Posted inଜାତୀୟ

ଟିକାକରଣ ପ୍ରମାଣପତ୍ରରୁ ହଟିବ ପ୍ରଧାନମନ୍ତ୍ରୀଙ୍କ ଫଟୋ…

ନୂଆଦିଲ୍ଲୀ, ୯।୧ : ଟିକାକରଣ ପ୍ରମାଣପତ୍ରରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋ ହଟିବ। ବିଧାନସଭା ନିର୍ବାଚନ ହେବାକୁ ଥିବା ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ଗୋଆ, ପଞ୍ଜାବ, ମଣିପୁର ଆଦି ୫ ରାଜ୍ୟରେ ଏଭଳି କରାଯିବ। ନିର୍ବାଚନ ତାରିଖ ଘୋଷଣା ହେବା ସହିତ ଆଚରଣ ବିଧି ଲାଗୁ ହୋଇଥିବାରୁ ଏହି ପଦକ୍ଷେପ ନିଆଯିବ। କେନ୍ଦ୍ରୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୋଓ୍ବିନ୍‌ ପ୍ଳାଟଫର୍ମରେ ଜରୁରୀ ଫିଲଟର ଲଗାଯିବ। ଫଳରେ ଟିକାପ୍ରମାଣ ପତ୍ରରେ ଆଉ ପ୍ରଧାନମନ୍ତ୍ରୀଙ୍କ ଫଟୋ ଆସିବ ନାହିଁ।

ମାର୍ଚ୍ଚ ୨୦୨୧ରେ କେତେକ ରାଜନୈତିକ ଦଳର ଅଭିଯୋଗ କ୍ରମେ ଆସାମ,କେରଳ,ତାମିଲନାଡୁ, ପଶ୍ଚିମବଙ୍ଗ ଏବଂ ପୁଡୁଚେରୀରେ ବିଧାନସଭା ନିର୍ବାଚନ ସମୟରେ ମଧ୍ୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏହି ଭଳି ପଦକ୍ଷେପ ଗ୍ରହଣ କରାଯାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ରାମନବମୀରେ ଭାଜପା ହିଂସାକୁ ଉସୁକାଇଥିଲା: ମମତା

କୋଲକାତା,୧୮ା୪: ପଶ୍ଚିମବଙ୍ଗରେ ରାମନବମୀ ପାଳନ ବେଳେ ଭାଜପା ହିଂସାକୁ ଉସୁକାଇଥିଲା ବୋଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ଅଭିଯୋଗ କରିଛନ୍ତି। ମୁର୍ଶିଦାବାଦ ଜିଲାରେ ଯେଉଁ ହିଂସାକାଣ୍ଡ...

ଏପ୍ରିଲ ୨୨ରୁ ସ୍କୁଲ ଛୁଟି

କୋଲକାତା,୧୮।୪: ରାଜ୍ୟରେ ଅତ୍ୟଧିକ ଉତ୍ତାପ ପରିସ୍ଥିତିକୁ ଦୃଷ୍ଟିରେ ରଖି ପଶ୍ଚିମବଙ୍ଗ ସରକାର ୨୨ ଏପ୍ରିଲରୁ ସରକାରୀ ଏବଂ ସରକାରୀ ସହାୟତା ପ୍ରାପ୍ତ ବିଦ୍ୟାଳୟରେ ଗ୍ରୀଷ୍ମ ଛୁଟି...

ଭୋଟିଂର ୪୮ ଘଣ୍ଟା ପୂର୍ବରୁ ବନ୍ଦ ହୋଇଯାଏ ପ୍ରଚାର, ଏହି ସାଇଲେନ୍ସ ପିରିୟଡରେ କ’ଣ କରନ୍ତି ପ୍ରାର୍ଥୀ ଜାଣନ୍ତୁ

ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ୧୯ ଏପ୍ରିଲରୁ ଆରମ୍ଭ ହେବ। ଏହା ଅଧୀନରେ ଦେଶର ୨୧ ଟି ରାଜ୍ୟ...

ନିର୍ବାଚନ ପୂର୍ବରୁ ଏଏପିକୁ ଝଟକା, ଗିରଫ ହେଲେ ବିଧାୟକ ଅମାନତୁଲ୍ଲାହ ଖାନ

ନୂଆଦିଲ୍ଲୀ,୧୮।୪: ଆମ ଆଦମୀ ପାର୍ଟିର ବିଧାୟକ ଅମାନତୁଲ୍ଲାହ ଖାନଙ୍କୁ ଗୁରୁବାର ଇଡି ଗିରଫ କରିଛି। ୱାକଫ ବୋର୍ଡ ନିଯୁକ୍ତି ସ୍କାମରେ ତାଙ୍କୁ ପିଏମଏଲଏ ଅଧୀନରେ ଗିରଫ...

ଇରାନ କବଜାରେ ଥିବା ଜାହାଜରୁ ଭାରତ ଫେରିଲେ ପ୍ରଥମ କ୍ରୁ ମେମ୍ବର

ନୂଆଦିଲ୍ଲୀ,୧୮।୪: କେରଳ ତ୍ରିଶୁରର ବାସିନ୍ଦା ମହିଳାକ୍ୟାଡେଟ ଆନ ଟେସା ଜୋସେଫ, କାର୍ଗୋ ଜାହାଜ MSC Aries ରେ ଥିବା ଭାରତୀୟ କ୍ରୁଙ୍କ ଅଂଶ ଭାବରେ ଗୁରୁବାର...

୨୩ ବର୍ଷର ଯୁବତୀ କ୍ଲିୟର କଲେ ୟୁପିଏସସି ପରୀକ୍ଷା, କାମ କରୁଛି ମାତ୍ର ୨ଟି ଆଙ୍ଗୁଠି

ନୂଆଦିଲ୍ଲୀ,୧୮।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା (UPSC CSE) ୨୦୨୩ ଫଳାଫଳ ପ୍ରକାଶ ପାଇବା ପରେ, ଯେଉଁମାନେ ଏହାକୁ ପାସ କରିଛନ୍ତି ସେମାନଙ୍କ ଅନେକ ସଂଘର୍ଷ...

କେଜରିଓ୍ବାଲଙ୍କୁ ଜେଲରେ ହତ୍ୟା ପାଇଁ କରାଯାଉଛି ଷଡଯନ୍ତ୍ର: ଆତିଶି

ନୂଆଦିଲ୍ଲୀ,୧୮।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଘରେ ତିଆରି ଖାଦ୍ୟ ଖାଇ ତାଙ୍କ ସୁଗାର ଲେବଲକୁ ବଢାଉଥିବା ଇଡି ଅଭିଯୋକ କରିବା ପରେ ଏବେ ଆମ...

ପ୍ରଥମ ପର୍ଯ୍ୟାୟ ମତଦାନ: ୧୬.୬୩ କୋଟି ଭୋଟର, ୧୬୨୫ ପ୍ରାର୍ଥୀଙ୍କର ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୧୮।୪: ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ପ୍ରଥମ ପର୍ଯ୍ୟାୟ ଭୋଟ ପୂର୍ବରୁ ମତଦାନରେ ଉତ୍ସାହର ସହ ଅଂଶଗ୍ରହଣ କରିବାକୁ ଭୋଟରଙ୍କୁ ନିବେଦନ କରିଛନ୍ତି। ପ୍ରଥମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri