Posted inଜାତୀୟ

ଟି-ଶାର୍ଟରେ ଲରେନ୍ସଙ୍କ ଫଟୋ: ଫ୍ଲିପ୍‌କାର୍ଟ ବିରୋଧରେ ମାମଲା

ମୁମ୍ବାଇ, ୮।୧୧: ମହାରାଷ୍ଟ୍ରର ସାଇବର ବିଭାଗ ଗୁରୁବାର ଫ୍ଲିପ୍‌କାର୍ଟ, ଅଲି ଏକ୍ସପ୍ରେସ, ଟିଶ୍‌ପର, ଏଟସି ଇଣ୍ଡିଆ ଆଦି ଇ-କମର୍ସ ପ୍ଲାଟଫର୍ମଗୁଡ଼ିକ ବିରୋଧରେ ମାମଲା ରୁଜୁ କରିଛି। ଉକ୍ତ ପ୍ଲାଟ୍‌ଫର୍ମଗୁଡ଼ିକରେ ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇ ଓ ଦାଉଦ ଇବ୍ରାହିମର ଫଟୋ ଥିବା ଟି-ଶାର୍ଟ ବିକ୍ରି ହେଉଥିବା ନେଇ ମହାରାଷ୍ଟ୍ର ସାଇବର ବିଭାଗ କହିଛି। ସମ୍ପୃକ୍ତ ଇ-କମର୍ସ ପ୍ଲାଟଫର୍ମଗୁଡ଼ିକ ପକ୍ଷରୁ ବିଭିନ୍ନ ଗ୍ୟାଙ୍ଗଷ୍ଟର ଏବଂ ଆପରାଧିକ ଗତିବିଧିରେ ଲିପ୍ତ ଥିବା ଲୋକଙ୍କୁ୍‌ ଗ୍ଲାମରାଇଜ୍‌ ଏବଂ ପ୍ରମୋଟ୍‌ କରାଯାଉଛି ବୋଲି ଏଫ୍‌ଆଇଆର୍‌ରେ ଉଲ୍ଲେଖ ରହିଛି। ଏପରି ଆପରାଧିକ ଜଗତ ସହ ସମ୍ପୃକ୍ତ ଥିବା ବ୍ୟକ୍ତିଙ୍କର ଫଟୋ ଥିବା ଟି-ଶାର୍ଟ ବିକ୍ରି ହେବା ଦ୍ୱାରା ସମାଜରେ ଏବଂ ଯୁବକଙ୍କ ଉପରେ ନକାରାତ୍ମକ ପ୍ରଭାବ ପକାଇବାର ସମ୍ଭାବନା ରହିଛି ବୋଲି ମହାରାଷ୍ଟ୍ର ସାଇବର ବିଭାଗର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସେମିକନ୍ ଇଣ୍ଡିଆରେ ବଡ଼ ଘୋଷଣା କଲେ ଅଶ୍ୱିନୀ ବୈଷ୍ଣବ, ଓଡ଼ିଶାରେ ହେବ…

ନୂଆଦିଲ୍ଲୀ,୧୭।୯: ସେମିକଣ୍ଡକ୍ଟର କ୍ଷେତ୍ରରେ ଭାରତର ପରବର୍ତ୍ତୀ ପର୍ଯ୍ୟାୟର ଅଭିଯାନ ଅଧିକ ବ୍ୟାପକ ହେବ। ଦେଶରେ ଅତିକମ୍‌ରେ ୨୦୦ଟି ଷ୍ଟାର୍ଟଅପ୍‌ ଓ କମ୍ପାନୀକୁ ଚିପ୍‌ ଡିଜାଇନ କାର୍ଯ୍ୟରେ ସାମିଲ…

୭୬ ବର୍ଷରେ ବି ଫିଟ୍‌ ଅଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଆଜି ଜନ୍ମଦିନରେ ଜାଣନ୍ତୁ ତାଙ୍କ ବିଷୟରେ କିଛି ଅଜଣା କଥା…

ନୂଆଦିଲ୍ଲୀ,୧୭ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୭ ସେପ୍ଟେମ୍ବର ୧୯୫୦ରେ ଗୁଜରାଟରେ ଜନ୍ମଗ୍ରହଣ କରିଥିଲେ। ଆଜି ତାଙ୍କ ଜନ୍ମଦିନରେ ସାରା ଦେଶରେ ତାଙ୍କ ଜୀବନର ବିଭିନ୍ନ ଦିଗ ଉପରେ…

ଚାରିଆଡେ ଚର୍ଚ୍ଚା; ମୋଦିଙ୍କୁ ଏଭଳି ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ବନ୍ଧୁ ପୁଟିନ୍, ବିଶ୍ବରେ ଆପଣଙ୍କ….

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ରୁଷିଆରୁ ଆସିଛି ଶୁଭେଚ୍ଛା ବାର୍ତ୍ତା। ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଜନ୍ମଦିନର ଶୁଭକାମନା ଜଣାଇବା ସହ…

ଜନ୍ମଦିନରେ ମହିଳାଙ୍କୁ ପିଏମ୍‌ ମୋଦିଙ୍କ ବଡ଼ ଉପହାର: ଖାତାକୁ ଗଲା ୩ ହଜାର ଟଙ୍କା

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜ ଜନ୍ମଦିନ ଅବସରରେ ପଶ୍ଚିମବଙ୍ଗର ମହିଳାଙ୍କୁ ବଡ଼ ଉପହାର ଦେଇଛନ୍ତି। ଗୁରୁବାର ଭିଡିଓ କନଫରେନ୍ସିଂ ଜରିଆରେ ସେ ଅନ୍ନପୂର୍ଣ୍ଣା ଯୋଜନାର ହିତାଧିକାରୀଙ୍କ…

ବ୍ୟାଗରେ କୁକୁର ଧରି ଅଫିସରେ ପହଞ୍ଚିଲେ ଯୁବନେତା, ଅଫିସରଙ୍କ ଟେବୁଲ ଉପରେ ଛାଡି…

ମୁମ୍ବାଇ,୧୭।୯: ମହାରାଷ୍ଟ୍ରର ନାଶିକ ଜିଲା ନିଫାଡ଼ରେ ବୁଲା କୁକୁରଙ୍କ ସମସ୍ୟାକୁ ନେଇ ଏକ ଅଭିନବ ଢଙ୍ଗରେ ପ୍ରତିବାଦ କରାଯାଇଛି । UBT ଶିବସେନାର ଯୁବ ନେତା ବିକ୍ରମ…

ପେଟ୍ରୋଲ ଭରାଇବା ପରେ UPIରେ ଦେଇପାରିବେନି ଟଙ୍କା! କାହିଁକି ବିରୋଧ କରୁଛନ୍ତି ପେଟ୍ରୋଲ ପମ୍ପ ଡିଲର, ଜାଣନ୍ତୁ…

ନୂଆଦିଲ୍ଲୀ,୧୭।୯: ପେଟ୍ରୋଲ କିମ୍ବା ଡିଜେଲ ଭରାଇବା ପରେ UPI ମାଧ୍ୟମରେ ପେମେଣ୍ଟ କରୁଥିବା ଗ୍ରାହକଙ୍କ ପାଇଁ ଏକ ନୂଆ ନିୟମକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ୨,୦୦୦…

ସେମିକନ୍ ଇଣ୍ଡିଆରେ ବଡ଼ କଥା କହିଦେଲେ ମୋଦି, ଭାରତ ଉପରେ ସାରା ବିଶ୍ବର…

ନୂଆଦିଲ୍ଲୀ,୧୭।୯: ଭାରତର ସେମିକଣ୍ଡକ୍ଟର ଓ ଇଲେକ୍ଟ୍ରୋନିକ୍ସ କ୍ଷେତ୍ରକୁ ନୂଆ ଦିଗ ଦେବା ଲକ୍ଷ୍ୟରେ ଆୟୋଜିତ ‘ସେମିକନ୍ ଇଣ୍ଡିଆ ୨୦୨୬’ର ଉଦ୍‌ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।…

ଅଜବ ପ୍ରେମ…୧୯ ବର୍ଷୀୟ ଜ୍ୱାଇଁ ପ୍ରେମରେ ୫ ସନ୍ତାନର ମା’! ଝିଅର ସ୍ୱାମୀଙ୍କୁ ନେଇ ଶାଶୁ ଫେରାର

ଲକ୍ଷ୍ନୌ,୧୭।୯: ଉତ୍ତରପ୍ରଦେଶର ମୈନପୁରୀରୁ ଶାଶୁ-ଜ୍ବାଇଁଙ୍କ ସମ୍ପର୍କକୁ ନେଇ ଏକ ଅଜବ ଘଟଣା ସାମ୍ନାକୁ ଆସିଛି । ଅଭିଯୋଗ ଅନୁସାରେ, ଜଣେ ମହିଳା ନିଜ ଜ୍ବାଇଁଙ୍କ ସହ ଫେରାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?