ଚାର୍ଜରେ ଲାଗିଥିଲା ଆଇଫୋନ୍‌ ବାର୍ଥଟବ୍‌ରେ ପଡ଼ିଯିବାରୁ , ଘଟିଲା ଏମିତି

ରୁଷିଆର ଆର୍ଖଙ୍ଗଲେସ୍କରେ ଜଣେ ୨୪ ବର୍ଷୀୟା ଯୁବତୀ ଓଲେସିଆ ସେମେନୋଭାଙ୍କ ଏକ ବାର୍ଥ ଟବ୍‌ରୁ କରେଣ୍ଟ ଲାଗି ମୃତ୍ୟୁ ଘଟିଛି। ଓଲେସିଆଙ୍କ ଆଇଫୋନ ଚାର୍ଜ କରୁଥିଲେ। ହଠାତ୍‌ ଫୋନ ତାଙ୍କ ବାର୍ଥଟବ୍‌ରେ ଖସି ପଡ଼ିଥିଲା। ଓଲେସିଆ ସେହି ସମୟରେ ଗାଧୋଉଥିଲେ ଏବଂ ତାଙ୍କୁ ବିଦ୍ୟୁତ୍‌ ଆଘାତ ଲାଗିଥିଲା। ପରେ ତାଙ୍କର ମୃତ୍ୟୁ ଘଟିଥିଲା।ଓଲେସିଆଙ୍କ ମୃତଦେହକୁ ପ୍ରଥମେ ତାଙ୍କ ପଡ଼ୋଶୀ ଡାରିଆ ଦେଖିଥିଲେ। ସେ କହିଛନ୍ତି ମୁଁ ଯେତେବେଳେ ଘରେ ପହଞ୍ଚିଲି, ତାଙ୍କ ଅବସ୍ଥା ଦେଖି ମୁଁ ଡରିଗଲି। ସେତେବେଳେ ସେ ନିଶ୍ୱାସ ମଧ୍ୟ ନେଉ ନ ଥିଲେ। ଓଲେସିଆ ଏକ ପୋଷାକ ଦୋକାନରେ କାମ କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମାଜନରୁ ସମ୍ପର୍କ କାଟିଲେ ଥିଲେ ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ, ଶେୟାର ବିକି ଏବେ କରୁଛନ୍ତି ଏମିତି କାମ…

ଓ୍ବାଶିଂଟନ,୨୬।୧୨: ଆମାଜନ ପ୍ରତିଷ୍ଠାତା ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ କୋଟିପତି ମ୍ୟାକେଞ୍ଜି ସ୍କଟ ଚଳିତ ବର୍ଷ ଅର୍ଥାତ ୨୦୨୫ରେ ନିଜ ପାଣ୍ଠିରୁ ୭.୧ ବିଲିୟନ ଡଲାରରୁ...

ବାଂଲାଦେଶୀ ହିନ୍ଦୁଙ୍କୁ ସ୍ବପ୍ନ ଦେଖାଇଲେଣି ତାରିକ? କହିଲେ ‘I have a dream, ଯେମିତି ୧୯୭୧ରେ ସବୁ ଧର୍ମ ମିଶି…

ଢାକା,୨୬।୧୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର କାର୍ଯ୍ୟକାରୀ ଅଧ୍ୟକ୍ଷ ତାରିକ ରହମାନ ଗୁରୁବାର (ଡିସେମ୍ବର ୨୫, ୨୦୨୫) ଦିନ ଲୋକମାନଙ୍କୁ ଶାନ୍ତି ପାଇଁ ଆହ୍ବାନ କରିଥିଲେ।...

କାନ୍ଦି କାନ୍ଦି ପୋଲିସ ଷ୍ଟେଶନ ପହଞ୍ଚିଲା ୩ ବର୍ଷର ଶିଶୁ, କହିଲା କେମିତି ହୋମ ଓ୍ବାର୍କ କରିବି ଅଙ୍କଲ…

ରାଜାପୁର,୨୬।୧୨: ମଧ୍ୟପ୍ରଦେଶ ଶୁଜାପୁର ଜିଲାରେ ଏକ ଆକର୍ଷଣୀୟ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଚେରି ନାମକ ଜଣେ ୩ ବର୍ଷୀୟ ସ୍କୁଲ ଛାତ୍ରୀ ତାଙ୍କ ସ୍କୁଲ...

ବାଂଲାଦେଶରେ ପ୍ରତି ୫ ଜଣରେ ଜଣେ ଥିଲେ ହିନ୍ଦୁ, ହେଲେ ପ୍ରତିବର୍ଷ କମୁଛି ହିନ୍ଦୁଙ୍କ ସଂଖ୍ୟା, ଗତ ୩ ବର୍ଷରେ…

ଢାକା,୨୬।୧୨: ବାଂଲାଦେଶ ଆଜି ବିଶ୍ୱର ସବୁଠାରୁ ଘନ ଜନସଂଖ୍ୟା ବିଶିଷ୍ଟ ଦେଶମାନଙ୍କ ମଧ୍ୟରୁ ଗୋଟିଏ। ୱାଲର୍‌ଡମିଟର ଅନୁଯାୟୀ, ଏହାର ମୋଟ ଜନସଂଖ୍ୟା ୧୭୬.୬ ନିୟୁତ ଅତିକ୍ରମ...

Bangladesh elections: ତାରିକ ଫେରିବା ପରେ ହାତ ମିଳାଇଲେ ଦୁଇ ଭାରତ ବିରୋଧୀ ଦଳ, ଜାଣନ୍ତୁ କ’ଣ କହୁଛି ରାଜନୈତିକ ସମିକରଣ

ଢାକା,୨୬।୧୨: ବାଂଲାଦେଶରେ ଫେବୃଆରୀରେ ଜାତୀୟ ର୍ନିବାଚନ ହେବାକୁ ଯାଉଛି, ଯାହା ରାଜନୈତିକ କାର୍ଯ୍ୟକଳାପକୁ ବୃଦ୍ଧି କରୁଛି। ଏହାକୁ ଦୃଷ୍ଟିରେ ରଖି, ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର...

Bangladesh Violence: ବାଂଲାଦେଶ ଫେରୁ ଫେରୁ ତାରିକ ଅହମଦଙ୍କୁ କାହିଁକି ଫୋନ କଲେ ୟୁନୁସ? ପିତାଙ୍କ କବର ସ୍ଥଳକୁ ଯିବେ ‘ଡାର୍କ ପ୍ରିନ୍ସ’

ଢାକା,୨୬।୧୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର କାର୍ଯ୍ୟକାରୀ ସଭାପତି ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ପୁଅ ତାରିକ ରହମାନ ୧୭ ବର୍ଷ ପରେ ଗୁରୁବାର...

କାନାଡ଼ାରେ ଆଉ ଜଣେ ଭାରତୀୟ ଯୁବକଙ୍କୁ ଗୁଳି, ଅଭିଯୁକ୍ତ ଫେରାର

ଓଟାଓ୍ବା,୨୬।୧୨: କାନାଡ଼ାର ଟୋରଣ୍ଟୋ ବିଶ୍ୱବିଦ୍ୟାଳୟର ସ୍କାରବୋରୋ କ୍ୟାମ୍ପସ ନିକଟରେ ଗୁଳିକାଣ୍ଡରେ ଜଣେ ଭାରତୀୟ ଛାତ୍ର ପ୍ରାଣ ହରାଇଛନ୍ତି। ଭାରତୀୟ କନସୁଲେଟ ଗୁରୁବାର (ଡିସେମ୍ବର ୨୫) ଦିନ...

ୟୁନୁସଙ୍କ ଗୋଟିଏ ଭୁଲ, ଯାହା ପାଇଁ ଦଣ୍ଡ ପାଉଛି ବାଂଲାଦେଶ

ଢାକା,୨୬।୧୨: ବାଂଲାଦେଶ ଆଜି ହିଂସା ଏବଂ ଉଗ୍ରବାଦର ନିଆଁରେ ଜଳୁଛି। ମହମ୍ମଦ ୟୁନୁସଙ୍କ ଦ୍ୱାରା କରାଯାଇଥିବା ଭୁଲର ପରିଣାମ ବାଂଲାଦେଶ ଏବେ ଭୋଗୁଛି। ହିନ୍ଦୁ ହୁଅନ୍ତୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri