ହ୍ବାଟ୍ସଆପ୍‌ ଡିପିରେ ଜିଲାପାଳଙ୍କ ଫଟୋ ରଖି ମାଗୁଛନ୍ତି ଟଙ୍କା

ଭଦ୍ରକ ଅଫିସ, ୨୯।୪: ଭଦ୍ରକ ଜିଲାପାଳଙ୍କ ଫଟୋକୁ କେହି ଜଣେ ବ୍ୟକ୍ତି ହ୍ବାଟ୍ସଆପ୍‌ ଡିପିରେ ରଖି ଟଙ୍କା ସାହାଯ୍ୟ ମାଗୁଛନ୍ତି। ଏହା ନଜରକୁ ଆସିବା ପରେ ଜିଲା ପ୍ରଶାସନ ପକ୍ଷରୁ ଟୁଇଟର ମାଧ୍ୟମରେ ଫେକ୍‌ ହ୍ବାଟ୍ସଆପ୍‌ ନମ୍ବର ବୋଲି ସଚେତନ କରାଯାଇଛି। ୮୪୦୦୭୫୪୨୨୧ ଏହି ନମ୍ବରରେ ଉକ୍ତ ବ୍ୟକ୍ତି କେତେକ ଲୋକଙ୍କୁ ମେସେଜ କରି ଟଙ୍କା ସାହାଯ୍ୟ ମାଗୁଥିବାର ଚାଟିଂ ଜିଲା ପ୍ରଶାସନ ଟୁଇଟରରେ ଉଲ୍ଲେଖ କରିଛି। ଏପରି ମେସେଜରେ ପ୍ରଭାବିତ ହୋଇ କେହି ଉକ୍ତ ବ୍ୟକ୍ତିଙ୍କୁ ଟଙ୍କା ନ ଦେବାକୁ ପ୍ରଶାସନ ପକ୍ଷରୁ କୁହାଯାଇଛି। ତେବେ ଏନେଇ ଜିଲାପାଳ ତ୍ରିଲୋଚନ ମାଝି ଟାଉନ ଥାନାରେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରାଟରେ ସୋମନାଥଙ୍କୁ ସ୍ବର୍ଣ୍ଣ

ଭଞ୍ଜନଗର,୧୯।୯(ଡି.ଏନ.ଏ.)- କଟକ ଜବହାରଲାଲ ନେହେରୁ ଇନ୍‌ଡ଼ୋର ଷ୍ଟାଡ଼ିୟମରେ ଗତ ୧୪ ଓ ୧୫ ତାରିଖ ୨ଦିନ ଧରି ୭ମ ସର୍ବଭାରତୀୟ (ଟିଏସ୍‌କେଏଫ୍‌ଆଇ) କରାଟେ ପ୍ରତିଯୋଗୀତା ଅନୁଷ୍ଠିତ...

ଲାଞ୍ଚ ମାଗି ନିଲମ୍ବିତ ହେଲେ ବେଗୁନିଆ ଥାନା ଏସ୍‌ଆଇ

ଖୋର୍ଦ୍ଧା ଅଫିସ,୧୫।୧: ଜଣେ ଅଭିଯୁକ୍ତଙ୍କ ମା’ଙ୍କୁ ଲାଞ୍ଚ ମାଗି ଫସିଛନ୍ତି ବେଗୁନିଆ ଥାନା ଏସ୍‌ଆଇ ସୁଜାତା ପଲେଇ। ଏହାର ଏକ ଅଡିଓ ଭାଇରାଲ ହେବା ପରେ...

ଶିକ୍ଷା ବିଭାଗର ଅଜବ ନୀତି: ସୁରଭି ପରଦିନ ଷାଣ୍ମାସିକ ପରୀକ୍ଷା

(ଦିନେଶ ଦେହୁରୀ) ବନ୍ତଳା,୨୭।୧୦ – ଅନୁଗୋଳ ଶିକ୍ଷା ଜିଲାରେ ଶିକ୍ଷା ବିଭାଗର ଅଜବ ନୀତି ପ୍ରତିଭା ବିକାଶରେ ଅନ୍ତରାୟ ସୃଷ୍ଟି କରିଛି। ରାଜ୍ୟ ସରକାରଙ୍କ ଗଣ...

ଲୋଇସିଂହାରୁ ଆଉ ଜଣେ କରୋନା ପିଜିଟିଭ ଚିହ୍ନଟ: ସ୍ଥାନୀୟ ଅଞ୍ଚଳକୁ ୨୪ ଘଣ୍ଟା ଶଟ୍‌ଡାଉନ ଘୋଷଣା କଲେ ସରପଞ୍ଚ

ଲୋଇସିଂହା,୫।୬(ଡି.ଏନ.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଅନ୍ତର୍ଗତ ବୁଢ଼ୀପଦର ଗାଁର ଜଣେ ୨୨ ବର୍ଷୀୟ ଯୁବକ କରୋନା ପଜିଟିଭ ଚିହ୍ନଟ ହୋଇଥିବା ଶୁକ୍ରବାର ସକାଳେ ଜଣାପଡ଼ିଥିଲା।...

ମଧ୍ୟସ୍ଥଙ୍କ କବ୍‌ଜାରେ ବସ୍ତା ଡାକ୍ତରଖାନା

ବସ୍ତା,୨୩।୪(ଡି.ଏନ.ଏ.): ବାଲେଶ୍ୱର ଜିଲା ବସ୍ତା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଦିନକୁ ଦିନ ମଧ୍ୟସ୍ଥଙ୍କ ଦୌରାତ୍ମ୍ୟ ବଢ଼ିବାରେ ଲାଗିଛି। ଡାକ୍ତରଖାନାରେ ରୋଗୀଙ୍କୁ ଶୋଷଣ କରାଯାଉଥିବା ଅଭିଯୋଗ ହୋଇଛି। ଚିକିତ୍ସା...

ଗୋବିନ୍ଦପୁର ବଡ଼ପୋଖରୀରେ ଗାଧୋଇବାକୁ ବାରଣ କଲେ ତହସିଲଦାର: ପୂରା ଗ୍ରାମ ବୁଲି କଲେ ଅନୁରୋଧ

ଶେରଗଡ଼,୨।୭(ଡି.ଏନ୍‌.ଏ.):ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏ ନେଇ ପ୍ରଶାସନ ପକ୍ଷରୁ କଡ଼ା ଆଭିମୁଖ୍ୟ ଗ୍ରହଣ କରାଯାଉଛି। ପ୍ରତିଦିନ ତହସିଲ...

ବସ୍‌ ଓଲଟି ୨୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ

ବଅଁରପାଳ,୨୮।୬(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ଥାନା ୫୫ନଂ ଜାତୀୟ ରାଜପଥ ବନ୍ଦା ଓଭରବ୍ରିଜ୍‌ ନିକଟରେ ଶୁକ୍ରବାର ଭୋର ସମୟରେ ଏକ ଯାତ୍ରୀବାହୀ ବସ୍‌ ଓଲଟି ପଡ଼ିଛି।...

ଦୁନିଆରେ ମା’ ଶବ୍ଦର ବିକଳ୍ପ ନାହିଁ

ଛତ୍ରପୁର,୧୩ା୫(ଡି.ଏନ.ଏ.)-ଛତ୍ରପୁରସ୍ଥିତ ରୋଟାରୀ କ୍ଲବ ପରିସରରେ ରବିବାର ସର୍ବଶକ୍ତି ଏଜୁକେସନ ଓ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ବିଶ୍ୱ ମାତୃ ଦିବସ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ...

Advertisement
Archives

Model This Week