Posted inଜାତୀୟ

ଆଶ୍ଚର୍ଯ୍ୟଜନକ ମତଦାତା ସୂଚୀ, ୧୦୦ ଭୋଟର ଆଇଡିରେ ଜଣେ ମହିଳାଙ୍କ ଫଟୋ, ସାତ ବର୍ଷ ହେଲା ଠିକ କରିବାକୁ ଚାଲିଛି ପ୍ରୟାସ

ଅମ୍ବାଲା,୧୪ ।୧୦: ପଞ୍ଚାୟତ ନିର୍ବାଚନ ପୂର୍ବରୁ ଅମ୍ବାଲାର ଢକୌଲା ଗାଁରେ ୱାର୍ଡ ନମ୍ବର ୬ର ମତଦାତା ସୂଚୀରେ ଆଶ୍ଚର୍ଯ୍ୟକର ଘଟଣା ଦେଖିବାକୁ ମିଳିଛି । ଏଠାରେ ଚରଣଜିତ କୌର ନାମକ ଜଣେ ୭୫ ବର୍ଷୀୟା ମହିଳାଙ୍କର ଫଟୋ ୧୦୦ ଭୋଟର ଆଇଡିରେ ପ୍ରିଣ୍ଟ କରାଯାଇଛି । ତେବେ ଏହି ଘଟଣା ଆଜିର ନୁହେଁ ବରଂ ଗତ ୭ ବର୍ଷ ହେଲାଣି ମତଦାତା ସୂଚୀର ଏହା ହେଉଛି ଅବସ୍ଥା । ହେଲେ ମହିଳା ଜଣଙ୍କ କହିଛନ୍ତି, ଏ ସମ୍ପର୍କରେ ସେ ବହୁବାର ଅଭିଯୋଗ କରିଛନ୍ତି, ହେଲେ ମତଦାତା ସୂଚୀ ଏପର୍ଯ୍ୟନ୍ତ ଠିକ ହୋଇ ପାରିନାହିଁ ।

ସୂଚନାଯୋଗ୍ୟ, ପୁଣିଥରେ ପଞ୍ଚାୟତ ନିର୍ବାଚନ ପାଖେଇ ଆସୁଥିବାରୁ ଏହି ମତଦାନ ସୂଚୀ ଚର୍ଚ୍ଚାକୁ ଆସିଛି । ଏହାସହ ଲୋକଙ୍କ ଆକ୍ରୋଶ ବି ଦେଖିବାକୁ ମଳିଛି । କାରଣ ଏହାଦ୍ୱାରା ଅନ୍ୟମାନେ ବି ପ୍ରଭାବିତ ହେଉଛନ୍ତି । ଗ୍ରାମବାସୀଙ୍କ ଆକ୍ରୋଶକୁ ଦେଖି ପଞ୍ଚାୟତ ଅଧିକାରୀ ଏଥିପାଇଁ ଏକ ଯାଞ୍ଚ କମିଟି ଗଠନ କରିଛନ୍ତି । ଚରଣଜିତ କୌର ଢକୋଲା ଗାଁର ବାସିନ୍ଦା । ସେ କହିଛନ୍ତି ଏହି ଭୁଲ ପ୍ରଥମେ ୨୦୧୫ ମସିହାରେ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଛୋଟ କଥାରୁ ବଡ଼ କାଣ୍ଡ: ବୋହୂ ଉପରକୁ ଗରମ ତେଲ ଫୋପାଡ଼ିଲେ ଶାଶୁ

ଖଇରା,୩ା୧୦(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ମଠ ନୂଆଗାଁ ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ବାଡ଼ିରୁ ଏକ ମନ୍ଦାର ଗଛ ଡାଳ…

ଚାରି ସନ୍ତାନଙ୍କ ମା’ଙ୍କଠାରୁ ଅଲଗା ହେଲେ ଏଲନ ମସ୍କ ; ସାଥୀ ଶିଭୋନ ଲେଖିଲେ ଲମ୍ବା ପୋଷ୍ଟ

ଓ୍ବାଶିଂଟନ,୩।୧୦: ଏଲନ ମସ୍କ ଏବଂ ଶିଭୋନ ଜିଲିସଙ୍କ ସମ୍ପର୍କକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ନ୍ୟୁରାଲିଙ୍କ (Neuralink)ର ଅଧିକାରୀ ଶିଭୋନ ଜିଲିସ ସୋସିଆଲ ମିଡିଆରେ…

୬,୬,୬,୬,୬,୬… ପାକିସ୍ତାନୀ ବୋଲରଙ୍କୁ ଧୋଇଲେ ଅଭିଷେକ, ୨୦ ବଲରେ କଲେ…

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ପାକିସ୍ତାନ ବିପକ୍ଷରେ ଅଭିଷେକ ଶର୍ମା ଏକ ଦମଦାର ଇନିଂସ ଖେଳିଥିଲେ। ସେ ପାକିସ୍ତାନୀ ବୋଲିଂ ଆକ୍ରମଣକୁ ଧ୍ୱସ୍ତବିଧ୍ୱସ୍ତ କରି ମାତ୍ର…

୩ ଦିନରେ ପ୍ରତ୍ୟାହାର ହେଲାଣି ୨୯,୬୦୦ କୋଟି

ମୁମ୍ବାଇ,୩ା୧୦: ପଶ୍ଚିମ ଏସିଆ ସଙ୍କଟକୁ ନେଇ ପରିବର୍ତ୍ତିତ ଭୂ-ରାଜନୈତିକ ସ୍ଥିତିରେ ବୈଶ୍ୱିକ ଶେୟାର ବଜାର ମାତ୍ରାଧିକ ପ୍ରଭାବିତ ହେବାରେ ଲାଗିଛି। ଅଶୋଧିତ ତୈଳର ଯୋଗାଣ ଶୃଙ୍ଖଳ ବ୍ୟାହତହେବା…

ରେନୋଇଣ୍ଡିଆ ନୂଆ ଟ୍ରାଇବର ୧୦୦ ପିଏସ୍‌ର ବଜାର ପ୍ରବେଶ

ଭୁବନେଶ୍ୱର, ୩ା୧୦:ରେନୋଇଣ୍ଡିଆ ପକ୍ଷରୁ ନୂଆ ଟ୍ରାଇବର ୧୦୦ ପିଏସ୍‌ ଉନ୍ମୋଚନ ହୋଇଯାଇଛି। ଏଥିସହ ଭାରତରେ କମ୍ପାନୀର ରେନୋ ଗ୍ରୁପ୍‌ ଏଣ୍ଟ୍ରି ପ୍ଲାଟ୍‌ଫର୍ମ (ଆର୍‌ଜିଇପିି)ର ଶୁଭାରମ୍ଭ ହୋଇଛି। ଗ୍ରାହକମାନଙ୍କ…

ଆଜି ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ, ମନ୍ଦିରରେ ଲାଗିଛି ଶ୍ରଦ୍ଧାଳଙ୍କୁ ଭିଡ଼

ଭବାନୀପାଟଣା,୩ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ ଶନିବାର ଅନୁଷ୍ଠିତ ହେବ। ଏଥିପାଇଁ ଦେବୀପୀଠ ଉତ୍ସବ ମୁଖର ହୋଇ…

CJP କୁ ନେଇ ଏମିତି କହିଲେ ମମତା ବାନାର୍ଜୀ, ରାଜନୀତି ହେଲାଣି ସରଗରମ

ନୂଆଦିଲ୍ଲୀ,୩।୧୦: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ‘କକରୋଚ ଜନତା ପାର୍ଟି’ (CJP) ଦ୍ୱାରା ଚାଲିଥିବା…

ଲଜ୍‌କୁ ଡାକି ଛାତ୍ରୀଙ୍କୁ ବଳାତ୍କାର କଲେ ଯୁବକ, ଡାକ୍ତରୀମାଇନା ପରେ…

ହାଟଡିହୀ,୩ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ସୋସୋ ଥାନା ଅଞ୍ଚଳରେ ଜଣେ ଯୁକ୍ତ-୩ ଛାତ୍ରୀଙ୍କୁ ଲଜ୍‌ରେ ବଳାତ୍କାର କରାଯାଇଥିବା ନେଇ ଶୁକ୍ରବାର ଅଭିଯୋଗ ହୋଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?