ଚାର୍ଜରେ ଲାଗିଥିଲା ଆଇଫୋନ୍‌ ବାର୍ଥଟବ୍‌ରେ ପଡ଼ିଯିବାରୁ , ଘଟିଲା ଏମିତି

ରୁଷିଆର ଆର୍ଖଙ୍ଗଲେସ୍କରେ ଜଣେ ୨୪ ବର୍ଷୀୟା ଯୁବତୀ ଓଲେସିଆ ସେମେନୋଭାଙ୍କ ଏକ ବାର୍ଥ ଟବ୍‌ରୁ କରେଣ୍ଟ ଲାଗି ମୃତ୍ୟୁ ଘଟିଛି। ଓଲେସିଆଙ୍କ ଆଇଫୋନ ଚାର୍ଜ କରୁଥିଲେ। ହଠାତ୍‌ ଫୋନ ତାଙ୍କ ବାର୍ଥଟବ୍‌ରେ ଖସି ପଡ଼ିଥିଲା। ଓଲେସିଆ ସେହି ସମୟରେ ଗାଧୋଉଥିଲେ ଏବଂ ତାଙ୍କୁ ବିଦ୍ୟୁତ୍‌ ଆଘାତ ଲାଗିଥିଲା। ପରେ ତାଙ୍କର ମୃତ୍ୟୁ ଘଟିଥିଲା।ଓଲେସିଆଙ୍କ ମୃତଦେହକୁ ପ୍ରଥମେ ତାଙ୍କ ପଡ଼ୋଶୀ ଡାରିଆ ଦେଖିଥିଲେ। ସେ କହିଛନ୍ତି ମୁଁ ଯେତେବେଳେ ଘରେ ପହଞ୍ଚିଲି, ତାଙ୍କ ଅବସ୍ଥା ଦେଖି ମୁଁ ଡରିଗଲି। ସେତେବେଳେ ସେ ନିଶ୍ୱାସ ମଧ୍ୟ ନେଉ ନ ଥିଲେ। ଓଲେସିଆ ଏକ ପୋଷାକ ଦୋକାନରେ କାମ କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୋହିରି ମୋଲା ମିସ୍ ୱାର୍ଲ୍ଡ

ହାନୋଇ,୬ା୯: ଭିଏଟନାମ୍‌ର ନା ତ୍ରାଙ୍ଗ୍‌ ସହରରେ ଶନିବାର ଅନୁଷ୍ଠିତ ୭୩ତମ ଅନ୍ତର୍ଜାତୀୟ ବିଶ୍ୱ ସୁନ୍ଦରୀ ପ୍ରତିଯୋଗିତାର ଗ୍ରାଣ୍ଡ ଫିନାଲେରେ ଡୋମିନିକାନ୍‌ ରିପବ୍ଲିକ୍‌ର ଜୋହିରି ମୋଲା ମିସ୍‌ ଓ୍ୱାଲର୍‌ଡ…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୧୩୦୦ ଅତିକ୍ରମ କଲା, ଉଦ୍ଧାର ହୋଇଛନ୍ତି ୧୬୯ ଭାରତୀୟ

କାଠମାଣ୍ଡୁ,୫।୯: ନେପାଳରେ ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୧୩୦୦କୁ ବୃଦ୍ଧି ପାଇଛି। ଏହି ପ୍ରାକୃତିକ ବିପର୍ଯ୍ୟୟର ଆଜି ୧୧ତମ ଦିନ। ଉଲ୍ଲେଖନୀୟ ଯେ ୨୬ ଅଗଷ୍ଟ ସକାଳେ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri