍‌ ବିଜୟୀ ହୋଇଛନ୍ତି। ପ୍ରାରମ୍ଭିକ ଟ୍ରେଣ୍ଡରେ ପଛରେ ଥିଲେ ବି ଭାଜପା ପ୍ରାର୍ଥୀ ଯୋଗେଶ ବୈରାଗୀଙ୍କୁ ସେ ୬୦୦୦ ଭୋଟରେ ପରାଜିତ କରିଛନ୍ତି। ଏଥିସହ ଦଳ ୧୯ ବର୍ଷ ପରେ ପ୍ରଥମ ଥର ଲାଗି ଏହି ଆସନରେ ଜିତି ଇତିହାସ ରଚିଛି। ଶେଷଥର ଲାଗି ଦଳ ୨୦୦୫ରେ ଜିତିଥିଲା।

ଜିନ୍ଦ ଜିଲା ଅନ୍ତର୍ଗତ ୫ ବିଧାନସଭା ଆସନ ରହିଛି। ସମସ୍ତ ଆସନରେ ପ୍ରାୟ ୬୬.୦୨% ମତଦାନ ହୋଇଥିଲା। ପ୍ରାରମ୍ଭିକ ଟ୍ରେଣ୍ଡ ଆରମ୍ଭ ହେବା ପରଠାରୁ ଭିନେଶ ପଛୁଆ ରହିଥିଲେ। ଅପରପକ୍ଷେ ମୋଟ ଆସନ କଥା ବିଚାରକୁ ନେଲେ ଏଯାବତ ଦଳକୁ ପଛରେ ପକାଇ ଭାଜପା ୪୬ ଆନରେ ଆଗୁଆ ରହିଆସୁଛି।

କହିରଖୁଛୁ, ଭିନେଶ ଏବଂ ବଜରଙ୍ଗ ପୁନିଆ WFI ମୁଖ୍ୟ ବ୍ରିଜ ଭୂଷଣ ଶରଣ ସିଂଙ୍କ ବିରୋଧରେ ଧାରଣା ଦେବାକୁ ନେଇ ଚର୍ଚ୍ଚାରେ ରହିଥିଲେ। ପରେ ଅବସର ନେଇ ଭିନେଶ କଂଗ୍ରେସରେ ହଠାତ ଯୋଗ ଦେବା ପରେ ଦଳ ଜୁଲାନା ଆସନରୁ ତାଙ୍କୁ ପ୍ରାର୍ଥୀ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହାର୍ଦ୍ଦିକଙ୍କ ସହ ମାହିକାଙ୍କୁ ଦେଖି କେମିତି ରିଆକ୍ସନ ଦେଲେ ଗୌତମ ଗମ୍ଭୀର? ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୭।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ପ୍ରଥମେ ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିଥିଲେ,…

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

ଫାଇନାଲ୍‌ରେ ସଞ୍ଜୁ ସାମସନ ମାତ୍ର ୨୬ ରନ୍‌ କଲେ ଟିମ୍‌ ଇଣ୍ଡିଆ ହୋଇଯିବ ଚାମ୍ପିୟନ: ଜାଣନ୍ତୁ କେମିତି

ଅହମ୍ମଦାବାଦ୍‌,୭।୩: ଟି୨୦ ବିଶ୍ୱକପର ଫାଇନାଲ ମ୍ୟାଚ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମାର୍ଚ୍ଚ ୮ରେ ଅନୁଷ୍ଠିତ ହେବାକୁଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଥିବା ଏହି…

ଯୁଦ୍ଧରେ ପାକିସ୍ତାନର ଏଣ୍ଟ୍ରି? ପାକ୍‌ ସହ ହାତ ମିଳାଇଲା ଭାରତର ବନ୍ଧୁରାଷ୍ଟ୍ର, ବିଶ୍ୱରେ ଚହଳ…

ଇସଲାମବାଦ,୭।୩: ଆଜି ମଧ୍ୟପ୍ରାଚ୍ୟରେ ଯୁଦ୍ଧର ଅଷ୍ଟମ ଦିନ। ଏପର୍ଯ୍ୟନ୍ତ ଆମେରିକା, ଇରାନ ଏବଂ ଇସ୍ରାଏଲ ହଜାର ହଜାର କ୍ଷେପଣାସ୍ତ୍ର ଏବଂ ବୋମା ବ୍ୟବହାର କରିସାରିଛନ୍ତି। ଏହାର ପ୍ରଭାବ…

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ…

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

୩ୟ ବିଶ୍ୱଯୁଦ୍ଧ ଆରମ୍ଭ, ଯୁଦ୍ଧକୁ ଡେଇଁଲା ରୁଷିଆ!

ମସ୍କୋ,୭।୩: ଆମେରିକା-ଇସ୍ରାଏଲ ଯୁଦ୍ଧରେ ରୁଷିଆ ଇରାନକୁ ସହାୟତା କରୁଛି। ଦି ୱାଶିଂଟନ ପୋଷ୍ଟରେ ଏକ ରିପୋର୍ଟରେ ଦାବି କରାଯାଇଛି ଯେ ରୁଷିଆ ଇରାନକୁ ଆମେରିକୀୟ ସାମରିକ ଘାଟି…

ବିଜୟ ଦେବରକୋଣ୍ଡାଙ୍କ ପ୍ରେମ ଆଗରେ ହାରିଗଲେ ରୋନାଲ୍ଡୋ-ମେସି, ଫୁଟବଲ ଖେଳାଳିଙ୍କ ରେକର୍ଡ ଭାଙ୍ଗିଲେ ‘ବିରୋଶ’

ଚେନ୍ନାଇ,୭।୩: ୨୬ ଫେବୃଆରୀରେ ଉଦୟପୁରରେ ଅନୁଷ୍ଠିତ ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡାଙ୍କ ବିବାହ ଏକ ବିରାଟ କାର୍ଯ୍ୟକ୍ରମଠାରୁ କମ ନଥିଲା। ସେମାନଙ୍କ ବିବାହ ପୂର୍ବ କାର୍ଯ୍ୟକ୍ରମଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri