Posted inଜାତୀୟ

ଫୋନ୍‌ ପେ ପକ୍ଷରୁ ସ୍ମାର୍ଟ ସ୍ପିକରର ଶୁଭାରମ୍ଭ

ନୂଆଦିଲ୍ଲୀ,୫।୮: ଦେଶର ପ୍ରମୁଖ ଫିନ୍‌ଟେକ ପ୍ଲାଟ୍‌ଫର୍ମ ଫୋନ୍‌ ପେ ପକ୍ଷରୁ ସ୍ମାର୍ଟ ସ୍ପିକରର ଶୁଭାରମ୍ଭ କରାଯାଇଛି। ଉକ୍ତ ସ୍ମାର୍ଟ ସ୍ପିକର ପ୍ରାଥମିକ ପର୍ଯ୍ୟାୟରେ ୫ଟି ସହରର ୧ଲକ୍ଷରୁ ଅଧିକ ଡିଭାଇସରେ ଫୋନ୍‌ ପେ ମର୍ଚ୍ଚାଣ୍ଟ ପାର୍ଟନରଙ୍କ ଦ୍ୱାରା ବ୍ୟବହୃତ ହେଉଛି ା ଫୋନ ପେ ସ୍ମାର୍ଟ ସ୍ପିକର ୧୧ଟି ଭାରତୀୟ ଭାଷାରେ ପେମେଣ୍ଟ ନୋଟିଫିକେସନ ପ୍ରଦାନ କରୁଛି। ଏହା ୪ ଦିନ ପର୍ଯ୍ୟନ୍ତର ବ୍ୟାଟେରି ଲାଇଫ, ଏକ ପ୍ରାରମ୍ଭିକ ସେଟ୍‌-ଅପ୍‌ ମୂଲ୍ୟ ଭାବେ ମାତ୍ର ୫୦ ଟଙ୍କା ମୂଲ୍ୟରେ ଡୋରଷ୍ଟେପ୍‌ ଇନ୍‌ଷ୍ଟଲେସନ ଏବଂ ମାସକୁ ୫୦ଟଙ୍କାର ନିମ୍ନମାସିକ ଭଡ଼ା ସହ ଆସୁଛି ା ଶୁଭାରମ୍ଭ ଅଫର ଭାବେ ଉଭୟ ପ୍ରାରମ୍ଭିକ ସେଟ ଅପ୍‌ ଏବଂ ମାସିକ ଭଡ଼ା ମାତ୍ର ୧ଟଙ୍କାରେ ଉପଲବ୍ଧ। ଏହି ଡିଭାଇସରେ କୌଣସି ଉପତ୍ାଦନଜନିତ ତ୍ରୁଟି ହେଲେ ଏହାକୁ ଆଜୀବନ ମାଗଣାରେ ବଦଳାଯାଇପାରିବ। ଏ ସମ୍ପର୍କରେ ଫୋନ୍‌ ପେର ଅଫ୍‌ଲାଇନ ବିଜ୍‌ନେସ ମୁଖ୍ୟ ବିବେକ ଲୋଚେବ କହିଛନ୍ତି, ଫୋନ୍‌ ପେରେ ଆମେ କ୍ରମାଗତ ଭାବେ ନୂତନ ଅଫର ଉପତ୍ାଦନ କରୁଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମଦିନରେ ଘରକୁ ଫେରିଲା ଖେଳାଳିଙ୍କ ପାର୍ଥିବ ଶରୀର, କାନ୍ଦୁଛି ପୂରା ପରିବାର; ଆଖି ଭିଜାଇ ଦେବ ଏହି ଦୃଶ୍ୟ

କାବୁଲ: ଯେଉଁ ଦିନ ଜନ୍ମଦିନର ଖୁସି ମନାଯାଇଥାନ୍ତା, ସେହି ଦିନ ଘରକୁ ଫେରିଲା ପାର୍ଥିବ ଶରୀର। ଆଫଗାନିସ୍ତାନର ପୂର୍ବତନ ଦ୍ରୁତ ବୋଲର ଶାପୁର ଜାଦ୍ରନଙ୍କ ଦେହାନ୍ତ ପରେ…

ଇଟାର ଜବାବ ଦେବୁ ପଥରରେ ଦେବୁ: ଆମେରିକାକୁ ଚେତାବନୀ ଦେଲା ଇରାନ

ଓ୍ବାଶିଂଟନ୍‌,୯।୭: ଆମେରିକା ପୁଣିଥରେ ଇରାନର ଅନେକ ସ୍ଥାନକୁ ଟାର୍ଗେଟ କରିଛି। ଇରାନ ଜୋରଦାର ପ୍ରତିକ୍ରିୟା ଦେଇ ବାହାରିନ ଏବଂ କୁଏତରେ ଥିବା ସ୍ଥାନଗୁଡ଼ିକୁ ଆକ୍ରମଣ କରିଛି। ଏହା…

ପତ୍ନୀ ଗୌରୀଙ୍କୁ ଏଭଳି ଉପହାର ଦେଲେ ଆମିର, ଯାହାକୁ ୧୩୧ ଜଣ କାରିଗର ମିଶି ୨୫୬ ଘଣ୍ଟାରେ କରିଛନ୍ତି ପ୍ରସ୍ତୁତ

ମୁମ୍ବାଇ: ବଲିଉଡର ସୁପରଷ୍ଟାର ଆମିର ଖାନ ଏବଂ ଗୌରୀ ସ୍ପ୍ରାଟ୍‌ ପରସ୍ପର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ନିକଟରେ ବାନ୍ଦ୍ରାସ୍ଥିତ ନିଜ ବାସଭବନରେ ପରିବାର ଏବଂ କିଛି…

ଲୋୟର ସୁକ୍‌ତେଲ ଜଳଭଣ୍ଡାର: ବଢୁଛି ଜଳସ୍ତର, ଲୋକେ ଅଟଳ

ବଲାଙ୍ଗୀର,୯ା୭(ବୀରେନ୍ଦ୍ର କୁମାର ଝାଙ୍କର):ଗତ କିଛି ଦିନର ଲଗାଣ ବର୍ଷା ଫଳରେ ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ଡ୍ୟାମ୍‌ରେ କ୍ଷୀପ୍ର ଗତିରେ ଜଳସ୍ତର ବଢ଼ିବାରେ ଲାଗିଛି। ଜଳସ୍ତର ବଢ଼ିବା…

ମାଙ୍କଡ଼ କାମୁଡାରେ ୫ ଆହତ: ବନବିଭାଗକୁ ଚିଠି ଲେଖିଲେ ସମିତି ସଭ୍ୟ ଧ୍ରୁବ

ଗଞ୍ଜାମ,୯।୭(ବିଦ୍ୟାଧର ସାହୁ ): ହୁମା ଓ ଆଖପାଖ ଅଞ୍ଚଳରେ ପାତି ମାଙ୍କଡ଼ଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବୃଦ୍ଧି ପାଉଛି । ଘର ଉପକରଣ ପାଇଁ ଜଙ୍ଗଲ ସଫା…

ମଝି ଚିଲିକାରେ ଦୋହଲିଲା ଯାତ୍ରୀବାହୀ ଲଞ୍ଚ୍‌: ହୋହଲ୍ଲା ପରେ…

କୃଷ୍ଣପ୍ରସାଦ,୯।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଗଡ଼ ଯାଏ ଓଡିଶା ବନ୍ଦର ଅନ୍ତରଦେଶୀୟ ଜଳପଥ ପରିବହନ ବିଭାଗ ତରଫରୁ ପ୍ରତିଦିନ ଯାତ୍ରୀବାହୀ ଲଞ୍ଚ…

ବିଦ୍ୟାଳୟର ନୂତନ ପରିଚାଳନା କମିଟି ଗଠନ: ସଭାପତି, ଉପସଭାନେତ୍ରୀ ଭାବେ ମନୋନୀତ ହେଲେ ଏମାନେ…

ଲାଞ୍ଜିଗଡ,୯।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପରିଚାଳନା କମିଟି ଗଠନ ବୁଧବାର ଅନୁଷ୍ଠିତ ହୋଇଯାଇଛିI ବିଦ୍ୟାଳୟର…

ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ: ଉଭୟ ପକ୍ଷ ମଧ୍ୟରେ ମାଡ଼ ପିଟ

ମହାକାଳପଡ଼ା,୯ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ କଣ୍ଡରାପାଟିଆ ଗ୍ରାମର ୭୭ ପରିବାର ଦୀର୍ଘ ବର୍ଷ ଧରି ୧୭୦ ଏକର ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri