‘ଫୋନ ଭୁତ’ର ନୂଆ ପୋଷ୍ଟର ଆଉଟ, ନଭେମ୍ବରରେ ରିଲିଜ ହେବ ଫିଲ୍ମ

ମୁମ୍ବାଇ: କ୍ୟାଟ୍ରିନା କୈଫଙ୍କ ଅଭିନୀତ ଫିଲ୍ମ ‘ଫୋନ ଭୁତ’ ସମ୍ପର୍କରେ ଘୋଷଣା ହେବା ପରେ ଦର୍ଶକେ ଏହି ଫିଲ୍ମକୁ ବଡ ଉତ୍ସୁକତାର ସହ ଅପେକ୍ଷା ରଖିଛନ୍ତି । ନିକଟରେ ଫିଲ୍ମର ଟ୍ରେଲର ରିଲିଜ ଡେଟର ଘୋଷଣା ସମ୍ପର୍କରେ ବୟାନ ସାମ୍ନାକୁ ଆସିଥିଲା । ଗୁରମିତ ସିଂଙ୍କ ଦ୍ୱାରା ନିର୍ଦ୍ଦେଶିତ ଏହି ବହୁ ପ୍ରତିକ୍ଷିତ ଫିଲ୍ମ ଚଳିତ ବର୍ଷ ନଭେମ୍ବରେ ୪ରେ ରିଲିଜ୍ ହେବାର ଯୋଜନା ରହିଛି । ଫିଲ୍ମରେ ଜ୍ୟାକି ଶ୍ରଫ, ଶିବା ଚଡ୍ଡା ଓ ନିଧି ବିଷ୍ଟ ସହାୟକ ଭୂମିକାରେ ନଜର ଆସିବେ । ଆଗାମୀ ହରର କମେଡିର ନିର୍ମାତା ସେସିଆଲ ମିଡିଆରେ ଫିଲ୍ମର ଟ୍ରେଲର ରିଲିଜର ତାରିଖ ଘୋଷଣା କରିଛନ୍ତି । ୧୦ ଅକ୍ଟୋବରରେ ଏହାର ଟ୍ରେଲର ରିଲିଜ୍ ହେବ । ଫିଲ୍ମରେ କ୍ୟାଟ୍ରିନା କୈଫଙ୍କ ସହ ସିଦ୍ଧାନ୍ତ ଚତୁର୍ବେଦୀ ଓ ଇଶାନ ଖଟ୍ଟର ମୁଖ୍ୟ ଭୂମିକାରେ ନଜର ଆସିବେ ।
କ୍ୟାଟ୍ରିନା ତାଙ୍କ ଇନଷ୍ଟାଗ୍ରାମ ହ୍ୟାଣ୍ଡେଲରେ ସିଦ୍ଧାନ୍ତ ଚତୁର୍ବେଦୀ ଓ ଇଶାନ ଖଟ୍ଟରଙ୍କ ସହ ଫୋନ ଭୁତର ନୂଆ ପୋଷ୍ଟର ଶେୟାର କରିଛନ୍ତି । ସେ ଏହାର ନାମ ଦେଇଛନ୍ତି ‘ଇନକମିଂ କଲ.. ‘ଫୋନ ଭୁତ’ ର ଟ୍ରେଲର ୧୦ ଅକ୍ଟୋବରରେ ରିଲିଜ୍ ହେବ । ଏହାସହ ସେ ଲେଖିଛନ୍ତି ଖୁବଶୀଘ୍ର ଆଡଭେନଚର ଆରମ୍ଭ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ଜିଦରେ ଅଟଳ ରହିପାରିଲାନି ବାଂଲାଦେଶ, ଏବେ ଭାରତକୁ କହିଲାଣି…

ଢାକା,୨୪।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ଆର୍ଥିକ ପରାମର୍ଶଦାତା ସାଲେହୁଦ୍ଦିନ ଅହମ୍ମଦ ମଙ୍ଗଳବାର (ଡିସେମ୍ବର ୨୩, ୨୦୨୫) କହିଛନ୍ତି ଯେ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ନୂଆଦିଲ୍ଲୀ...

ଜେଲ୍‌ରେ କଏଦୀଙ୍କ ଆନ୍ଦୋଳନ

ସୁନ୍ଦରଗଡ଼,୨୪।୧୨: ସୁନ୍ଦରଗଡ଼ ଜେଲ ଅଧୀକ୍ଷକଙ୍କ ବିରୋଧରେ କଏଦୀମାନେ ବୁଧବାର ଆନ୍ଦୋଳନ କରିଛନ୍ତି। ବିଭିନ୍ନ ଦାବି ନେଇ ୫୦୦ରୁ ଊଦ୍ଧର୍‌ବ କଏଦୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଜେଲରେ...

ବାଂଲାଦେଶ ହିଂସା: ହିନ୍ଦୁଙ୍କ ଘର ଜାଳିଦେଲେ କଟ୍ଟରପନ୍ଥୀ, ସାମ୍ନାକୁ ଆସିଲା ଭୟଙ୍କର ଭିଡ଼ିଓ

ଢାକା,୨୪।୧୨: ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ଅତ୍ୟାଚାରର ଧାରା ଥମିବାର ନାଁ ନେଉନାହିଁ। ବାଂଲାଦେଶୀ ଲେଖିକା ତସଲିମା ନସରିନ ଏକ ଭିଡିଓ ଜାରି କରିଛନ୍ତି ଯେଉଁଥିରେ ଚିଟାଗଙ୍ଗରେ...

ଇତିହାସ ରଚିଲା ଇସ୍ରୋ: ଏଣିକି ବିନା ମୋବୋଇଲ୍‌ ଟାଓ୍ବାରରେ ଆସିବ ନେଟଓ୍ବର୍କ

ନୂଆଦିଲ୍ଲୀ,୨୪।୧୨: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ପୁଣି ଥରେ ବିଶ୍ୱ ସମ୍ମୁଖରେ ନିଜର ଶକ୍ତି ଏବଂ ଆତ୍ମବିଶ୍ୱାସ ପ୍ରଦର୍ଶନ କରିଛି। ଏକ କମ ବଜେଟ,...

ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ

ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…

ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri