Posted inଜାତୀୟ

ଟି-ଶାର୍ଟରେ ଲରେନ୍ସଙ୍କ ଫଟୋ: ଫ୍ଲିପ୍‌କାର୍ଟ ବିରୋଧରେ ମାମଲା

ମୁମ୍ବାଇ, ୮।୧୧: ମହାରାଷ୍ଟ୍ରର ସାଇବର ବିଭାଗ ଗୁରୁବାର ଫ୍ଲିପ୍‌କାର୍ଟ, ଅଲି ଏକ୍ସପ୍ରେସ, ଟିଶ୍‌ପର, ଏଟସି ଇଣ୍ଡିଆ ଆଦି ଇ-କମର୍ସ ପ୍ଲାଟଫର୍ମଗୁଡ଼ିକ ବିରୋଧରେ ମାମଲା ରୁଜୁ କରିଛି। ଉକ୍ତ ପ୍ଲାଟ୍‌ଫର୍ମଗୁଡ଼ିକରେ ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇ ଓ ଦାଉଦ ଇବ୍ରାହିମର ଫଟୋ ଥିବା ଟି-ଶାର୍ଟ ବିକ୍ରି ହେଉଥିବା ନେଇ ମହାରାଷ୍ଟ୍ର ସାଇବର ବିଭାଗ କହିଛି। ସମ୍ପୃକ୍ତ ଇ-କମର୍ସ ପ୍ଲାଟଫର୍ମଗୁଡ଼ିକ ପକ୍ଷରୁ ବିଭିନ୍ନ ଗ୍ୟାଙ୍ଗଷ୍ଟର ଏବଂ ଆପରାଧିକ ଗତିବିଧିରେ ଲିପ୍ତ ଥିବା ଲୋକଙ୍କୁ୍‌ ଗ୍ଲାମରାଇଜ୍‌ ଏବଂ ପ୍ରମୋଟ୍‌ କରାଯାଉଛି ବୋଲି ଏଫ୍‌ଆଇଆର୍‌ରେ ଉଲ୍ଲେଖ ରହିଛି। ଏପରି ଆପରାଧିକ ଜଗତ ସହ ସମ୍ପୃକ୍ତ ଥିବା ବ୍ୟକ୍ତିଙ୍କର ଫଟୋ ଥିବା ଟି-ଶାର୍ଟ ବିକ୍ରି ହେବା ଦ୍ୱାରା ସମାଜରେ ଏବଂ ଯୁବକଙ୍କ ଉପରେ ନକାରାତ୍ମକ ପ୍ରଭାବ ପକାଇବାର ସମ୍ଭାବନା ରହିଛି ବୋଲି ମହାରାଷ୍ଟ୍ର ସାଇବର ବିଭାଗର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ବିମାନ କର୍ମଚାରୀଙ୍କ ଖୋଲାଚିଠି ଭାଇରାଲ, ଏଥିରେ ଲେଖାଅଛି…

ନୂୂଆଦିଲ୍ଲୀ,୬ା୧୨: ଦେଶର ଅନେକ ବିମାନବନ୍ଦରରେ ବହୁ ବିମାନ ବାତିଲ ହେବା ପରେ ପ୍ରବଳ ଅସନ୍ତୋଷ ପ୍ରକାଶ ପାଇଛି। ସାଧାରଣ ଯାତ୍ରୀଙ୍କଠାରୁ ଆରମ୍ଭ କରି କର୍ମଚାରୀମାନେ ଅସନ୍ତୋଷ...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ହଜାର ଟପିବ ନାହିଁ ଘରୋଇ ବିମାନ ଭଡ଼ା, କିଲୋମିଟର ଅନୁଯାୟୀ ପଡିବ…

ନୂଆଦିଲ୍ଲୀ,୬।୧୨: ଗତ ୫ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ଆଶାତିତ ବୃଦ୍ଧି ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଇଣ୍ଡିଗୋ ସଙ୍କଟ: ଖୁବ୍‌ ଜୋର ପାଟି କରି କାଉଣ୍ଟର ଉପରକୁ ଚଢିଗଲେ ବିଦେଶିନୀ

ନୂଆଦିଲ୍ଲୀ,୬।୧୨: ଗତ ଚାରି ଦିନ ମଧ୍ୟରେ ସାରା ଦେଶରେ ୧,୦୦୦ରୁ ଅଧିକ ଇଣ୍ଡିଗୋ ବିମାନ ବାତିଲ କରାଯାଇଛି, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରୁଛି।...

ଭାରତର ୫ ମହଙ୍ଗା ମହିଳା ପ୍ରବଚକ, ଯିଏ କଥା କହି ନେଇଯାଆନ୍ତି ଏତେ ଫି

ନୂଆଦିଲ୍ଲୀ,୬।୧୨: ବୃନ୍ଦାବନର ପ୍ରସିଦ୍ଧ କାହାଣୀକାର ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ୱତନ ଡିଏସପିଙ୍କ ଝିଅ ଶିପ୍ରା ଶର୍ମା ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଶୁକ୍ରବାର, ଡିସେମ୍ୱର 5...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ଆକ୍ସନ ନେଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୬।୧୨: ଗତ ପାଞ୍ଚ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ବୃଦ୍ଧି ପାଇବା ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଇଣ୍ଡିଗୋ ବିମାନ ରଦ୍ଦ ପରେ ବି କେମିତି ଧଡାଧଡ ବିକ୍ରି ହେଉଛି ଟିକେଟ! ୩ ଗୁଣା ଅଧିକ ଦାମରେ ବି କିଣୁଛନ୍ତି ଲୋକେ

ନୂଆଦିଲ୍ଲୀ,୬।୧୨: ଇଣ୍ଡିଗୋ ଏୟାରଲାଇନ୍ସ ଅନେକ ଦିନ ଧରି ସଂଘର୍ଷ କରୁଛି। ଡିସେମ୍ବର ୨ରୁ ବିମାନ ବାତିଲ ଚାଲିଛି। ଇଣ୍ଡିଗୋ ପ୍ରତିଦିନ ୫୦୦ରୁ ଅଧିକ ବିମାନ ବାତିଲ...

ଏହିସବୁ ଭାରତୀୟ ଖାଦ୍ୟ ଖାଇଲେ ପୁଟିନ୍‌: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୨।୬: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମ୍ମାନାର୍ଥେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ଆୟୋଜିତ ରାଜ୍ୟ ଭୋଜିରେ କଶ୍ମୀର ଅଖରୋଟ ଗୁଚ୍ଚି ଦୁନ ଚେଟିନ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri