‘ମୃତ୍ୟୁ ପ୍ରମାଣପତ୍ରରେ ରହୁ ମୋଦିଙ୍କ ଫଟୋ’

ଚଣ୍ଡିଗଡ଼, ୧୯ା୪: ଟିକା ପ୍ରମାଣପତ୍ରରେ ଯଦି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରେୟ ନେବାକୁ ନିଜ ଫଟୋ ଛାପୁଛନ୍ତି ତେବେ କୋଭିଡ୍‌ରେ ପ୍ରାଣ ହରାଉଥିବା ଲୋକଙ୍କ ମୃତ୍ୟୁ ସାର୍ଟିଫିକେଟରେ ମଧ୍ୟ ମୋଦିଙ୍କ ଫଟୋ ରହୁ ବୋଲି କହିଛନ୍ତି ମହାରାଷ୍ଟ୍ର ମନ୍ତ୍ରୀ ତଥା ଏନ୍‌ସିପି ନେତା ନଓ୍ବାବ ମଲିକ। ସଂକ୍ରମଣ ବୃଦ୍ଧି ଓ ଏଥିଜନିତ ମୃତ୍ୟୁ ପାଇଁ ମୋଦି ଉତ୍ତରଦାୟୀ ରହିବା କଥା ବୋଲି ନଓ୍ବାବ କହିଛନ୍ତି। ଦେଶରେ ସଂକ୍ରମଣ ବଢ଼ି ଚାଲିଥିବାବେଳେ ମୃତଦେହ ସତ୍କାର ପାଇଁ ମଧ୍ୟ ଜାଗା ନାହିଁ। ଏ ବାବଦରେ ମୋଦି ଜନସାଧାରଣଙ୍କ ନିକଟରେ ଉତ୍ତର ରଖନ୍ତୁ ବୋଲି ମହାରାଷ୍ଟ୍ର ମନ୍ତ୍ରୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଯୋଧ୍ୟା ମାମଲା: ୮ମ ଦିନରେ ସୁପ୍ରିମ୍‌କୋର୍ଟରେ ହେଲାନି ଶୁଣାଣି

ନୂଆଦିଲ୍ଲୀ,୧୯।୮: ଅଯୋଧ୍ୟା ମାମଲାର ଶୁଣାଣି ୮ମ ଦିନରେ ବନ୍ଦ ରହିଛି। ସୋମବାର ୫ ଜଣିଆ ଖଣ୍ଡପୀଠ ମଧ୍ୟରୁ ବିଚାରପତି ଏସ୍‌.ଏ. ବୋବ୍‌ଦେ ଅନୁପସ୍ଥିତ ରହିବାରୁ ଶୁଣାଣି...

ଚାଷୀଙ୍କ ଭାବାବେଗ ସହ ଖେଳ ନାହିଁ

ନୂଆଦିଲ୍ଲୀ,୧୨।୪: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ (କେସିଆର୍‌) କେନ୍ଦ୍ର ସରକାରଙ୍କ ଧାନ କିଣା ନୀତିକୁ ଦୃଢ଼ ସମାଲୋଚନା କରିଛନ୍ତି। ତାଙ୍କ ରାଜ୍ୟରୁ ଧାନ କିଣିବେ...

‘ମନମୋହନ ସିଂ କହିଥିଲେ, ମୁଁ କରିକି ଦେଖେଇଲି’

ନୂଆଦିଲ୍ଲୀ,୮।୨: ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟ ସଭାକୁ ସମ୍ବୋଧିତ କରିଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ବିରୋଧୀଙ୍କୁ ଘେରିବାକୁ ଯାଇ ପୂର୍ବତନ ପ୍ରଧାନମନ୍ତ୍ରୀ ଡ....

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଶେଷ: ୫ଟା ସୁଦ୍ଧା ୟୁପିରେ ୬୦% ମତଦାନ

ଲକ୍ଷ୍ନୌ,୧୪।୨: ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ୫୫ଟି ଆସନ ପାଇଁ ସୋମବାର ମତଦାନ ଅନୁଷ୍ଠିତ ହୋଇଥିଲା। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିବା ବେଳେ...

ଲକ୍‌ଡାଉନ୍‌ର ଦ୍ୱିତୀୟ ଦିନ: ନିର୍ଦ୍ଦେଶ ଉଲ୍ଲଙ୍ଘନକାରୀଙ୍କୁ ଦାଗିଦ୍‌ କଲା ପ୍ରଶାସନ

ପୁରୁଷୋତ୍ତମପୁର,୨୩।୩: ମହାମାରୀ କରୋନା ଭାଇରସ୍‌ ଆତଙ୍କକୁ ନେଇ ସରକାର ଲକ୍‌ଡାଉନ୍‌ ଘୋଷଣା କରି ବିଭିନ୍ନ ନିୟମ ଓ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି। ମାତ୍ର ଗଞ୍ଜାମ ଜିଲା...

କରୋନାର ଦ୍ୱିତୀୟ ଲହର ନେଇଛି ୫୯୪ଡାକ୍ତରଙ୍କ ଜୀବନ

ନୂଆଦିଲ୍ଲୀ,୨।୬: କରୋନା ମହାମାରୀ ଗତ ଏକ ବର୍ଷରୁ ଉର୍ଦ୍ଧ୍ୱ ହେବ ଦେଶରେ ସ୍ବାସ୍ଥ୍ୟ ବ୍ୟବସ୍ଥାକୁ ପୁରା ହଲାଇଦେଇଛି। ଏହି ମହାମାରୀ ଯୋଗୁ ଏପର୍ଯ୍ୟନ୍ତ ଲକ୍ଷ ଲକ୍ଷ...

ଲଭ୍‌ ଜିହାଦ ମାମଲାରେ ଯୁବତୀଙ୍କୁ ଧୋକା ଦେବାର ପ୍ରମାଣ ଜରୁରୀ ବୋଲି କହିଲେ ହାଇକୋର୍ଟ…

ଅହମଦାବାଦ୍‌,୧୯।୮: ଲଭ୍‌ ଜିହାଦ ଉପରେ ଗୁଜରାଟ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ରାଜ୍ୟର ଲଭ ଜିହାଦ ଆକ୍ଟର କିଛି ଧାରା ଉପରେ କୋର୍ଟ ରୋକ...

କରୋନା ସହିତ ଲଢ଼େଇ ପାଇଁ ମୋଦିଙ୍କୁ ସୋନିଆଙ୍କ ୫ ପରାମର୍ଶ

ନୂଆଦିଲ୍ଲୀ,୭।୪: କିଭଳି କରୋନା ବିରୋଧରେ ଲଢ଼େଇ କରାଯିବ ସେନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ପରାମର୍ଶ ଦେଇଛନ୍ତି। ସୋନିଆ ମୋଦିଙ୍କୁ କହିଛନ୍ତି...

Advertisement
Archives

Model This Week