Posted inଜାତୀୟ

ଆଶ୍ଚର୍ଯ୍ୟଜନକ ମତଦାତା ସୂଚୀ, ୧୦୦ ଭୋଟର ଆଇଡିରେ ଜଣେ ମହିଳାଙ୍କ ଫଟୋ, ସାତ ବର୍ଷ ହେଲା ଠିକ କରିବାକୁ ଚାଲିଛି ପ୍ରୟାସ

ଅମ୍ବାଲା,୧୪ ।୧୦: ପଞ୍ଚାୟତ ନିର୍ବାଚନ ପୂର୍ବରୁ ଅମ୍ବାଲାର ଢକୌଲା ଗାଁରେ ୱାର୍ଡ ନମ୍ବର ୬ର ମତଦାତା ସୂଚୀରେ ଆଶ୍ଚର୍ଯ୍ୟକର ଘଟଣା ଦେଖିବାକୁ ମିଳିଛି । ଏଠାରେ ଚରଣଜିତ କୌର ନାମକ ଜଣେ ୭୫ ବର୍ଷୀୟା ମହିଳାଙ୍କର ଫଟୋ ୧୦୦ ଭୋଟର ଆଇଡିରେ ପ୍ରିଣ୍ଟ କରାଯାଇଛି । ତେବେ ଏହି ଘଟଣା ଆଜିର ନୁହେଁ ବରଂ ଗତ ୭ ବର୍ଷ ହେଲାଣି ମତଦାତା ସୂଚୀର ଏହା ହେଉଛି ଅବସ୍ଥା । ହେଲେ ମହିଳା ଜଣଙ୍କ କହିଛନ୍ତି, ଏ ସମ୍ପର୍କରେ ସେ ବହୁବାର ଅଭିଯୋଗ କରିଛନ୍ତି, ହେଲେ ମତଦାତା ସୂଚୀ ଏପର୍ଯ୍ୟନ୍ତ ଠିକ ହୋଇ ପାରିନାହିଁ ।

ସୂଚନାଯୋଗ୍ୟ, ପୁଣିଥରେ ପଞ୍ଚାୟତ ନିର୍ବାଚନ ପାଖେଇ ଆସୁଥିବାରୁ ଏହି ମତଦାନ ସୂଚୀ ଚର୍ଚ୍ଚାକୁ ଆସିଛି । ଏହାସହ ଲୋକଙ୍କ ଆକ୍ରୋଶ ବି ଦେଖିବାକୁ ମଳିଛି । କାରଣ ଏହାଦ୍ୱାରା ଅନ୍ୟମାନେ ବି ପ୍ରଭାବିତ ହେଉଛନ୍ତି । ଗ୍ରାମବାସୀଙ୍କ ଆକ୍ରୋଶକୁ ଦେଖି ପଞ୍ଚାୟତ ଅଧିକାରୀ ଏଥିପାଇଁ ଏକ ଯାଞ୍ଚ କମିଟି ଗଠନ କରିଛନ୍ତି । ଚରଣଜିତ କୌର ଢକୋଲା ଗାଁର ବାସିନ୍ଦା । ସେ କହିଛନ୍ତି ଏହି ଭୁଲ ପ୍ରଥମେ ୨୦୧୫ ମସିହାରେ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

India vs South Africa: ବାରବାଟୀରେ କେତେଥର ଜିତିଛି ଭାରତ? ଶୁଣିଲେ ତାଜୁବ ହେବେ

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...

CEC ଚୟନ କମିଟିରୁ CJIଙ୍କୁ କାହିଁକି ହଟାଗଲା? ପ୍ରଧାନମନ୍ତ୍ରୀଙ୍କୁ ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୮।୧୨: ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମଙ୍ଗଳବାର ନିର୍ବାଚନ ସଂସ୍କାର ଉପରେ କେନ୍ଦ୍ର ସରକାରଙ୍କୁ ତୀବ୍ର ସମାଲୋଚନା କରିଛନ୍ତି। ମୁଖ୍ୟ ନିର୍ବାଚନ କମିଶନର...

ପୁଣି ଭାଗ ଭାଗ ହୋଇଯିବ ପାକିସ୍ତାନ: ସ୍ୱତନ୍ତ୍ର ସିନ୍ଧୁଦେଶ ଦାବି କରାଚୀରେ ହିଂସା

ନୂଆଦିଲ୍ଲୀ,୮।୧୨: ୧୯୭୧ ମସିହାରେ ପୂର୍ବ ପାକିସ୍ତାନକୁ ହରାଇବା ପରେ ପାକିସ୍ତାନରେ ପୁଣି ଥରେ ପ୍ରାଦେଶିକ ବିଭାଜନ ନେଇ ଜୋରଦାର ଆଲୋଚନା ଚାଲିଛି। ଦେଶରେ ଉତ୍ତମ ଶାସନ...

ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ଆର୍‌ଡିଙ୍କ ଅଚାନକ କଲେଜ ପରିଦର୍ଶନ

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍‌ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...

୩ ଦିନ ହେଲା ଅଟକି ରହିଛି ଟ୍ରକ୍‌, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି।...

ସରପଞ୍ଚଙ୍କ ଘରୁ ଲୁଟ୍‌

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...

ମନ୍ଦିର ନିକଟରେ କୁଟୁରାକୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ ଘଟିଗଲା…

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରାସାଦ ମୁଖ୍ୟ ରାସ୍ତାର ସୋରଦେବୀ ମନ୍ଦିର ନିକଟରେ ମଙ୍ଗଳବାର ସକାଳେ ବାଇକ ଧକ୍କାରେ ଏକ କୁଟୁରା ମୃତ୍ୟୁବରଣ କରିଛି। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri